Browsing Category
ଶିକ୍ଷା
ଯୁକ୍ତ ୨ ପରୀକ୍ଷା ମୂଲ୍ୟାୟନ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ପ୍ରତିକ୍ରିୟା, ଗଠନ ହେବ ସ୍ୱତନ୍ତ୍ର ବିଶେଷଜ୍ଞ କମିଟି
ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଯୁକ୍ତ ୨ ପରୀକ୍ଷା ମୁଲ୍ୟାୟନ ନେଇ ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ମୂଲ୍ୟାୟନ ନେଇ ୧୫ ଦିନ ଭିତରେ ବିଶିଷ୍ଟ ଶିକ୍ଷାବିତ ଓ…
ବିଶ୍ୱ ବ୍ୟାଙ୍କରେ ଅବସ୍ଥାପିତ ହେଲେ ଗ୍ଲୋବାଲ୍ ଟିଚର୍ ଆୱାର୍ଡ ବିଜେତା ରଞ୍ଜିତସିନ୍ ଜିଜେଲ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଶ୍ୱସ୍ତରରେ ପୁଣି ଜଣେ ଭାରତୀୟ ବଡ଼ ପଦବୀରେ ଅସ୍ଥାପିତ ହୋଇଛନ୍ତି । ଯୁବକ ଜଣଙ୍କ ହେଉଛନ୍ତି ମହାରାଷ୍ଟ୍ରର ରଞ୍ଜିତସିନ୍ ଡିଜେଲ୍। ସେ ପୂର୍ବରୁ ଗ୍ଲୋବାଲ୍ ଟିଚର୍ ଆୱାର୍ଡ ପାଇ ଭାରତ ପାଇଁ…
ଦିଲ୍ଲୀ ୟୁନିଭର୍ସିଟି ଆରମ୍ଭ କରିବ ଅଣ୍ଡର୍ ଗ୍ରାଜୁଏଟ୍ ପାଇଁ ପଞ୍ଜୀକରଣ, ଜାଣନ୍ତୁ କେବେଠାରୁ…
ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ରେ ଖୁବ୍ ଶୀଘ୍ର ଅଣ୍ଡର୍ ଗ୍ରାଜୁଏଟ୍ ଆଡମିସନ୍ ପାଇଁ ରେଜିଷ୍ଟ୍ରେସନ୍ ପ୍ରକ୍ରିୟା ଆରମ୍ଭ ହେବ । ବିଭାଗୀୟ ଚେୟାରମ୍ୟାନ୍ ରାଜୀବ ଗୁପ୍ତା କହିଛନ୍ତି ଯେ ଜୁଲାଇ ୧୫ ସୁଦ୍ଧା…
ପ୍ରଧାନମନ୍ତ୍ରୀଙ୍କ ବୈଠକରେ ବଡ ନିଷ୍ପତ୍ତି: ରଦ୍ଦ ହେଲା CBSE ଦ୍ୱାଦଶ ପରୀକ୍ଷା
ନୂଆଦିଲ୍ଲୀ: ଦେଶବ୍ୟାପୀ ବାତିଲ ହୋଇଛି ସିବିଏସଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା । କୋଭିଡ ସ୍ଥିତିକୁ ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ତେବେ କରୋନା କାଳରେ…
ଅନଲାଇନ୍ କ୍ଲାସରେ ସହ ହୋମୱାର୍କର ଚାପ; ବିରକ୍ତ ହୋଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟରେ ଅଭିଯୋଗ କଲେ କୁନି ଝିଅ, ଭିଡିଓ ସୋସିଆଲ ମିଡ଼ିଆରେ…
ନୂଆଦିଳ୍ଲୀ (ଓଡ଼ିଶା ଭାସ୍କର): ଭାରତରେ କରୋନା ଦ୍ବିତୀୟ ଲହରୀ ଆତଙ୍କ ଖେଳାଇଛି। ଭୟର ବାତାବରଣ ମଧ୍ୟରେ ଦେଶବାସୀ ଗୃହବନ୍ଦୀ ଜୀବନ ବିତାଉଛନ୍ତି। ଏଥି ମଧ୍ୟରେ ବିଭିନ୍ନ ରାଜ୍ୟରେ ଲକ୍ଡାଉନ୍ ସଟ୍ଡାଉନ୍ ଓ ନାଇଟ୍…
ଓଡିଶାରେ ଜୁନ୍ ପହିଲାରୁ ଖୋଲିବ କଲେଜ
ଭୁବନେଶ୍ୱର(ଓଡିଶା ଭାସ୍କର): କରୋନା କାଳ ମଧ୍ୟରେ ସରିଛି ଖରାଦିନ ଛୁଟି । ଜୁନ୍ ପହିଲାରୁ ବିଶ୍ୱବିଦ୍ୟାଳୟ ଓ କଲେଜ ଖୋଲିବାକୁ ଯାଉଛି । ତେବେ ମେ’ ୩୧ ତାରିଖ ଯାଏ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଖରାଦିନ ଛୁଟି ଘୋଷଣା…
୩୦ ମିନିଟରେ ହେବ CBSE ଦ୍ୱାଦଶ ପରୀକ୍ଷା, ୧ ଜୁନରେ ତାରିଖ ଘୋଷଣା କରିବେ ଶିକ୍ଷାମନ୍ତ୍ରୀ!
ନୂଆଦିଲ୍ଲୀ: CBSE ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ନେଇ ଜୁନ୍ ୧ ରେ ହୋଇପାରେ ବଡ ଘୋଷଣା । ସୂତ୍ର ଅନୁସାରେ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୋର୍ଡ ପରୀକ୍ଷାର ତାରିଖ ଘୋଷଣା କରିପାରନ୍ତି । ଏହା ବ୍ୟତିତ…
କରୋନା ପାଇଁ ପରବର୍ତ୍ତୀ ଘୋଷଣା ଯାଏଁ ଜେଇଇ ଆଡଭାନ୍ସ ସ୍ଥଗିତ
ନୂଆଦିଲ୍ଲୀ: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ଖଡ଼ଗପୁର ପକ୍ଷରୁ ଜେଇଇ ଆଡଭାନ୍ସ ୨୦୨୧କୁ ସ୍ଥଗିତ ରଖାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ଘୋଷଣା ଯାଏଁ ଏହି ଏଣ୍ଟ୍ରାନ୍ସ ଏକଜାମ…
ଆଗେ ଟିକା, ତା ପରେ ଯାଇ ସିବିଏସଇ ପରୀକ୍ଷା: କେନ୍ଦ୍ର ସରକାରଙ୍କୁ ଦିଲ୍ଲୀ-ମଧ୍ୟ ପ୍ରଦେଶ ସମେତ ଅନେକ ରାଜ୍ୟର ଦାବି
ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କେବଳ ୧୯ ପ୍ରମୁଖ ବିଷୟକୁ ନେଇ ସିବିଏସଇର ଦ୍ୱାଦଶ ବୋର୍ଡ ପରୀକ୍ଷା କରାଇବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି । ପରୀକ୍ଷା କରାଯିବ କି…
ଜୁନ୍ ପହିଲା ସୁଦ୍ଧା ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି
ନୂଆଦିଲ୍ଲୀ,(ଓଡ଼ିଶା ଭାସ୍କର): କରୋନା ସଂକ୍ରମଣ ସମୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସର୍ବ ଭାରତୀୟ ପରୀକ୍ଷା ତଥା ବିଭିନ୍ନ ରାଜ୍ୟର ଯୁକ୍ତ ୨ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ତେବେ ଆଗାମୀ ଦିନରେ…