fbpx
Browsing Category

କରୋନା

ଅକ୍ସିଜେନ୍ ଅଭାବରୁ ପତ୍ନୀଙ୍କ ହୋଇଗଲା ମୃତ୍ୟୁ; ଶ୍ରଦ୍ଧାଞ୍ଜଳି ଜଣାଇ ସ୍ୱାମୀ କରୁଛନ୍ତି ଏହି ପ୍ରଶଂସନୀୟ କାମ, ପଢ଼ନ୍ତୁ ପୂରା ଖବର

ଅହମଦାବାଦ୍: ସ୍ୱାମୀ-ସ୍ତ୍ରୀ ମଧ୍ୟରେ ସଠିକ୍ ବୁଝାମଣା ଏବଂ ଦୁହିଁଙ୍କ ସମ୍ପର୍କରେ ସନ୍ତୁଳନ ରକ୍ଷା ହେବା ଦ୍ୱାରା ବୈବାହିକ ଜୀବନ ସୁନ୍ଦର ହୋଇଥାଏ । ଆଉ ଏହା ମଧ୍ୟରେ ଯଦି କାହାର ଅକାଳ ମୃତ୍ୟୁ ହୋଇଯାଏ ତାହେଲେ ସୁଖମୟ…

ଦେଶରେ କରୋନା ମୃତ୍ୟୁସଂଖ୍ୟାକୁ ନେଇ ବଡ ଖୁଲାସା! ବର୍ତ୍ତମାନ ସୁଦ୍ଧା ୫ରୁ ୭ ଗୁଣ ଅଧିକ ଜୀବନ ହରାଇଥିବା ଦାବି, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର…

ନୂଆଦିଲ୍ଲୀ: ଦେଶରେ କରୋନାର ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । କିନ୍ତୁ ସରକାରଙ୍କ ଦ୍ୱାରା ଦିଆଯାଉଥିବା ମୃତ୍ୟୁ ସଂଖ୍ୟା ଉପରେ ପ୍ରଶ୍ନ ଉଠୁଛି । ଅନ୍ତର୍ଜାତୀୟ ପତ୍ରିକା ‘ଦି…

କାଲିଠାରୁ ୬-୧୨ ବର୍ଷର ପିଲାମାନଙ୍କଠାରେ କୋଭାକ୍ସିନ୍ ଟ୍ରାଏଲ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି । ଏହାରି ମଧ୍ୟରେ କାଲିଠାରୁ ୬ରୁ ୧୨ ବର୍ଷୀୟ ପିଲାଙ୍କଠାରେ ଟିକା ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ଦିଲ୍ଲୀ ଏମ୍ସରେ ଶିଶୁଙ୍କଠାରେ କୋଭାକ୍ସିନ୍…

ଜୁନ୍ ୧୫ରୁ ଦେଶରେ ଉପଲବ୍ଧ ହେବ ‘Sputnik-V’ ଭ୍ୟାକ୍ସିନ୍

ନୂଆଦିଲ୍ଲୀ: ଆସନ୍ତା ଜୁନ୍ ୧୫ ତାରିଖରୁ ଦେଶରେ ଉପଲବ୍ଧ ହେବ ‘ସ୍ପୁଟନିକ୍-ଭି’ ଭ୍ୟାକ୍ସିନ୍ । ଦିଲ୍ଲୀର ଇନ୍ଦ୍ରପ୍ରସ୍ତ ଆପୋଲ ହସ୍ପିଟାଲରେ ଜନସାଧାରଣ ଆସନ୍ତାକାଲି ଠାରୁ ପାଇପାରିବେ ଋଷ୍ ନିର୍ମିତ ଭ୍ୟାକ୍ସିନ୍ ।…

ପ୍ରଥମ ଥର ପାଇଁ ଓଡ଼ିଶାରେ କାର୍ଯ୍ୟକ୍ଷମ ହେଲା ECMO ମେସିନ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ଦୂର ହୋଇଛି ରାଜ୍ୟବାସୀଙ୍କ ଦୁଃଖ । ଭୁବନେଶ୍ୱରର କିମ୍ସ ହସ୍ପିଟାଲରେ କାର୍ଯ୍ୟକ୍ଷମ ହୋଇଛି ରାଜ୍ୟର ପ୍ରଥମ ଏକଷ୍ଟ୍ରା କର୍ପୋରିୟଲ ମେମ୍ବ୍ରେନ୍ ଅକ୍ସିଜେନେସନ୍ (ଏକମୋ) ମେସିନ୍ ।…

ଦେଶରେ ଆଜି ୩୯୨୧ ଜଣଙ୍କ ମୃତ୍ୟୁ, ୭୦ ହଜାର ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୯୨୧ ଜଣଙ୍କ…

ରାଜ୍ୟରେ କମୁଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ୪୩୩୯ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ…

ରାଜ୍ୟରେ କମୁନି ମୃତ୍ୟୁସଂଖ୍ୟା: ଆଜି କରୋନାରେ ୪୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ସତେ ଯେମିତି କରୋନା ଘର କରି ନେଇଛି । ଯେତେ କଟକଣା ଲାଗୁ ହେଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ଗୋଟିଏ ପଟେ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୧୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୧୮ ହଜାର ୯୪୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୬୭ ଲକ୍ଷ ୨…

ଭାରତର ପୂର୍ବତନ ଅଲିମ୍ପିଆନ୍‌ ସୂରତ ସିଂ ମାଥୁରଙ୍କ ପରଲୋକ

ନୂଆଦିଲ୍ଲୀ,(ଓଡ଼ିଶା ଭାସ୍କର) : ଭାରତର ପୂର୍ବତନ ଅଲିମ୍ପିଆନ୍‌ ସୂରତ ସିଂ ମାଥୁରଙ୍କ ରବିବାର କରୋନାରେ ପରଲୋକ ଘଟିଛି । ସେ ଭାରତ ପାଇଁ ୧୯୫୨ ଏସିଆନ୍‌ ଗେମ୍ସରେ ବ୍ରୋଞ୍ଜ ପଦକ ହାସଲ କରିବା ସହ ୧୯୫୨ ଅଲିମ୍ପିକ୍‌ରେ…