Browsing Category
City News
ରଜରେ ଭିଜିବ ଓଡ଼ିଶା, ଆଗାମୀ 7 ଦିନ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ବର: ଏଥର ରଜରେ ଭିଜିବ ସାରା ଓଡ଼ିଶା । 14ରୁ 16 ମଧ୍ୟରେ ଲଘୁଚାପ ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । 14 ରୁ 16 ଜୁନ ମଧ୍ୟରେ ଉତ୍ତର ବଙ୍ଗୋପ ସାଗରେ ଲଘୁଚାପର ସମ୍ଭାବନା ରହିଛି ।…
ପାର୍ଟ ପ୍ଲଟ୍ ବିକ୍ରି ପାଇଁ ଖୋଲିଲା ବାଟ, ଥରକେ ବିକ୍ରି କରିହେବ 5ଶହ ବର୍ଗମିଟର
ଭୁବନେଶ୍ବର: ଆସିଲା ODA(ପ୍ଲାନିଙ୍ଗ ଆଣ୍ଡ ବିଲ୍ଡିଂ ଷ୍ଟାଣ୍ଡାର୍ଡ)2ୟ ସୟଶୋଧନ ରୁଲ୍ । ପାର୍ଟ ପ୍ଲଟ୍ ବିକ୍ରି ବାଟ ଖୋଲିଲା । ଥରକେ 5ଶହ ବର୍ଗମିଟର କରିହେବ ବିକ୍ରି । ବିନା ଅନୁମୋଦନରେ 5 ଶହ ବର୍ଗମିଟର ଥରକେ ବିକ୍ରି…
ଧର୍ମଗଡ଼ ଉପଜିଲ୍ଲାପାଳ ଲାଞ୍ଚ ନେବା ଘଟଣା, ଭିଜିଲାନ୍ସ ଗିରଫ ପରେ ନିଲମ୍ବନ କଲେ ସରକାର
ଭବାନୀପାଟଣା: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ନିଲମ୍ବିତ । ଭିଜିଲାନ୍ସ ଗିରଫ ପରେ ନିଲମ୍ବନ କଲେ ସରକାର । ଫାଇଲରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ପରେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା । 10 ଲକ୍ଷ ଟଙ୍କା ଲାଞ୍ଚ…
ରାତି ପାହିଲେ ସ୍ନାନ ପୂର୍ଣ୍ଣିମା, ଆଜିଠୁ ଜନସମୁଦ୍ର ପାଲଟିଲା ପୁରୀ
ପୁରୀ: ରାତି ପାହିଲେ ସ୍ନାନ ପୂର୍ଣ୍ଣିମା, ଆଜି ସଂନ୍ଧ୍ୟାରୁ ପୁରୀରେ ଟ୍ରାଫିକ୍ ଜାମ୍ । ଫଳରେ ରାସ୍ତାରେ ଅଟକି ରହିଲା ଶହ ଶହ ଗାଡ଼ି । ଏନେଇ ପୁରୀ ବାସିନ୍ଦା ଓ ଶ୍ରଦ୍ଧାଳୁଙ୍କ ଯାତାୟାତରେ ସମସ୍ଯା ହେଉଥିବା ଦେଖିବାକୁ…
ଶ୍ବଶୁରଙ୍କୁ ବଞ୍ଚାଇବାକୁ ଯାଇ ବୋହୂର ମୃତ୍ୟୁ; ଗୁରୁତର ଅବସ୍ଥାରେ ଶଶୁର ଓ ଶାଶୂ ମେଡିକାଲରେ ଭର୍ତ୍ତି
ଗଞ୍ଜାମ: ଶ୍ବଶୁରଙ୍କୁ ବଞ୍ଚାଇବାକୁ ଯାଇ ବୋହୂର ମୃତ୍ୟୁ । ଗୁରୁତର ଅବସ୍ଥାରେ ଶଶୁର ଓ ଶାଶୂ ମେଡିକାଲରେ ଭର୍ତ୍ତି । ଗଞ୍ଜାମ ପୋଲସରା ଥାନା ମାଳତେନ୍ତୁଳିଆ ନୁଆଁସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ସୂଚନା…
ପ୍ରକାଶ ପାଇଲା OJEE ରେଜଲ୍ଟ, ଫଳାଫଳ ପୁସ୍ତିକା ଉନ୍ମୋଚନ କଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ
ଭୁବନେଶ୍ବର: ପ୍ରକାଶ ପାଇଲା OJEE-2025 ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-2025 ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍ସାଇଟ୍ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍ କାର୍ଡ…
ଜଗନ୍ନାଥ ସଂସ୍କୃତି ଉପରେ ପ୍ରତିଷ୍ଠା ହେବ ଗବେଷଣା କେନ୍ଦ୍ର: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ପୁରୀ: ଜଗନ୍ନାଥ ସଂସ୍କୃତି ଉପରେ ପ୍ରତିଷ୍ଠା ହେବ ଗବେଷଣା କେନ୍ଦ୍ର । ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । 3 ଲକ୍ଷ ବର୍ଗଫୁଟ ଅଞ୍ଚଳରେ ହେବ ଅନ୍ତର୍ଯ୍ୟାତୀୟସ୍ତରର ବ୍ୟାଖ୍ୟାନ କେନ୍ଦ୍ର ।
ରଥଯାତ୍ରା…
ରଥ ଉପରକୁ ମୋବାଇଲ ନେଇ ଯାଇପାରିବେନି ସେବାୟତ: ଆଇନ ମନ୍ତ୍ରୀଙ୍କ ସୂଚନା
ଭୁବନେଶ୍ବର: ସ୍ନାନପୂର୍ଣ୍ଣିମା ପାଇଁ ପୁରୀରେ ପ୍ରସ୍ତୁତି ଜେରଦାର ଚାଲିଛି । ଏହି ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ, “ରୀତିନୀତି ଦୃଷ୍ଟିରୁ ସବୁ ଠିକ ଅଛି ।…
ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ ନାଁ ଦେବା ପ୍ରସଙ୍ଗ, ମୋହନ ସରକାରଙ୍କ ଚିଠିର ଉତ୍ତର ଦେଲେନି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଦିନକ ପରେ ରାଜ୍ୟରେ ନୂଆ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ କରିବେ । ଏହା ପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ ଆଜି ରାଜ୍ୟବାସୀଙ୍କୁ ବର୍ଷକର ରିପୋର୍ଟ କାର୍ଡ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।…
ନନ୍ଦନକାନନକୁ ଆସିଲେ ନୂଆ ଅତିଥି, ଦ୍ବିତୀୟ ଥର ପାଇଁ ମାଆ ହେଲା ବାଘୁଣୀ ମୌସୁମୀ
ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସିର ଖବର । ଦ୍ବିତୀୟ ଥର ପାଇଁ ମାଆ ହେଲା ବାଘୁଣୀ ମୌସୁମୀ । ଧଳା ବାଘୁଣୀ ମୌସୁମୀ ଜନ୍ମ ଦେଲା 2 ଶାବକ । ଯାହାକୁ ମିଶାଇ ନନ୍ଦନକାନନରେ ବାଘ ସଂଖ୍ୟା 29କୁ ବୃଦ୍ଧି ପାଇଛି…