Browsing Category

Breaking News

ଶୋକ ପ୍ରସ୍ତାବ ପରେ ୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,୨୩ ।୧୧(ଓଡିଶା ଭାସ୍କର): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ପ୍ରସ୍ତାବକୁ ସମର୍ଥନ…

୨୪ ଘଣ୍ଟା ମଧ୍ୟରେ ଚାଲିଗଲା ୫୧୧ଜଣଙ୍କ ଜୀବନ

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୩ ହଜାର ୭୩୮ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୦୫୯ ନୂଆ…

ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କର ପରଲୋକ, ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର,୨୩ ।୧୧(ଓଡିଶା ଭାସ୍କର) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ଗତକାଲି ରାତିରେ ତାଙ୍କର…

ଆଜି ଆଉ ୯୦୫ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୨।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୯୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ରାଜ୍ୟରେ ବଦଳିଲା ସ୍କୁଲ ମିଶ୍ରଣ ନିଷ୍ପତ୍ତି

ଭୁବନେଶ୍ୱର,୨୨ ।୧୧(ଓଡିଶା ଭାସ୍କର): ସ୍କୁଲ ମିଶ୍ରଣ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର । ସିଡୁଲ ଏରିଆରେ ସ୍କୁଲ ମିଶ୍ରଣ ନିଷ୍ପତ୍ତି ବଦଳାଇଛନ୍ତି ସରକାର । ୨୦ ନୁହେଁ ଏଣିକି ୧୫ରୁ କମ୍ ପିଲା ଥିବା ସ୍କୁଲର…

ସ୍କୁଲ ବନ୍ଦ ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଉତ୍ତର

ଭୁବନେଶ୍ୱର,୨୨ ।୧୧(ଓଡିଶା ଭାସ୍କର): ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା ଲାଗି ରହିଛି । ଏହି ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ସେ କହିଛନ୍ତି ଯେ,…

ଭୁବନେଶ୍ୱରରୁ ଆଜି ପୁଣି ୪୩ ପଜିଟିଭ, ୫୭ ସୁସ୍ଥ

ଭୁବନେଶ୍ୱର,୨୨ ।୧୧(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତାର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଆଜି ରାଜଧାନୀରୁ ମାତ୍ର ୪୩ କରୋନା…

୨ ଭଉଣୀଙ୍କ ସଲିଳ ସମାଧି

ମାଲକାନଗିରି, ୨୨ ।୧୧(ଓଡିଶା ଭାସ୍କର): ପୋଖରୀରେ ବୁଡି ୨ ଭଉଣୀଙ୍କ ସଲିଳ ସମାଧି । ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ମୁକାନପାଲି ଗାଁରେ ଘଟିଯାଇଛି ଏହି ଅଭାବନୀୟ ଘଟଣା । ପୋଖରୀରେ ବୁଡ଼ିଯିବାରୁ ଚାଲିଯାଇଛି…