fbpx
Browsing Category

କରୋନା

ଓଡ଼ିଶାରୁ ଆଜି ୪୪ ଜଣଙ୍କର ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ମୃତୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ…

ରାଜ୍ୟରେ ଆଜି ୬,୦୯୭ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୭.୭୬ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୭ ଲକ୍ଷ ୭୬ ହଜାର ୨୩୯ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୫୧ ଲକ୍ଷ ୫୬…

ଔଷଧ ଦୋକାନୀ ଓ କର୍ମଚାରୀ ନେବେ ଟିକା, ଜିଲ୍ଲାପାଳ ଓ ସମସ୍ତ କମିଶନରଙ୍କୁ ଚିଠି ଲେଖିଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର,(ଓଡ଼ିଶା ଭାସ୍କର): ଏବେ ରାଜ୍ୟର ସମସ୍ତ ଔଷଧ ଦୋକାନୀ ଏବଂ ସେଠାରେ କାମ କରୁଥିବା କର୍ମଚାରୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକାକରଣ କରାଯିବ । ଏନେଇ ବୁଧବାର ସ୍ୱାସ୍ଥ୍ୟ ବିଭାଗ ସଚିବ ପ୍ରଦୀପ୍ତ କୁମାର…

ଆର୍ଥିକ ସଙ୍କଟରେ ପଡ଼ି ‘ହନୁମାନ’ ବିକିଲେ ୨୨ ଲକ୍ଷର ବାଇକ୍

ଭୁବନେଶ୍ୱର: ସମଗ୍ର ବିଶ୍ୱରେ କରୋନା ଭାଇରସ ବ୍ୟାପିଛି । ଏହି ମହାମାରୀ ଲୋକଙ୍କୁ ନାହିଁ ନଥିବା ଦୁଃଖ ଦେଇଛି । ଲକଡାଉନ୍ ଯୋଗୁଁ ଲୋକଙ୍କର ଚାକିରି ଚାଲିଗଲା, ଯେଉଁ କାରଣରୁ ଅନେକ ରୋଜଗାର ହରାଇଛନ୍ତି । କୌଣସି ବି…

କୋଭିଡ୍ ପରିଚାଳନା ପାଇଁ ଆହୁରି ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କୋଭିଡ୍ ମହାମାରୀ ମୁକାବିଲା ପାଇଁ ରାଜ୍ୟ ସରକାର ପୂର୍ଣ୍ଣ ତତ୍ପରତା ପ୍ରକାଶ କରିଛନ୍ତି । କେବଳ ରାଜଧାନୀରେ ମହାମାରୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଅର୍ଥ ମଞ୍ଜୁର…

ପୁରୁଷଙ୍କ ଯୌନ ହରମୋନ୍ ହ୍ରାସ କରୁଛି କରୋନା ଭାଇରସ୍, ଜାଣନ୍ତୁ ଏନେଇ କ’ଣ କହୁଛି ଅଧ୍ୟୟନ

ଦେଶରେ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ଜାରି ରହିଛି । ପ୍ରାୟ ରାଜ୍ୟରେ କଟକଣା ଲାଗୁ ହେବା ପରେ ଏବେ ସଂକ୍ରମଣରେ ସୁଧାର ଆସିଥିବା ଦେଖାଯାଇଛି । ଆଗକୁ ତୃତୀୟ ଲହର ଆସିବା ନେଇ ସରକାର ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି ।…

ଟିକା ନେଲେ ମିଳିବ ବିୟର୍ ଓ ଗଞ୍ଜେଇ; ଜାଣନ୍ତୁ କେଉଁଠି…

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଶ୍ୱର ଏକ ପ୍ରଗତି ରାଷ୍ଟ୍ର କୁହାଯାଉଥିବା ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ ପ୍ରଥମେ ଦେଇଥିଲେ ଏକ ଅଫର୍- ଟିକା ନେଲେ ମାଗଣାରେ ମିଳିବ ବିୟର । ଏଭଳି ଘୋଷଣା କରିବା ପରେ ସାରା…

ସେପ୍ଟେମ୍ବରରେ ଆସିବ ତୃତୀୟ ଲହର! ଭୟ ନ କରି ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ସାମାନ୍ୟ ଶିଥିଳ ପଡ଼ିଥିବା ଦେଖିବାକୁ ମିଳିଛି । ତେବେ କଟକଣା ଲାଗୁ ହେବା ପରେ ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ ଏହାକୁ ହାଲୁକା…

ଦେଶରେ ଆଜି ୨୨୧୯ ଜଣଙ୍କ ମୃତ୍ୟୁ, ୯୨ ହଜାର ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୨୧୯ ଜଣଙ୍କ…