fbpx
Browsing Category

କରୋନା

ଆଉ ନାହାନ୍ତି ଯୁବ ସମାଜସେବୀ ସମ୍ବିତ୍ ନନ୍ଦ

କଟକ(ଓଡ଼ିଶା ଭାସ୍କର): ସବୁ ଉଦ୍ୟମ ବିଫଳ ହେଲା । ଶେଷରେ ଆଖିବୁଜି ଦେଲେ ସମ୍ବିତ୍ । ଲଙ୍ଗ୍ସ ସଂକ୍ରମଣ ହୋଇ କଟକର ଏକ ମେଡିକାଲ୍ ରେ ସେ ଭର୍ତ୍ତି ହୋଇଥିଲେ । ଏପରିକି ତାଙ୍କୁ ଉଚ୍ଚତମ ଚିକିତ୍ସା ସେବା ଯୋଗାଇ ଦେବାକୁ…

ମୋ’ ପୁଅର ଜୀବନ ରକ୍ଷାକର… ଗୁହାରୀ କଲେ ପୂର୍ବତନ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁଅ ପଡ଼ିଛି ଡାକ୍ତରଖାନା ବେଡ୍ ରେ । ଲଙ୍ଗ୍ସ ସଂକ୍ରମଣ ଜନିତ ସମସ୍ୟା ଯୋଗୁଁ ତାଙ୍କର ଶ୍ୱାସକ୍ରିୟାରେ ଉପୁ୍ଜିଛି ଗଭୀର ସମସ୍ୟା । ଶରୀରକୁ ଆବଶ୍ୟକ ଅମ୍ଳଜାନର ପ୍ରାକୃତିକ ପ୍ରକ୍ରିୟାରେ…

ବଢ଼ିଲା ଚିନ୍ତା: ବ୍ଲାକ୍ ଫଙ୍ଗସରେ ଆକ୍ରାନ୍ତ ହେଲା ଶିଶୁ

ଅହମ୍ମଦାବାଦ: ମହାମାରୀ କରୋନାରେ ଦେଶ କଲବଲ ହେଉଥିବାବେଳେ ସମ୍ପ୍ରତି ବ୍ଲାକ୍ ଫଙ୍ଗସ୍ ଚିନ୍ତା ବଢ଼ାଇ ଦେଲାଣି । ଦେଶର କେକେତ ରାଜ୍ୟରେ ଏହି ସଂକ୍ରମଣ ଭୟ ଅଧିକ ରହିଥିବାବେଳେ କୋଭିଡ୍ ଆକ୍ରାନ୍ତଙ୍କ ପାଇଁ ଅଧିକ ସତର୍କତା…

ନେପାଳରେ ପୁଣି ଉପୁଜିଲା ରାଜନୀତିକ ସଂକଟ

ନୂଆଦିଲ୍ଲୀ: ଭାରତର ପଡ଼ୋଶୀ ଦେଶ ନେପାଳରେ ପୁଣି ଦେଖାଦେଇଛି ରାଜନୀତିକ ସଂକଟ । କାରଣ ନେପାଳ ସଂସଦୀୟକୁ ଭଙ୍ଗ କରିଦେଇଛନ୍ତି ରାଷ୍ଟ୍ରପତି । ସରକାର ଗଠନ ପାଇଁ ଶାସକ ଓ ବିରୋଧୀ ଦଳର ଦାବିକୁ ପ୍ରତ୍ୟାଖ୍ୟାନ ପୂର୍ବକ…

ଇଣ୍ଡିଆନ୍ ଭାରିଆଣ୍ଟ ଏକ ଗୁଜବ, ଜାଣନ୍ତୁ କ’ଣ କହିଲେ IT ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ମହାମାରୀ କରୋନାର ଦ୍ୱିତୀୟ ତରଙ୍ଗରୁ ମୁକ୍ତି ପାଇଁ ଲଢ଼େଇ ଜାରି ରଖିଛି ସମଗ୍ର ଦେଶ । ବାରମ୍ବାର ରୂପ ବଦଳାଉଥିବା କରୋନା ଭୂତାଣୁକୁ ନେଇ ବିଶେଷଜ୍ଞ ମହଲରେ ମଧ୍ୟ ଚିନ୍ତା ବଢ଼ିଯାଇଛି । ତେବେ କରୋନା ଭାଇରସର…

ଓଡିଶାରେ ଆଜି ୧୧, ୧୦୮ ଜଣ ପଜିଟିଭ୍ ଚିହ୍ନଟ, ୨୬ ମୃତ

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୧୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨୧୯ ଜଣ ଓ ସ୍ଥାନୀୟ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୪ ଲକ୍ଷ ୫୭ ହଜାର ପାର

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୪ ଲକ୍ଷ ୫୭ ହଜାର ୧୦୫ ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୬୪ ଲକ୍ଷ ୫୮…

ଲକ୍‌ଡାଉନ୍‌ ସମୟରେ ଭୋକିଲା ଲୋକଙ୍କ ପାଇଁ ଆହାର ପାଲଟିଛି ସାହାରା, ୪ ଲକ୍ଷ ୬୧ ହଜାରରୁ ଅଧିକ ଲୋକ ଉପକୃତ

ଭୁବନେଶ୍ୱର (ଆପ୍ର): ଲକ୍‌ଡାଉନ ସମୟରେ ଏବେ ଲୋକଙ୍କ ଭୋକ ମେଂଟାଉଛି ଆହାର କେନ୍ଦ୍ର । ଭୋକିଲା ଲୋକଙ୍କ ପାଇଁ ସାହାରା ପାଲଟିଛି । ବିଶେଷ କରି ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କ ସମ୍ପର୍କୀୟଙ୍କ ସହିତ ଅନେକ ଗରୀବ…

ପୁରୀ ମୁଖ୍ୟକେନାଲ ରୋଡରେ ପଡିଛି ଶହ ଶହ ମାସ୍କ ଓ ପିପିଇ କିଟ୍‌, କୋଭିଡ୍ ପରିଚାଳନାକୁ ନେଇ ବଢ଼ିଲା ଆଶଙ୍କା; ଚିନ୍ତାରେ ସ୍ଥାନୀୟ ବାସିନ୍ଦା

ବାରଙ୍ଗ (ଆ.ପ୍ର): ରାଜ୍ୟ ସରକାର କୋଭିଡ ସଂକ୍ରମଣକୁ ନେଇ ଗମ୍ଭୀର ଥିବା ବେଳେ ଜିଲ୍ଲାରେ କୋଭିଡ ସଂକ୍ରମଣକୁ ନେଇ ପ୍ରଶାସନ ସେଭଳି ତତ୍ପରତା ପ୍ରକାଶ କରୁନଥିବା ଜଣାପଡୁଛି । ରାଜ୍ୟ ସରକାର ସଂକ୍ରମଣକୁ ଦୃଷ୍ଟିରେ ରଖି…

କରୋନା ଟିକା ଲଗାଇବା ପରେ ଏହା ଖାଆନ୍ତୁ, ବଢିଯିବ ଇମ୍ୟୁନିଟି ପାୱାର

ନୂଆଦିଲ୍ଲୀ: କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଥିବା ବେଳେ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି । ସେଥିପାଇଁ ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ଟିକା ଦିଆଯାଉଛି । ବର୍ତ୍ତମାନ ଦେଶରେ ୧୯ କୋଟିରୁ ଅଧିକ ଟିକା…