fbpx
Browsing Category

Featured

ଲକଡାଉନ୍ ସମୟରେ ବିଚ୍ ରାସ୍ତାରେ ମହିଳାଙ୍କ ବେକ କାଟି ଲୁଟ୍ ଉଦ୍ୟମ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀରେ ଲକଡାଉନ୍ ସମୟରେ ରାଜ୍ କରୁଛନ୍ତି ଲୁଟେରା । ଆଜି ଭୁବନେଶ୍ୱର ନୟାପଲ୍ଲୀ ଭିଆଇପି ରୋଡରେ ଜଣେ ଲୁଟେରା ଆସି ମହିଳାଙ୍କ ଉପରେ ଛୁରୀରେ ଆକ୍ରମଣ କରି ଲୁଟ୍ କରିବାକୁ ଉଦ୍ୟମ କରିଛି…

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇେଲେ ଟାରଜନ୍ ଅଭିନେତା ଜୋ ଲାରା

ୱାସିଂଟନ୍:  ଟେଲିଭିଜନ୍ ଚଳଚ୍ଚିତ୍ର ‘ଟାର୍ଜନ୍ ଇନ୍ ମାନ୍ହଟନ୍’ରେ ‘ଟାର୍ଜନ୍’ ଭୂମିକାରେ ଅଭିନୟ କରିଥିବା ଜୋ ଲାରାଙ୍କ ନିଧନ ହୋଇଯାଇଥିବା ଖବର ସାମନାକୁ ଆସିିଛି । ଏନେଇ ଆନ୍ତର୍ଜାତୀୟ ଗଣମାଧ୍ୟମରେ ସୂଚନା ପ୍ରକାଶ…

ଆଜି ଦେଶରେ ୩୧୨୮ ମୃତ, ୧.୫୨ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଥିବା ଜଣାପଡ଼ିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୧୨୮ ଜଣଙ୍କ ମୃତ୍ୟୁ…

ଜଣେ ପୂର୍ବତନ ମନ୍ତ୍ରୀଙ୍କ ନାମରେ ଆସିଲା ଯୌନ ଶୋଷଣ ଅଭିଯୋଗ: ଜୋରଜବରଦସ୍ତ ୩ ଥର ଗର୍ଭପାତ କରାଯାଇଥିବା କହିଲେ ଅଭିନେତ୍ରୀ

ଚେନ୍ନାଇ: ତାମିଲନାଡ଼ୁର ଜଣେ ପୂର୍ବତନ ମନ୍ତ୍ରୀଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ ଆସିଛି । ଏନେଇ ପୂର୍ବତନ ମନ୍ତ୍ରୀ ତଥା ଏଆଇଏଡିଏମକେ ପାର୍ଟିର ନେତା ମଣିକନନ୍ଦନଙ୍କ ନାମରେ ମାମଲା ଦାୟର କରିଛନ୍ତି ଜଣେ ଅଭିନେତ୍ରୀ ।…

ମାତିଛି କିଲର ଭାଇରସ୍: ରାଜ୍ୟର ମୋଟ କରୋନା ମୃତ୍ୟୁସଂଖ୍ୟା ୨୭୫୪କୁ ବୃଦ୍ଧି, ଜାଣନ୍ତୁ ଆଜି କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୭୫୪କୁ…

କରୋନାରେ ମାୟା ଜାଲରେ ଓଡ଼ିଶା: ଦିନେ କମିଲେ ଦିନେ ବଢ଼ୁଛି, ଜାଣନ୍ତୁ ଆଜିର ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଏହା ମଧ୍ୟରେ ଆଜି ପୁଣି ୮୩୧୩…

ଓଡ଼ିଶାବାସୀଙ୍କ ଉପରେ ଦାଉ ସାଧିଲା ତୈଳ ଦରବୃଦ୍ଧି: ରାଜ୍ୟର ଏହି ଜିଲ୍ଲାରେ ପେଟ୍ରୋଲ ଦର ୧୦୦ ଟପିଲା

ଭୁବନେଶ୍ୱର, (ଓଡିଶା ଭାସ୍କର): କରୋନାରେ ରାଜ୍ୟବାସୀ ଛଟପଟ ହେଉଥିବା ବେଳେ ତୈଳ ଦରଦାମ୍ ବୃଦ୍ଧି ଏହି ଦୁଃଖକୁ ଦ୍ୱିଗୁଣିତ କରିଦେଇଛି । ଦେଶର ବିଭିନ୍ନ ରାଜ୍ୟରେ ପେଟ୍ରୋଲ ଦାମ୍ ୧୦୦ ଟପିଯାଇଥିବା ବେଳେ ପ୍ରଥମ ଥର ପାଇଁ…

ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫.୫୬ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫ ଲକ୍ଷ ୫୬ ହଜାର ୫୧୫ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୧୦ ଲକ୍ଷ ୧୫…

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦କି.ମି.ବେଗରେ ପବନ ବହିପାରେ ବୋଲି…

ସ୍ୱାମୀକୁ ହତ୍ୟା କଲା ଦ୍ୱିତୀୟ ସ୍ତ୍ରୀ: ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଥମ ପତ୍ନୀଙ୍କ ୨ପୁଅ….

ବାମରା (ଓଡ଼ିଶା ଭାସ୍କର): ସମ୍ବଲପୁର ଜିଲ୍ଲା ବାମରା ବ୍ଲକ୍‌ ରଙ୍ଗିଆଟିକ୍ରା ପଞ୍ଚାୟତ କହପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସ୍ୱାମୀକୁ ହତ୍ୟା କରିଛି ସ୍ତ୍ରୀ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ…