Browsing Category
ଶିକ୍ଷା
ଘୋଷଣା ହେଲା NEET (PG)ର ପ୍ରବେଶିକା ତାରିଖ; ଜାଣନ୍ତୁ କେବେ ହେବ ପରୀକ୍ଷା ?
ନୂଆଦିଲ୍ଲୀ:ନିଟ୍ ପିଜି ପରୀକ୍ଷା ସେପ୍ଟେମ୍ବର ୧୧ ତାରିଖରେ ହେବ । ଏନେଇ ନବନିଯୁକ୍ତ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି । ତେବେ ଦେଶର ମେଡିକାଲ କଲେଜରେ ପିଜି…
୧୦ମ ପାସ୍ ପିଲାଙ୍କୁ ଆଶ୍ୱସ୍ତି ! +୨ ସିଟ୍ ବଢ଼ାଇବା ପାଇଁ ମିଳିଲା ଅନୁମତି
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚଳିତବର୍ଷ ମାଟ୍ରିକ ପାସ୍ ହାର ୯୭.୮୯ ପ୍ରତିଶତ ଥିବା ବେଳେ +୨ ସିଟକୁ ନେଇ ଚିନ୍ତା ବଢ଼ିଛି । +୨ ସିଟ୍ ଠାରୁ ଅଧିକ ସଂଖ୍ୟାରେ ପିଲା ମାଟ୍ରିକ ପାସ୍ କରିବା ପ୍ରସଙ୍ଗରେ ପିଲାଙ୍କ ପାଇଁ…
ମାଟ୍ରିକ ଅଫଲାଇନ୍ ପରୀକ୍ଷାର୍ଥୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପ୍ରଥମଥର ପାଇଁ ଚଳିତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ରେଜଲ୍ଟ ବାହାରିଥିଲା । ମୂଲ୍ୟାୟନ ହୋଇଥିଲା ଭିନ୍ନ ଉପାୟରେ ଓ ଏହି ବିକଳ୍ପ ଉପାୟରେ ଫଳ ପ୍ରକାଶ ପାଇବାରେ ବିଭିନ୍ନ ସ୍ଥାନରେ…
ସିବିଏସଇ ପରୀକ୍ଷାର୍ଥୀଙ୍କ ପାଇଁ ବଢ଼ିଆ ଖବର, କମିଲା ସିଲାବସ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସିବିଏସଇ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଢ଼ିଆ ଖବର । ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସିଲାବସକୁ ହ୍ରାସ କଲା ବୋର୍ଡ । ଖାଲି ସେତିକି ନୁହେଁ ଅନ୍ୟ ସିଲାବସ୍ ମଧ୍ୟ କମାଇଛି କାଉନସିଲ ଫର ଦି…
ପୁଣିଥରେ ଘୁଞ୍ଚିଲା OJEE ଆବେଦନ; ଜାଣନ୍ତୁ କେବେ ରହିଛି ଶେଷତାରିଖ
ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଓଜେଇଇ ୨୦୨୧ ପାଇଁ ପୁଣି ଥରେ ଫର୍ମ ପୂରଣ ଅବଧି ବଢିଛି । ବିଟେକ୍ ବ୍ୟତିତ ଅନ୍ୟ ସମସ୍ତ ପାଠ୍ୟକ୍ରମ ପାଇଁ ଅନଲାଇନ ଆବେଦନର ତାରିଖ ଘୋଷଣା କରାଯାଇଛି । ଅନଲାଇନ ଆବେଦନ ପାଇଁ ଶେଷ ତାରିଖ…
ଘୋଷଣା ହେଲା ନିଟ୍ ପ୍ରବେଶିକା ତାରିଖ; ଜାଣନ୍ତୁ କେବେ ହେବ ପରୀକ୍ଷା
ଭୁବନେଶ୍ୱର (ଓଡ଼ିଶା ଭାସ୍କର): କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ସୋମବାର ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ ପାଇଁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ନିଟ୍ ପରୀକ୍ଷା ହେବ ବୋଲି…
ଆନ୍ଦୋଳନ ପରେ ବିଏଡ୍ ତାଲିମଧାରୀଙ୍କୁ ମିଳିଲା ସୁଯୋଗ, ବଢ଼ିଲା ଆବେଦନର ସମୟସୀମା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ଆବେଦନ ସମୟସୀମା ବୃଦ୍ଧି କରାଯାଇଛି । ପୂର୍ବରୁ ଆବେଦନର ସମୟ ସୀମା ଜୁଲାଇ ମାସ ୧୩ ତାରିଖ ଥିବାବେଳେ ଏବେ ତାହା…
ଧର୍ମେନ୍ଦ୍ରଙ୍କ ପ୍ରମୋସନ ନା ଡିମୋସନ୍?
ସବୁ କଳ୍ପନାଜଳ୍ପନା ପରେ କେନ୍ଦ୍ରରେ ନରେନ୍ଦ୍ର ମୋଦୀ ସରକାରର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରିତ ହୋଇଛି । ୪୩ ନୂତନ ମନ୍ତ୍ରୀଙ୍କୁ ମନ୍ତ୍ରୀ ପରିଷଦରେ ସାମିଲ କରାଯାଇଛି । ଏଥିରେ ୩୫ ନୂଆ…
ଅଗଷ୍ଟ ୨ରୁ ରମାଦେବୀ ବିଶ୍ୱବିଦ୍ୟାଳୟ ୟୁଜି ଶେଷ ସେମିଷ୍ଟର୍ ପରୀକ୍ଷା
ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସ୍ନାତକ(ୟୁଜି) ଶେଷବର୍ଷ ଶେଷ ସେମିଷ୍ଟର୍ ପରୀକ୍ଷା ଅଗଷ୍ଟ ୨ରୁ ଆରମ୍ଭ ହେବ । ଯାହା ୧୧ ତାରିଖରେ ସରିବ ।
ସେହିପରି ପ୍ରାକ୍ଟିକାଲ୍ ପରୀକ୍ଷା…
ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲେ ବିଏଡ୍ ଛାତ୍ରଛାତ୍ରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ କଲେ ରାଜ୍ୟର ବିଏଡ୍ ଛାତ୍ରଛାତ୍ରୀ । ଓଏସଏସଟିଇଟି, କଣ୍ଟ୍ରାକ୍ଟ ଟିଚର ଏବଂ ବିଏଡର ନିୟମାବଳୀରେ ସମନ୍ୱୟ ରହୁନି । ଫଳରେ ୨୦୧୮ ପରଠାରୁ ଯେଉଁ…