Browsing Category

Breaking News

ପ୍ରକାଶ ପାଇଲା +୨ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର, ୧୯ା୮(ଓଡ଼ିଶା ଭାସ୍କର): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ପ୍ରକାଶ ପାଇଛି +୨ ବାଣିଜ୍ୟ ରେଜଲ୍ଟ । ଚଳିତବର୍ଷ ୭୪.୯୫ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ମୋଟ୍ ୨୫ହଜାର ୭୮୫ ପିଲାଙ୍କ…

ବିପଦ ମୁହାଁ ଓଡ଼ିଶା! ରାଜ୍ୟର ୨୯ଜିଲ୍ଲାରୁ ଆଜି ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୧୯ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୯ଜିଲ୍ଲାରୁ ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୧୫ ଜଣ…

ସୁଶାନ୍ତଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୯ା୮: ବଲିଉଡ଼ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଅନେକ ଦିନ ବିତିଗଲାଣି । କିନ୍ତୁ ଏପର୍ଯ୍ୟନ୍ତ ଏହା ଆତ୍ମହତ୍ୟା ନା ତାଙ୍କ ମୃତ୍ୟୁ ପଛରେ ଆଉ କିଛି ରହସ୍ୟ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡ଼ି…

ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୧୯ା୮(ଓଡ଼ିଶା ଭାସ୍କର): ଉତ୍ତର ବଙ୍ଗେପାସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ବର୍ତ୍ତମାନ ଏବେ ୱେଳମାର୍କ ଲୋ ପ୍ରେସରରେ ପରିଣତ ହୋଇଛି ଲଗୁଚାପ । ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ…

ଗୋଟିଏ ଦିନରେ ୬୪,୫୩୧ ଆକ୍ରାନ୍ତ ଚିହ୍ନଟ ଓ ୧୦୯୨ ଜଣ ମୃତ

ନୂଆଦିଲ୍ଲୀ, ୧୯ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୪,୫୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୯୨ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା…

ଭାତୁଡ଼ି ପାଇଁ ଚିନ୍ତିତ କି? ତେବେ ତାକୁ ହଟାଇବା ପାଇଁ ଆପଣାନ୍ତୁ ଏହି ଘରୋଇ ଉପାୟ

ଭାତୁଡ଼ି ଶରୀରକୁ ଅସୁନ୍ଦର କରିଥାଏ, ଫଳରେ ଏହାକୁ ହଟାଇବା ପାଇଁ ଲୋକେ ଅନେକ ଉପଚାର କରିଥାଆନ୍ତି। ତେବେ ଆସନ୍ତୁ ଜାଣିବା ଭାତୁଡ଼ି ସମସ୍ୟାରୁ ମୁକ୍ତି ପାଇବାର କିଛିଟା ଘରୋଇ ଉପାୟ – ଭାତୁଡ଼ି ହୋଇଥିବା ସ୍ଥାନରେ…