fbpx
Browsing Category

Featured

କମୁନି କରୋନା: ଆଜି ୪ ହଜାର ମୃତ

ନୂଆଦିଲ୍ଲୀ, ୧୪ା୫ : ଦେଶରେ କରୋନା ଥମିବାର ନାଁ ଧରୁନାହିଁ । ବିଭିନ୍ନ କଟକଣା, ଟିକାକରଣ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ଉପରେ କୌଣସି ପ୍ରଭାବ ପକାଇ ପାରିନାହିଁ । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୦୦୦ ଜଣଙ୍କ…

ଇସ୍ରାଏଲ-ପାଲେଷ୍ଟାଇନ୍ ବିବାଦ: ଗାଜାରେ ମୃତ୍ୟୁସଂଖ୍ୟା ୧୦୦ ଟପିଲା, ଆହତ ୬ ଶହ ନିକଟତର

ଗାଜା, ୧୪ା୫: ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ଦୁଇ ଦେଶ ମଧ୍ୟରେ ଜାରି ରହିଥିବା ହିଂସା କାରଣରୁ ୧୦୩ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୨୭ ଜଣ ଶିଶୁ ରହିଥିବା ବେଳେ…

ଭ୍ୟାକ୍ସିନ୍ ନେବା ପରେ ହଠାତ୍ ୬ ଜଣଙ୍କ ମୃତ୍ୟୁ

ପ୍ରାଗ୍, ୧୪ା୫: ଦିନକୁ ଦିନ କରୋନାକୁ ନେଇ ନୂଆ ନୂଆ ରୋଚକ ତଥ୍ୟ ସାମନାକୁ ଆସୁଛି । ଭ୍ୟାକ୍ସିନକୁ ଲୋକମାନେ ଶେଷ ଭରସା କରିଥିବା ବେଳେ ଏନେଇ ଏକ ନୂଆ ଖବର ଆସିଛି । ଚେକ୍ ରିପବ୍ଲିକରେ ଭ୍ୟାକ୍ସିନ ନେବା ପରେ ହଠାତ୍ ୬…

କରୋନା ପାଇଁ ୨ଟି ଆୟୁର୍ବେଦିକ ଔଷଧକୁ ଅନୁମତି

ନୂଆଦିଲ୍ଲୀ,୧୪ ।୫: କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ କରୋନା ଚିକିତ୍ସା ପାଇଁ ୨ଟି ଆୟୁର୍ବେଦିକ ଔଷଧକୁ ମିଳିଛି ଅନୁମତି । କରୋନା ଚିକିତ୍ସା ପାଇଁ କଫସୁରା କୁଦିନିର ଓ ଆୟୁଷ-୬୪କୁ ଅନୁମତି…

ଓଡିଶାରେ ଆଜି ଆଖିବୁଜିଲେ ୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ…

ଓଡିଶାରେ ପୁଣି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ: ଆଜି ୧୨,୩୯୦ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ରାଜ୍ୟରେ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ରାଜ୍ୟରେ ସର୍ବାଧିକ ୧୨ହଜାର ୩୯୦ ସଂକ୍ରମିତ ଚିହ୍ନଟ…

କରୋନାକୁ ହରାଇଲା ଆମେରିକା: ଲୋକମାନେ ଆଉ ପିନ୍ଧିବେ ନାହିଁ ମାସ୍କ

ୱାଶିଂଟନ, ୧୪ା୫: ସମଗ୍ର ବିଶ୍ୱରେ ବର୍ତ୍ତମାନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୬ କୋଟି ୧୭ ଲକ୍ଷ ଅତିକ୍ରମ କରିସାରିଲାଣି । ତେବେ ସବୁଠାରୁ ଅଧିକ ସଂକ୍ରମିତ ଦେଶ ଆମେରିକାକୁ ନେଇ ଏକ…

୭ ଜିଲ୍ଲା ସାବଧାନ୍‌! ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୭ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି ହୋଇଛି । ସେହି ୭ଟି ଜିଲ୍ଲା ଯଥା-…

କରୋନାକୁ ଯୁଦ୍ଧରେ ହରାଇଲେ ମହିଳା, ମାତ୍ର ବ୍ଲାକ୍ ଫଙ୍ଗସ୍ ନେଲା ଜୀବନ

ନୂଆଦିଲ୍ଲୀ, ୧୪ା୫: କରୋନାର ଦ୍ୱିତୀୟ ଲହରରେ ବ୍ଲାକ ଫଙ୍ଗସର ପ୍ରକୋପ ଭୟଙ୍କର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଉତ୍ତରପ୍ରଦେଶରେ ଜଣେ ମହିଳା କରୋନାକୁ ଯୁଦ୍ଧରେ ମାତ ଦେଇଛନ୍ତି । କିନ୍ତୁ ବ୍ଲାକ୍ ଫଙ୍ଗସ୍ ଦ୍ୱାରା…

ଆଜି ହେଉଛି ପବିତ୍ର ଇଦ୍ ପର୍ବ

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ଆଜି ଓଡିଶା ସମେତ ଏକାଧିକ ରାଜ୍ୟରେ ପବିତ୍ର ଇଦ୍ ପର୍ବ ପାଳନ ହେଉଛି । ମୁସଲିମ ସମ୍ପ୍ରଦାୟଙ୍କ ଏହି ମହାନ ପର୍ବ ଶୁକ୍ରବାରରେ ପଡିଥିବାରୁ ଅଧିକ ଉତ୍ସାହ ଦେଖାଦେଇଛି । କିନ୍ତୁ…