Browsing Category

Breaking News

ଦିଲ୍ଲୀ ଏମ୍ସ ହସ୍ପିଟାଲରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୭ ।୩ : ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗତକାଲି ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଅବଜରଭେସନରେ ରଖାଯାଇଥିଲା । ଅଧିକ ଚିକିତ୍ସା ପାଇଁ ରାଷ୍ଟ୍ରପତିଙ୍କୁ…

ଟିକେଟକୁ ନେଇ ମହାରଥୀ ପରିବାରରେ ଝଡ଼: ଜାଣନ୍ତୁ କଣ କହିଲେ ଅସନ୍ତୁଷ୍ଟ ପ୍ରତିଭା

ଭୁବନେଶ୍ୱର, ୨୭ା୩ (ଓଡିଶା ଭାସ୍କର): ପିପିଲିର ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ତାଙ୍କର ଉତ୍ତରାଧିକାରୀ କିଏ ହେବ, ସେନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଏହି ଦୌଡ଼ରେ ପ୍ରଦୀପଙ୍କ…

କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କୁ କରୋନା

କଳାହାଣ୍ଡି,୨୭ ।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢି ବଢି ଚାଲିଛି । ଏହାରି ମଧ୍ୟରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା କରୋନା ପଜିଟିଭ୍ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟ୍ୱିଟ୍…

ରାଜ୍ୟରେ ଖୋଲିବ ୧,୫୬୭ଟି ନୂଆ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର,୨୭ ।୩(ଓଡିଶା ଭାସ୍କର): ରାଜ୍ୟରେ ଆଉ ୧୫୬୭ଟି ନୂଆ ଅଙ୍ଗନବାଡି କେନ୍ଦ୍ର ଖୋଲିବାକୁ ଯାଉଛି । ଏନେଇ ଆଜି ବିଧାନସଭାରେ କହିଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ । ଏକ ପ୍ରଶ୍ନର ଉତ୍ତର…

୩୦ରେ ରୁଦ୍ରଙ୍କ ନାମାଙ୍କନ

ପୁରୀ,୨୭ ।୩(ଓଡିଶା ଭାସ୍କର) : ଏପ୍ରିଲ ୧୭ ତାରିଖରେ ହେବାକୁ ଯାଉଛି ପିପିଲି ଉପନିର୍ବାଚନ । ଏନେଇ ବିଜେଡି ଓ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି । ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ଶୁକ୍ରବାର ନାମାଙ୍କନ…

ଆସନ୍ତା ଏପ୍ରିଲ ୨ ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର, ୨୭ା୩ (ଓଡିଶା ଭାସ୍କର): ଆସନ୍ତା ଏପ୍ରିଲ ମାସ ୨ ତାରିଖରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଓଡ଼ିଶା ଆସିବେ । ଉପରାଷ୍ଟ୍ରପତି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ଜଣାପଡ଼ିଛି । ୨ ତାରିଖ ସକାଳ ୧୧ଟା ୧୫…

ରାଜ୍ୟରେ କରୋନା ନେଲା ଜଣଙ୍କ ଜୀବନ, ସଂକ୍ରମିତଙ୍କ ସଂଖ୍ୟା ଦୁଇ ଶହ ଟପିଲା, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୨୭ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୨୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୪ ଓ ସ୍ଥାନୀୟ…

ଆଗକୁ ବର୍ଷିବ ନିଆଁ: ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୨୭ା୩ (ଓଡିଶା ଭାସ୍କର): ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ଅଧିକ ହିଟ୍ ଅନୁଭୂତ ହେବ । ତେଣୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି…

ଆସନ୍ତାକାଲି ଠାରୁ ଏହି ସହରରେ ଲାଗୁହେବ ନାଇଟ୍ କର୍ଫ୍ୟୁ: ଜାଣନ୍ତୁ କେଉଁଠି

ମୁମ୍ବାଇ, ୨୭ା୩: ଦେଶରେ କରୋନା ଭାଇରସର ଦ୍ୱିତୀୟ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି । ପରିସ୍ଥିତିକୁ ଦେଖି ଦେଶର ଅନେକ ରାଜ୍ୟ ସରକାର ଲକଡାଉନ ଘୋଷଣା କରିସାରିଲେଣି । ଏଥିସହ କିଛି ରାଜ୍ୟରେ ନାଇଟ୍ କର୍ଫ୍ୟୁ ମଧ୍ୟ…

ସଚିନ କରୋନା ପଜିଟିଭ୍ ଚିହ୍ନଟ

ମୁମ୍ବାଇ, ୨୭ା୩: କ୍ରିକେଟର ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କରୋନା ଚିହ୍ନଟ ପଜିଟିଭ୍ ହୋଇଛନ୍ତି । ନମୂନା ପରୀକ୍ଷାରେ ସଚିନ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ପଜିଟିଭ୍ ଚିହ୍ନଟ ହେବା ପରେ ସଚିନ ସଙ୍ଗରୋଧରେ…