Browsing Category

Breaking News

ମୁଖ୍ୟମନ୍ତ୍ରୀଙ୍କୁ ପ୍ରତାପଙ୍କ ଚିଠି

ଭୁବନେଶ୍ୱର,୨୫ ।୩(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢଙ୍ଗୀ । ସାରା ଦେଶରେ ଲକ୍-ଡାଉନ୍ ପରେ ବିଭିନ୍ନ ରାଜ୍ୟରେ ଅନେକ ଓଡିଆ ଫସି ରହିଛନ୍ତି । ରାଜ୍ୟ…

ସ୍ୱାଧୀନତା ସଂଗ୍ରାମୀଙ୍କ ଅସୁସ୍ଥତାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ ।୩(ଓଡିଶା ଭାସ୍କର): ଭେଟେରାନରେ ଥିବା ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ଅସୁସ୍ଥତାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୃଦରୋଗରେ ପୀଡିତ…

ରାଜ୍ୟ ବାହାରୁ ଓଡ଼ିଶାକୁ ଫେରିଛନ୍ତି ପ୍ରାୟ ୭୮,୨୩୩ ଜଣ: ସୁବ୍ରତ ବାଗଚୀ

ଭୁବନେଶ୍ୱର, ୨୫ା୩(ଓଡ଼ିଶା ଭାସ୍କର): ପ୍ରତିଦିନ ପରି କରୋନା ନେଇ ୨୪ଘଣ୍ଟାର ଅପଡ଼େଟ୍ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ ଆଗାମୀ ଦିନରେ କରୋନା ମୁକାବିଲା ପାଇଁ ଜନବଳ, ଧନବଳ ଲୋଡ଼ା ହୋଇଛି । ଏହି…

କରୋନା ପାଇଁ ଜନଗଣନା ସ୍ଥଗିତ

ଭୁବନେଶ୍ୱର, ୨୫ା୩(ଓଡ଼ିଶା ଭାସ୍କର): କରୋନା ପାଇଁ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ ରହିଛି । ଏନେଇ ପ୍ରଥମ ପର୍ଯ୍ୟାୟ ଜନଗଣନା ବତ୍ତର୍ମାନ ପାଇଁ ସ୍ଥଗିତ ରଖାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଜନଗଣନାକୁ ସ୍ଥଗିତ…

କେନ୍ଦ୍ର ସରକାରଙ୍କ ବଡ ଘୋଷଣା- ୮୦ କୋଟି ଲୋକଙ୍କୁ ଶସ୍ତାରେ ମିଳିବ ଗହମ ଓ ଚାଉଳ

ନୂଆଦିଲ୍ଲୀ,୨୫ ।୩: କେନ୍ଦ୍ର କ୍ୟାବିନେଟରେ ଆଜି ଏକ ବଡ ଘୋଷଣା କରିଛନ୍ତି ସରକାର । କରୋନା ଭାଇରସ ଯୋଗୁଁ ସାରା ଦେଶରେ ଲକ୍-ଡାଉନ୍ ଲାଗୁ ହେବା ପରେ ଦେଶର ୮୦ କୋଟି ଲୋକଙ୍କୁ ଶସ୍ତାରେ ଚାଉଳ ଓ ଗହମ ଯୋଗାଇ ଦେବାକୁ…

କରୋନା ପାଇଁ ସ୍ୱାସ୍ଥ୍ୟକର୍ମୀଙ୍କୁ ମିଳିବ ୪ମାସର ଆଗୁଆ ଦରମା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫ା୩(ଓଡ଼ିଶା ଭାସ୍କର): ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ମନୋବଳ ବଢ଼ାଇଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ପାଇଁ ସ୍ୱାସ୍ଥ୍ୟକର୍ମୀଙ୍କୁ ଅଗ୍ରୀମ ଦରମା ମିଳିବ । ୪ମାସର ଦରମା ଅଗ୍ରୀମ ଦେବାକୁ ମୁଖ୍ୟମନ୍ତ୍ରୀ…

କରୋନା ମୁକାବିଲା ପାଇଁ ସହଯୋଗର ହାତ ବଢ଼ାଇଲେ ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ୱର, ୨୫ା୩(ଓଡ଼ିଶା ଭାସ୍କର): କରୋନା ନେଇ ସାରା ବିଶ୍ୱରେ ଭୟାବହର ବାର୍ତ୍ତାବରଣ ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଏହାର ପ୍ରତିଷେଧକ ମଧ୍ୟ ବାହାରିନି । ଏହାରି ମଧ୍ୟରେ କରୋନା ମୁକାବିଲା ପାଇଁ ସହଯୋଗର ହାତ…

ସ୍ୱତନ୍ତ୍ର କୋଭିଡ଼୍ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର, ୨୫ା୩(ଓଡ଼ିଶା ଭାସ୍କର): ସାରା ବିଶ୍ୱରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ଏହା ସାରା ବିଶ୍ୱର ମୁଣ୍ଡ ବିନ୍ଧାର କାରଣ ପାଲଟି ସାରିଛି । ତେଣୁ ସ୍ୱତନ୍ତ୍ର କୋଭିଡ଼ ହସ୍ପିଟାଲ…