Browsing Category

Breaking News

ଓଡିଶାର ଉହାନ ପାଲଟିବାରେ ଲାଗିଛି ରାଜଧାନୀ ! ଆଜି ପୁଣି ୩୮ ଚିହ୍ନଟ

ଭୁବନେଶ୍ୱର,୧୧ ।୭(ଓଡିଶା ଭାସ୍କର): ଚୀନର ଉହାନ ସହର ପରି ପାଲଟିବାରେ ଲାଗିଛି ଓଡିଶାର ରାଜଧାନୀ ଭୁବନେଶ୍ୱର । ରାଜ୍ୟର ଗଞ୍ଜାମରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ କରୋନାରୁ ବାଦ୍ ପଡିନି…

୨ ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ ।୭ (ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଆଜି ୫୭୦ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ଜୀବନ ନେଇଛି କରୋନା । ଏହାର କବଜାରୁ ବର୍ତ୍ତିନାହାନ୍ତି ରାଜ୍ୟର ବିଧାୟକ ।…

ବର- କନ୍ୟା ପାଇଁ ହୀରାର ମାସ୍କ, ଦାମ୍ ଜାଣିଲେ ଉଡିବ ହୋସ୍

କରୋନା ସଙ୍କଟ ସମୟରେ ଏବେ ମାସ୍କକୁ ନେଇ ଟ୍ରେଣ୍ଡ ଜୋର୍ ଧରିଲାଣି । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବର-କନ୍ୟା ପର୍ଯ୍ୟନ୍ତ, ସମସ୍ତେ କିଛି ଷ୍ଟାଇଲସ୍ ମାସ୍କ ପିନ୍ଧିବାକୁ ପସନ୍ଦ କରୁଛନ୍ତି । ପୂର୍ବରୁ ସୁନା ମାସ୍କ…

ରାଜଧାନୀରେ ସେରୋଲଜିକାଲ ଟେଷ୍ଟ ଆରମ୍ଭ

ଭୁବନେଶ୍ୱର,୧୧ ।୭(ଓଡିଶା ଭାସ୍କର): ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ ରାଜଧାନରେରେ ମାଡିଚାଲିଛି କରୋନା ମହାମାରୀ । ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ଏହାରି ମଧ୍ୟରେ…

ରାଜ୍ୟରେ ପୁଣି ୫ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ ତଥ୍ୟ

ଭୁବନେଶ୍ୱର,୧୧ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫…

ବଡ ଖବର: ରାଜ୍ୟରେ ଆଜି ପୁଣି ୫୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୧ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୫୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୪ ସଂଗରୋଧ କେନ୍ଦ୍ରରୁ…

କଟକରେ ସଟଡାଉନ ବୃଦ୍ଧି ଖବର ଗୁଜବ

କଟକ,୧୧ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢିଚାଲିଥିବା ବେଳେ ଫେକ୍ ନ୍ୟୁଜ୍ ମଧ୍ୟ ବଢିବାରେ ଲାଗିଛି । ଏହାରି ମଧ୍ୟରେ କଟକରେ ପୁଣି ସଟଡାଉନ ବଢିବ ବୋଲି ଖବର ଆସିଥିଲା, ଯାହାକୁ ଗୁଜବ ବୋଲି ସିଏମସି…

୨୪ ଘଣ୍ଟାରେ ଚାଲିଗଲା ୫୧୯ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୧୧ ।୭: ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୨ ହଜାର ୧୨୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୧୯ ଜଣ…

ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାର ଲୋକଙ୍କ ପ୍ରବେଶ ମନା, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ମାଲକାନଗିରି, ୧୧/୭(ଓଡିଶା ଭାସ୍କର): ରାଜ୍ୟରେ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏନେଇ ସବୁ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ …