Browsing Category

ଶିକ୍ଷା

ଜେଇଇ ଆଡଭାନ୍ସଡ ପରୀକ୍ଷା ତାରିଖ ଘୋଷଣା; ଜାଣନ୍ତୁ କେବେ

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜେଇଇ ଆଡଭାନ୍ସଡ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି । ଟ୍ୱିଟ କରି ଶିକ୍ଷାମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ସମସ୍ତ କୋଭିଡ କଟକଣା ସହିତ…

ପୁଣିଥରେ ବଢ଼ିଲା OJEE ଅବଧି; ଜାଣନ୍ତୁ କେବେ ହେବ ପରୀକ୍ଷା

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ପକ୍ଷରୁ ଓଜେଇଇ ୨୦୨୧ର ଅବଧି ପୁନର୍ବାର ବୃଦ୍ଧି କରାଯାଇଛି । ବି ଟେକ୍ ବ୍ୟତିତ ଅନ୍ୟ ସମସ୍ତ କୋର୍ସ ପାଇଁ ଫର୍ମ ପୂରଣ ଅବଧି ଜୁଲାଇ ୩୦ ଯାଏଁ ବଢାଇ ଦିଆଯାଇଛି ।…

ଆସନ୍ତାକାଲି ଖୋଲିବ ସ୍କୁଲ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଆସନ୍ତାକାଲି କାଲି ସ୍କୁଲ ଖୋଲିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ତେବେ ଯେଉଁ ପିଲାମାନେ ସ୍କୁଲକୁ ନ…

ଅଗଷ୍ଟ ୧୧ରେ ନବୋଦୟ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ମାସ ୧୧ ତାରିଖରେ ନବୋଦୟ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଜବାହର ନବୋଦୟ ବିଦ୍ୟାଳୟର ଷଷ୍ଠ ଶ୍ରେଣୀରେ ନାମ ଲେଖାଇବା ପାଇଁ ସମଗ୍ର ଦେଶରେ ମୋଟ ୧୧ ହଜାର ୧୮୨ଟି କେନ୍ଦ୍ର ପ୍ରତିଷ୍ଠା…

ଆଜି ପ୍ରକାଶ ପାଇବ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍): କାଉନ୍‌ସିଲ୍‌ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେସନ୍‌ ଏକ୍‌ଜାମିନେସନ୍‌ (ସିଆଇଏସ୍‌ସିଇ) ପକ୍ଷରୁ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶନିବାର ଅପରାହ୍‌ଣ…

ବର୍ଷାରେ ଭିଜି ଭିଜି ବିକ୍ଷୋଭ କଲେ ଡିଇଏଲ୍‌ଇଡି ଛାତ୍ରଛାତ୍ରୀ, ଘେରିଲେ ନବୀନ ନିବାସ  

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଡିଇଏଲ୍‌ଇଡି ଶେଷବର୍ଷ ପରୀକ୍ଷା ଓ ଫଳ ପ୍ରକାଶନ ଅଗଷ୍ଟ ମାସ ମଧ୍ୟରେ ଶେଷ କରିବା ପାଇଁ ଜୁଲାଇ ୨୫ ସୁଦ୍ଧା ଘୋଷଣା କରାଯାଉ। ଏଭଳି ଦାବିରେ ସାରା ରାଜ୍ୟର ଡିଇଏଲ୍‌ଇଡି ଛାତ୍ରଛାତ୍ରୀ…

କାଲି ବାହାରିବ ICSE ଦଶମ ଓ ISC ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ: କରୋନା କାଳ ମଧ୍ୟରେ ଆସନ୍ତାକାଲି ପ୍ରକାଶ ପାଇବାକୁ ଯାଉଛି ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ରେଜଲ୍ଟ । କାଲି ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବାର ସୂଚନା ରହିଛି । ତେବେ ଚଳିତବର୍ଷ ଆଇସିଏସଇ ଓ…

ବିପିୟୁଟି ଘୋଷଣା କଲା ନୂତନ ପରୀକ୍ଷା ତାରିଖ; ଜାଣନ୍ତୁ କେବେ

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ଗୁରୁବାର ବିପିୟୁଟି ପକ୍ଷରୁ ଅନଲାଇନ ପରୀକ୍ଷା ପାଇଁ ନୂତନ ତାରିଖ ଘୋଷଣା କରାଯାଇଛି । ଜୁଲାଇ ୧୬ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ଜୁଲାଇ ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଏହି…

ବି. ଟେକ୍ ପ।ଇଁ ସ୍ପେଶାଲ ଓଜେଇଇ; ଜାଣନ୍ତୁ ଫି ଦାଖଲର ଶେଷ ତାରିଖ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ବି ଟେକ୍ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରକାଶ ପାଇଛି ଓଜେଇଇର ସ୍ୱତନ୍ତ୍ର ବିଜ୍ଞପ୍ତି । ବି ଟେକ୍ ଆଡମିଶନ ପାଇଁ ଗୁରୁବାର ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁଯାୟୀ ଓଜେଇଇ…

ଶିକ୍ଷକଙ୍କୁ ମିଳିବ ଅଗ୍ରାଧିକାର ଭିତ୍ତିରେ ଟିକା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଶିକ୍ଷକଙ୍କୁ ଅଗ୍ରାଧିକାରରେ ଟୀକା ଦେବାକୁ ଆମେ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରିଛୁ । ପ୍ରଥମରୁ ଡ଼ି ଇ ଓ ମାନଙ୍କ ବୈଠକରେ ଏ ସମର୍କରେ କୁହାଯାଇଥିଲା । ପିଲାଙ୍କ ସ୍ୱାସ୍ଥ୍ୟ ଆମ ପାଇଁ…