Browsing Category
Featured
ଆର୍ଯ୍ୟନଙ୍କୁ ବେଲ୍ ନା ଜେଲ? ଆଜି ସରୁଛି ରିମାଣ୍ଡ ଅବଧି, କୋର୍ଟ କରିବ ଫଇସଲା
ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲାରେ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କୁ ଏନସିବି ଗିରଫ କରିଥିଲା । ତାଙ୍କ ସହିତ ଆଉ ଦୁଇ ଜଣଙ୍କୁ ମଧ୍ୟ ଏନସିବି ଅକ୍ଟେବର ୭ ତାରିଖ ଯାଏଁ ରିମାଣ୍ଡକୁ ନେଇଥିଲ।। ତେବେ ଆଜି ସେହି…
ଖଜୁରିଡିହା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ, ୩ ଆହତ
କେନ୍ଦୁଝର(ଭାସ୍କର ନ୍ୟୁଜ୍): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦୁଝର…
ଡିକି ଭାଙ୍ଗି ନେଇଗଲେ ୯ ଲକ୍ଷ
ବ୍ରହ୍ମପୁର(ଓଡ଼ିଶା ଭାସ୍କର): ଦିନକୁ ଦିନ ରାଜ୍ୟରେ ଅପରାଧ ବଢ଼ିବାରେ ଲାଗିଛି । ଦିନ ଦିପହରରେ ଲୁଟ୍ ହେଉଥିବାର ଖବର ଶୁଣିବାକୁ ମିଳୁଛି । ଏହି ପରିପ୍ରେକ୍ଷୀରେ ଆଜି ସ୍କୁଟି ଡିକି ଭାଙ୍ଗି ୯ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା…
ରଣପୁର ହାଟସାହି ରାସ୍ତାରୁ ବଜ୍ରକାପ୍ତା ଉଦ୍ଧାର
ରଣପୁର (ଭାସ୍କର ନ୍ୟୁଜ୍): ନୟାଗଡ ଜିଲ୍ଲା ରଣପୁର ବନାଞ୍ଚଳରେ ଗଛ ବୃକ୍ଷ ବଢିବା ସହିତ ଅନେକ ବିରଳ ଜଙ୍ଗଲ ଜନ୍ତୁଙ୍କ ସଂଖ୍ୟା ବଢିବାରେ ଲାଗିଛି । ତେଣୁ ଏକ ବିରଳ ବଜ୍ରକାପ୍ତା ରଣପୁର ହାଟସାହି ରାସ୍ତାକୁ…
ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ହଷ୍ଟେଲ ଭିତରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ
ବଲାଙ୍ଗୀର(ଓଡ଼ିଶା ଭାସ୍କର): ହଷ୍ଟେଲ ଭିତରୁ ଉଦ୍ଧାର ହେଲା ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ଭୀମଭୋଇ ମେଡିକାଲ କଲେଜ ଲେଡିଜ୍ ହଷ୍ଟେଲ ଭିତରୁ ଉଦ୍ଧାର ହୋଇଛି ମୃତଦେହ । ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ…
ଟାଟା କମ୍ପାନିରେ ଚାକିରି ନାଁ ଠକେଇ: ଇଡିଠୁ ପୁଣି ସମୟ ମାଗିଲେ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ଝିଅ
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍) :ଟାଟାରେ ଚାକିରି ଦେବା ନାଁରେ ଲକ୍ଷ ଲକ୍ଷ ଠକେଇ ଘଟଣାରେ ହୋଇଥିବା ଆର୍ଥିକ କାରବାର ସମ୍ପର୍କିତ ଖୋଳତାଡ଼ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ଏ ନେଇ ଗୋପାଳପୁର ବିଧାୟକ ପ୍ରଦୀପ…
ଆଜି ବ୍ରହ୍ମଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ନୂଆ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର…
ବ୍ରହ୍ମଗିରି (ଭାସ୍କର ନ୍ୟୁଜ): ଆଜି ବ୍ରହ୍ମଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ରହ୍ମଗିରିରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟିବେ ମୁଖ୍ୟମନ୍ତ୍ରୀ। ଏଥି ସହିତ ବିଭିନ୍ନ…
୧୦ ସୁଦ୍ଧା ଆଉ ଏକ ଲଘୁଚାପ ! ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା, ବର୍ଷାରେ ଭିଜିବ ପାର୍ବଣ
ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍): ଚଳିତ ମାସ ୧୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାକ୍ରମେ ଘନୀଭୂତ ହୋଇ ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଗାମୀ ୪…
ଏହି ୪ କାରଣରୁ ହୋଇଥାଏ ବିବାହ ବିଚ୍ଛେଦ
ଯେତେବେଳେ କୌଣସି ଦମ୍ପତ୍ତି ନୂଆ ନୂଆ ବିବାହ ବନ୍ଧନରେ ବାନ୍ଧି ହୋଇଥାନ୍ତି ୭ ଜନ୍ମ ପାଇଁ ଏକାଠି ରହିବାର ପ୍ରତିଜ୍ଞା କରିଥାନ୍ତି। କିନ୍ତୁ ବହୁବାର ସମ୍ପର୍କରେ ଏଭଳି କିଛି କଥା ଘଟିଯାଏ ଯାହାକୁ ନେଇ ପରସ୍ପର ମଧ୍ୟରେ…
ରାଶିଫଳ(ଗୁରୁବାର,୦୭ ଅକ୍ଟୋବର,୨୦୨୧)
ମେଷ - ପାରିବାରିକ ପରିବେଷରେ ଖୁସି ମିଳିବ, ପିଲାଙ୍କର ଚାକିରିର ସୁଯୋଗ ଆସିବ, କର୍ମ କ୍ଷେତ୍ର ସ୍ଥିତିରେ ସୁଧାର ଆସିବ, ସରକାରି ସହାୟତା ମିଳିବ, ପରିବାରରେ ଦାୟିତ୍ବ ବୃଦ୍ଧି ହେବ,ପାରିବାରିକ ସମ୍ପର୍କରେ ଆନନ୍ଦ…