Browsing Category

Breaking News

ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର,୧୬ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଉପ-ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ପ୍ରଚାରକ ତାଲିକାରେ ବିଜେଡି…

ଓଡିଶାକୁ ୨୨,୨୬୭ କୋଟିର ପ୍ୟାକେଜ୍

ଭୁବନେଶ୍ୱର,୧୬ ।୧୦(ଓଡିଶା ଭାସ୍କର): କୋରୋନା କାଳରେ ଓଡ଼ିଶାକୁ ୨୨,୨୬୭.୬୬ କୋଟି ଟଙ୍କାର ପ୍ୟାକେଜ ଦେଇଛନ୍ତି କେନ୍ଦ୍ର ସରକାର । ଏନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱରରେ ଆରମ୍ଭ ହେଲା ସେରୋ ସର୍ଭେ

ଭୁବନେଶ୍ୱର,୧୬ ।୧୦(ଓଡିଶା ଭାସ୍କର): ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହେଲା ସେରୋ ସର୍ଭେଲାନ୍ସ । ଆରଏମଆରସି ସହାୟତାରେ ବିଏମସି ପକ୍ଷରୁ ଚାଲିଛି ଏହି ସେରୋ ସର୍ଭେଲାନ୍ସ । ଆଜିଠାରୁ ୧୮ ତାରିଖ ଯାଏଁ ଏହା ଚାଲିବ ।…

ଓଡିଶାରେ କମିବ ପଜିଟିଭ୍ ସଂଖ୍ୟା

ଭୁବନେଶ୍ୱର,୧୬ ।୧୦(ଓଡିଶା ଭାସ୍କର): ଓଡିଶାରେ ଆଗକୁ କମିବ ସଂକ୍ରମଣ ସଂଖ୍ୟା । ଏନେଇ ଆଜି ସୂଚନା ଦେଇଛନ୍ତି ଆଇଏଲଏସର ନିର୍ଦ୍ଦେଶକ ଅଜୟ ପରିଡା । ସେ କହିଛନ୍ତି ଯେ, ‘ସେପ୍ଟେମ୍ବର ୧୧ରୁ ୨୫ ତାରିଖ ଯାଏଁ ସଂକ୍ରମଣ…

ବଲିଉଡ୍ କଣ୍ଠଶିଳ୍ପୀ କୁମାର ସାନୁଙ୍କୁ କରୋନା

ମୁମ୍ବାଇ,୧୬ ।୧୦: ବଲିଉଡ୍ କଶ୍ଠଶିଳ୍ପୀ କୁମାର ସାନୁ କରୋନାରେ ସଂକ୍ରମିତ ହୋଇଛନ୍ତି । କରୋନା ପଜିଟିଭ୍ ହେବା ପରେ ସେ ନିଜର ସମସ୍ତ ପୋଗ୍ରାମ ବାତିଲ କରିଛନ୍ତି । ସୂଚନା ମିଳୁଛି କି, କୁମାର ସାନୁ ନିଜ ପରିବାରକୁ…

ରାଜ୍ୟରେ ୧୫ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୬ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୨୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି…

ରାଜ୍ୟର ୩୦ ଜିଲ୍ଲାରୁ ୨୧୩୮ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୬ ।୧୦(ଓଡିଶା ଭାସ୍କର):  ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୧୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ…

ଅନୁଭବଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

ଭୁବନେଶ୍ୱର, ୧୬ ।୧୦(ଓଡିଶା ଭାସ୍କର): ଅଭିନେତା ତଥା ରାଜନେତା ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ଲାଗିରହିଛି । ଏହି ମାମଲା ଯାଇ ସୁପ୍ରିମକୋର୍ଟରେ ପହଞ୍ଚିଛି । ଆଜି ଅନୁଭବ…

ଅନୁଭବ-ବର୍ଷା ବିବାଦ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬ ।୧୦(ଓଡିଶା ଭାସ୍କର): ଅଭିନେତା ତଥା ରାଜନେତା ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ଲାଗିରହିଛି । ଆଜି ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ହେବ । କଟକ…

୨୪ ଘଣ୍ଟାରେ ୬୩ , ୩୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୫ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୧୬୧ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ ହଜାର ୩୭୧ ନୂଆ…