fbpx
Browsing Category

କରୋନା

୨୦୦ ବେଡର କୋଭିଡ ହସ୍ପିଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଏହାର ମୁକାବିଲା ପାଇଁ ଆଂଶିକ ଲକଡାଉନ୍ ଜାରି ହୋଇଛି । ଏହାରି ମଧ୍ୟରେ ଭବାନୀପାଟଣାରେ ୨୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ…

ଖୁସି ଖବର: ଓଡ଼ିଶାରୁ ଆଜି ୫ ହଜାର ୨୮୧ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୫ ହଜାର ୨୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା…

ଲକଡାଉନକୁ ସମ୍ପୂର୍ଣ୍ଣ ରୂପେ ହଟାଇଲେ ତେଲଙ୍ଗାନା ସରକାର

ହାଇଦ୍ରାବାଦ: ଅନେକ ଦିନର ବ୍ୟବଧାନ ପରେ ଲକଡାଉନକୁ ସମ୍ପୂର୍ଣ୍ଣ ରୂପେ ହଟାଇଛନ୍ତି ତେଲେଙ୍ଗାନା ସରକାର | କୋଭିଡର ଦ୍ଵିତୀୟ ଲହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ହୋଇଥିବା ବେଳେ ଏହାକୁ ନଜରରେ ରଖି ତେଲେଙ୍ଗାନା…

ସାବରମତୀ ନଦୀରେ କରୋନା ଭାଇରସ୍ ଚିହ୍ନଟ ପରେ ମିଳିଲା ଅନେକ ସଂଖ୍ୟାରେ ମୃତ ମାଛ, ଲୋକେ ଭୟଭୀତ

ଅହମଦାବାଦ୍: ସାବରମତୀ ନଦୀର ପାଣିରେ କିଛି ଦିନ ହେବ କରୋନା ଭାଇରସ୍ ଚିହ୍ନଟ ହେବା ପରେ ନଦୀରେ ମୃତ ମାଛଙ୍କ ସଂଖ୍ରା ବଢ଼ିଚାଲିଛି । ଯାହାପରେ ଲୋକ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଛି । ହେଲେ ମାଛ ମାନଙ୍କ ମରିବାର…

ଆଗାମୀ ୬ରୁ ୮ ସପ୍ତାହ ମଧ୍ୟରେ ଆସିପାରେ କରୋନାର ତୃତୀୟ ଲହର: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ : କରୋନାର ଦ୍ୱିତୀୟ ଲହରର ପ୍ରକୋପ ଏବେବି ଜାରି ରହିଥିବା ବେଳେ ତୃତୀୟ ଲହରକୁ ନେଇ ଆତଙ୍କ ସୃଷ୍ଟି ହୋଇଛି । ଦେଶରେ ଆଗାମୀ ୬ରୁ ୮ ସପ୍ତାହ ମଧ୍ୟରେ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଏନେଇ ଏମ୍ସ…

ଦେଶରେ କମୁଛି କରୋନାର ପ୍ରଭାବ: ଆଜି ୧୬୪୭ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…

‘କରୋନାଜନିତ ମୃତ୍ୟୁକୁ ନେଇ ଶ୍ୱେତପତ୍ର ପ୍ରକାଶ କରନ୍ତୁ ସରକାର’

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ମୃତ୍ୟୁକୁ ନେଇ ବିଜେପି ବିଧାୟକ ମୋହନ ମାଝୀ ପ୍ରେସମିଟ୍ ଜରିଆରେ ମତ ରଖିଛନ୍ତି । ସେ ଏଥିରେ କରୋନାଜନିତ ମୃତ୍ୟୁ ରିପୋର୍ଟକୁ ନେଇ ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି ଯେ,…

IAS ଅଧିକାରୀ ଗୁରୁପ୍ରସାଦ ମହାପାତ୍ରଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେନ୍ଦ୍ର ଶିଳ୍ପ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ପ୍ରୋତ୍ସାହନ ବିଭାଗ ସଚିବ ଗୁରୁପ୍ରସାଦ ମହାପାତ୍ରଙ୍କ କରୋନାରେ ଦେହାନ୍ତ ଘଟିଛି । କିଛିଦିନ ପୂର୍ବରୁ ସେ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର…

ଏହି ୫ଟି ଦେଶକୁ ଆଜି ବି ଛୁଇଁ ପାରୁନି କରୋନା: ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ: କରୋନା ପାଇଁ ଆଜି ସମଗ୍ର ବିଶ୍ୱର ଅବସ୍ଥା ଶୋଚନୀୟ ହୋଇ ପଡ଼ିଛି । ତେବେ ଉତ୍ତମ ସ୍ୱାସ୍ଥ୍ୟ ଭିତ୍ତିଭୂମି ଥିବା ସତ୍ତ୍ୱେ ମଧ୍ୟ ଅନେକ ବିତ୍ତଶାଳୀ ରାଷ୍ଟ୍ର ଏହି ମହାମାରୀରେ ଆଣ୍ଠେଇ ପଡ଼ିଛନ୍ତି । ଆମେରିକା,…

ହଟିଲା ଆଶଙ୍କା: କରୋନାର ତୃତୀୟ ଲହରରେ ଛୋଟ ପିଲା ହେବେ ନାହିଁ ଆକ୍ରାନ୍ତ, ଆସିଲା ଏମ୍ସ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ରିପୋର୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବର୍ତ୍ତମାନ ଭାରତବର୍ଷରେ କରୋନାର ତୃତୀୟ ଲହର ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ଅସମୟରେ ଏମ୍ସ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ)ର ରିପୋର୍ଟକୁ ନେଇ କିଛିଟା ଆଶ୍ୱସ୍ତ୍ୟ ମିଳିଛି ।…