fbpx
BJD SKY
BJD SKY
Browsing Category

ବାଣିଜ୍ୟ

ସେୟାର ବଜାର ପାଇଁ ଭୟାନକ ପରିସ୍ଥିତି, ଖସିଲା ସେନସେକ୍ସ ଓ ନିଫ୍ଟ

ନୂଆଦିଲ୍ଲୀ,୧୯ ।୩: କରୋନା ଭାଇରସ୍ କାରଣରୁ ଭାରତୀୟ ସେୟାର ବଜାରରେ ଲଗାତାର ହ୍ରାସ ଜାରି ରହିଛି । ପ୍ରାରମ୍ଭିକ ବ୍ୟବସାୟରେ ସେନସେକ୍ସ ୧୬୦୦ ପଏଣ୍ଟ ହ୍ରାସ ପାଇଥିବା ବେଳେ ନିଫ୍ଟି ୩୦୦ ପଏଣ୍ଟରୁ ଅଧିକ ହ୍ରାସ ପାଇଛି ।…

ସ୍ୱାଭାବିକ ହେଲା ୟେସ୍ ବ୍ୟାଙ୍କ

ନୂଆଦିଲ୍ଲୀ,୧୮ ।୩: ସ୍ୱାଭାବିକ ହେଲା ୟେସ୍ ବ୍ୟାଙ୍କର ବ୍ୟାଙ୍କିଂ ସେବା । ମାର୍ଚ୍ଚ ୫ରୁ ୟେସ୍ ବ୍ୟାଙ୍କ ଉପରେ ଲାଗିଥିଲା କଟକଣା । ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଥିବାରୁ ୟେସ୍ ବ୍ୟାଙ୍କ ଉପରେ କଟକଣା ଲଗାଇଥିଲା…

କରୋନା ସଙ୍କଟ ମଧ୍ୟରେ ପ୍ରତ୍ୟେକ କର୍ମଚାରୀଙ୍କୁ ୭୪ ହଜାର ବୋନସ୍ ଦେଉଛି ଏହି କମ୍ପାନୀ

କରୋନା ଭାଇରସ୍ ସଙ୍କଟ ଯୋଗୁଁ ବହୁ କମ୍ପାନୀ ନିଜ କର୍ମଚାରୀଙ୍କୁ ଘରୁ କାମ କରିବାକୁ କହୁଛନ୍ତି । ସେହିଭଳି ଫେସବୁକ ମଧ୍ୟ ଘରୁ କାମ କରୁଥିବା ନିଜର ସମସ୍ତ କର୍ମଚାରୀଙ୍କୁ ସାହାର୍ଯ୍ୟ ପାଇଁ ୭୪,୦୦୦ ଟଙ୍କା ବୋନସ୍ ଦେବ ।…

ବଡ ଖବର ! ୩ ଟଙ୍କା ମହଙ୍ଗା ହେବ ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୧୪ ।୩: ପେଟ୍ରୋଲ-ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଓ ରୋଡ୍ ସେସ୍ ବୃଦ୍ଧି କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ପରେ ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ ଲିଟର ପିଛା ୩ ଟଙ୍କା ବୃଦ୍ଧି…

ୟେସ୍ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଅର୍ଥମନ୍ତ୍ରୀ କହିଛନ୍ତି-ଏହି ଦିନ ହଟିଯିବ ସମସ୍ତ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩ ।୩: କେନ୍ଦ୍ର କ୍ୟାବିନେଟ୍ ବୈଠକ ଶେଷ ହେବା ପରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି । କ୍ୟାବିନେଟ୍ ୟେସ୍ ବ୍ୟାଙ୍କର ପୁନଃନିର୍ମାଣ ଯୋଜନାକୁ ମଞ୍ଜୁରୀ…

କେନ୍ଦ୍ର କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ସରକାରଙ୍କ ବଡ ଘୋଷଣା । ବଢିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ?

ନୂଆଦିଲ୍ଲୀ,୧୩ ।୩: କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ସିଏନବିସି ଆୱାଜ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ସଙ୍କଟ ଦେଇ ଗତି କରୁଥିବା ୟେସ୍ ବ୍ୟାଙ୍କର ପୁନଃ ନିର୍ମାଣ…