Browsing Category

Breaking News

ଗୋଟିଏ ଦିନରେ ୬୯,୬୫୨ ଆକ୍ରାନ୍ତ ଚିହ୍ନଟ ଓ ୯୭୭ ଜଣ ମୃତ

ନୂଆଦିଲ୍ଲୀ, ୨୦ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୯,୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା…

ବର୍ଷା ପାଇଁ ୧୪ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର, ୨୦/୮(ଓଡ଼ିଶା ଭାସ୍କର): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ୧୪ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।ଅରେଞ୍ଜ ଆଲର୍ଟ ଜାରି ହୋଇଥିବା…

ଖାଲି ଫ୍ଲାଟରେ ମିଳିଲା ଡାକ୍ତରାଣୀଙ୍କ ଶବ

ଆଗ୍ରା,୨୦ ।୮: ଆଗ୍ରାର ସରୋଜିନୀ ନାଇଡୁ ମେଡିକାଲ କଲେଜରୁ ଏମବିବିଏସ ପାସ କରିସାରିଥିବା ଜରେ ଯୁବ ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ବୁଧବାର ସକାଳ ମହିଳା ଡାକ୍ତରାଣୀଙ୍କ ଶବ ଡୌକୀ ଥାନା…

ମାନସିକ ଚାପମୁକ୍ତ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

କରୋନା ସଙ୍କଟରେ ଅଧିକ ଲୋକ ମାନସିକ ଚାପ, ଅବସାଦ ରୋଗରେ ଜୀବନ ଅତିବାହିତ କରୁଛନ୍ତି । ଚାକିରୀ ପାଇଁ ହେଉ ବ ଟଙ୍କା ପାଇଁ, ଲୋକଙ୍କ ଉପରେ ଚାପ କେବେ କମ ହୁଅନି। ଯଦି ଆପଣ ସୁସ୍ଥ ଜୀବନଶୈଳୀ ସହ ମାନସିକ ଶାନ୍ତି ପାଇବାକୁ…

ଖୁସି ଖବର: ରାଜ୍ୟରେ ଆଜି ୧୬୨୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୯/୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୧୬୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୬୯୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

କଟକ ସହରରୁ ଆଜି ୧୬୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯ା୮(ଓଡ଼ିଶା ଭାସ୍କର): ଆଜି କଟକ ଜିଲ୍ଲାରୁ ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କଟକ ସହରରୁ ୧୬୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…

ଓଏସଆଇସି ଅଧ୍ୟକ୍ଷ ଚିନ୍ମୟଙ୍କୁ କରୋନା

ଭୁବନେଶ୍ୱର, ୧୯ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କରୋନାରୁ ଫିଲ୍ମ ଷ୍ଟାରଠାରୁ ଆରମ୍ଭ କରି ନେତା ମନ୍ତ୍ରୀ ମଧ୍ୟ ବାଦ ପଡ଼ୁ ନାହାନ୍ତି । ଏହାରି…