Browsing Category
Breaking News
ଗୃହରେ ପୁଣି ‘ପରୀ’ ଝଡ: ୩ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୮ ।୧୧(ଓଡିଶା ଭାସ୍କର): ନୟାଗଡର ପରୀ ହତ୍ୟା ମାମଲାକୁ ନେଇ ଆଜି ପୁଣି ବିଧାନସଭାରେ ହଟ୍ଟଗୋଳ ଆରମ୍ଭ ହୋଇଛି । ଏସଆଇଟି ଗଠନ ନେଇ ସ୍ପଷ୍ଟୀକରଣ ଦାବି କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା । ସେହିପରି…
ରାଜ୍ୟରେ ଆଜି ୫୫୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୮।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୫୫୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୭ ଜଣ ଓ…
ରାଜ୍ୟରେ କମୁଛି ତାପମାତ୍ରା, ବଢୁଛି ଶୀତ: ୧୫ ଡିଗ୍ରୀ ତଳେ ୪ ସହର
ଭୁବନେଶ୍ୱର,୨୮ ।୧୧(ଓଡିଶା ଭାସ୍କର): ରାଜ୍ୟରେ ତାପମାତ୍ରା କମିବାରେ ଲାଗିଛି, ଫଳରେ ଶୀତ ପ୍ରକୋପ ବଢିବାରେ ଲାଗିଛି । ୧୫ ଡିଗ୍ରୀ ସେଲସିଅସ ତଳେ ରହିଛି ୪ ସହରର ତାପମାତ୍ରା । ୧୧ ଡିଗ୍ରୀ ସହ ସୋନପୁର ହୋଇଛି ରାଜ୍ୟର…
ପ୍ରଧାନମନ୍ତ୍ରୀଙ୍କ କରୋନା ଟିକା ସମୀକ୍ଷା
ନୂଆଦିଲ୍ଲୀ,୨୮ ।୧୧: ଅହମ୍ମଦାବାଦର ଜାଇଡସ୍ ବାୟୋଟେକ୍ ପାର୍କରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଠାରେ କୋଭିଡ-୧୯ ଭ୍ୟାକ୍ସିନ ପ୍ରସ୍ତୁତିର ପ୍ରଧାନମନ୍ତ୍ରୀ ନିଜେ ସୀମକ୍ଷା କରିଛନ୍ତି । ଏହା ସହ…
ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୬ ହଜାର ୨୦୦ କୁ ବୃଦ୍ଧି
ନୂଆଦିଲ୍ଲୀ,୨୮।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୬ ହଜାର ୨୦୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୧ ହଜାର ୩୨୨ ନୂଆ…
ଆଜି ଆଉ ୯୦୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୨୭।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…
ବ୍ୟବସାୟୀଙ୍କୁ ଭୁଜାଲିରେ ହାଣି ଲୁଟିନେଲେ ଟଙ୍କା
ବାରିପଦା,୨୭ ।୧୧(ଓଡିଶା ଭାସ୍କର): ରାଜ୍ୟରେ ବଢିଚାଲିଛି ଲୁଟପାଟ୍ । ଏହାରି ମଧ୍ୟରେ ବାରିପଦାରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ହାଣି ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ବେତନଟୀ ବଜାରରେ ବ୍ୟବସାୟୀଙ୍କୁ ଆକ୍ରମଣ କରି…
ବାପା,ପୁଅଙ୍କୁ ବାନ୍ଧିନେଲା ଭିଜିଲାନ୍ସ
ଭୁବନେଶ୍ୱର, ୨୭ ।୧୧(ଓଡିଶା ଭାସ୍କର): ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଉଭୟ ଗିରଫ ହୋଇଛନ୍ତି । ଉଭୟଙ୍କୁ ଗିରଫ ପରେ…
ବିଧାନସଭା ସମ୍ମୁଖରେ ପୁଣି ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର,୨୭ ।୧୧(ଓଡିଶା ଭାସ୍କର): ବିଧାନସଭା ସାମ୍ନାରେ ୩ ଜଣ ଚାଷୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଆଠଗଡର ୩ ଚାଷୀ ନିଜ ଦେହରେ କିରୋସିନି ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ସୂଚନା ମିଳିଛି । କିରୋସିନି ଢାଳିବା…
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ସୁନ୍ଦରଗଡ,୨୭ ।୧୧(ଓଡିଶା ଭାସ୍କର): ସୁନ୍ଦରଗଡରେ ଭିଜିଲାନ୍ସ ଜାଲରେ ଫସିଲେ ୱେସକୋ ଯନ୍ତ୍ରୀ । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଧରାପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ଲାଞ୍ଚ ନେଉଥିବା ବେଳେ ୱେସକୋର ସବଡେଗା ସେକସନର…