Browsing Category

Breaking News

ପୁରୀ ହେବ ଭିକ୍ଷୁକମୁକ୍ତ, ଆରମ୍ଭ ହେଲା ନିଳାଦ୍ରି ନିଳୟ ଯୋଜନା

ପୁରୀ, ୩ା୩(ଓଡ଼ିଶା ଭାସ୍କର): ପୁରୀରେ ଆଜିଠୁ ଆରମ୍ଭ ହୋଇଛି ନିଳାଦ୍ରି ନିଳୟ ଯୋଜନା । ପୁରୀକୁ ସମ୍ପୂର୍ଣ୍ଣ ଭିକାରିମୁକ୍ତ କରିବା ପାଇଁ ଏହିପରି ଅଭିଯାନ ଆରମ୍ଭ ହୋଇଛି । ଏନେଇ ଆଜି ଶ୍ରୀମନ୍ଦିର ନିକଟରୁ ଭିକ୍ଷୁକଙ୍କୁ…

ଏକସଙ୍ଗେ ୪ଟି ବିଷୟର ଫଳ ପ୍ରକାଶନ ପାଇଁ ଉଦ୍ୟମ ଚାଲିଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୩ା୩(ଓଡ଼ିଶା ଭାସ୍କର): ଚଳିତବର୍ଷ ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା । ସେହିପରି ଆସନ୍ତାକାଲିଠାରୁ ଆରମ୍ଭ ହେବ କଳା ଓ ବାଣିଜ୍ୟ ପରୀକ୍ଷା । ଆଜି ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବା ପରେ…

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ

ଭୁବନେଶ୍ୱର, ୩ା୩(ଓଡ଼ିଶା ଭାସ୍କର): ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯିବେ । ସେଠାରେ ପହଞ୍ଚି ୧୫୦ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି…

ଭିଜିଲାନ୍ସ ଜାଲରେ ଅଧିକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର, ୩ା୩(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ରାସ୍ତା ଓ ଗୃହ ନିର୍ମାଣ ବିଭାଗର ଅଧିକ୍ଷଣ ଯନ୍ତ୍ରୀ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବିନୋଦ ପାଢ଼ୀଙ୍କ ଘରେ ଆଜି ଚଢ଼ାଉ ହୋଇଛି । ବିନୋଦଙ୍କ…

ଡିଟୋନେଟର ବିସ୍ଫୋରଣରେ ୩ଛାତ୍ର ଗୁରୁତର

ଆସ୍କା, ୩ା୩(ଓଡ଼ିଶା ଭାସ୍କର): ଗଞ୍ଜାମ ସ୍ଥିତ ହିଞ୍ଜିଳି ଥାନା ସମପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ଡିଟୋନେଟର ଫାଟି ୩ଜଣ ସ୍କୁଲ ଛାତ୍ର ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ଏମକେସିଜି…

କରୋନା ପାଇଁ କଠୋର ହେଲା ଭାରତ

ନୂଆଦିଲ୍ଲୀ,୨ ।୩: ଚୀନରେ ବ୍ୟାପୁଥିବା ମହାମାରୀ କରୋନା ଭାଇରସ୍ ଧିରେ ଧିରେ ସମଗ୍ର ବିଶ୍ୱରେ ନିଜର କାୟା ବିସ୍ତାର କରିବାରେ ଲାଗିଛି । ରାଜଧାନୀ ଦିଲ୍ଲୀ ଓ ତେଲେଙ୍ଗାନାରେ ୨ ଜଣ ସଂକ୍ରମିତ ରୋଗୀ ଚିହ୍ନଟ ହେବା ପରେ…

୮ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର,୨ ।୩(ଓଡିଶା ଭାସ୍କର): ଲୋକସେବା ଭବନରେ ଶେଷ ହୋଇଛି ରାଜ୍ୟ କ୍ୟାବିନେଟ୍ ବୈଠକ । ୮ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର ମାରିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ମୋ ସରକାରରେ ଆଉ ୫ଟି ବିଭାଗ ସାମିଲ

ଭୁବନେଶ୍ୱର,୨ ।୩(ଓଡିଶା ଭାସ୍କର): ରାଜ୍ୟ ସରକାରଙ୍କ ‘ମୋ ସରକାର’ରେ ଆଜି ଆଉ ୫ଟି ବିଭାଗ ସାମିଲ ହୋଇଛି । ସେହି ବିଭାଗ ଗୁଡିକ ହେଉଛି- ସମାଜିକ ସୁରକ୍ଷା ଏବଂ ସଶକ୍ତିକରଣ ବିଭାଗ, ଜଳସମ୍ପଦ ବିଭାଗ, ହସ୍ତତନ୍ତ ଓ…

ଫାଶି ତାରିଖ ଟଳିବା ପରେ ନିର୍ଭୟାଙ୍କ ମାଆଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ, ୨ା୩: ଫାଶି ତାରିଖ ଟଳିବା ପରେ ନିର୍ଭୟାଙ୍କ ମାଆ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଫାଶୀ ବାରମ୍ବାର ଘୁଞ୍ଚିବା ଆମ ଆଇନ ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି । ନିଜ ରାୟ କାର୍ଯ୍ୟକାରୀ…

ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର,୨ ।୩(ଓଡିଶା ଭାସ୍କର): ଲୋକସେବା ଭବନରେ ଆଜି ଜାରି ହୋଇଛି ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ଆଜିର କ୍ୟାବିନେଟ୍ ବୈଠକରେ ୬ଟି ପ୍ରସ୍ତାବ…