Browsing Category

Featured

ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟା ୭ଟାରେ ମୁଖ୍ୟମନ୍ତ୍ରୀ କରିବେ ସମ୍ବୋଧନ । କୋଭିଡ ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ ।…

ପ୍ରଥମ ଟେଷ୍ଟ: ଲଞ୍ଚ ସୁଦ୍ଧା ଇଂଲଣ୍ଡ ୬୧/୨

ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଟେଷ୍ଟର ପ୍ରଥମ ସେସନରେ ସମ୍ମାନ ଭାଗ କରିଛନ୍ତି ଉଭୟ ଦଳ । ପ୍ରଥମ ଦିନର ଲଞ୍ଚ ସୁଦ୍ଧା ଇଂଲଣ୍ଡ ୨୫ ଓଭର ବ୍ୟାଟିଂ କରି ୬୧ ରନରେ ଦୁଇ ୱିକେଟ ହରାଇଛି । ଟସ…

ଭୂମିକମ୍ପ ଆଲର୍ଟ: ଏଣିକି ଆପ୍ ଜରିଆରେ ପାଇବେ ଭୁକମ୍ପର ପୂର୍ବ ସୂଚନା

ଡେରାଡୁନ୍: ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ସଚିବାଳୟରେ ଆପ୍ଲିକେସନ୍ "ଉତ୍ତରାଖଣ୍ଡ ଭୁକମ୍ପ ଆଲର୍ଟ" ର ଶୁଭାରମ୍ଭ କରିଛନ୍ତି । ଉତ୍ତରପ୍ରଦେଶ ରାଜ୍ୟ ବିପର୍ୟ୍ୟୟ ପରିଚାଳନା ପ୍ରାଧିକରଣ, ବିପର୍ୟ୍ୟୟ ପରିଚାଳନା ବିଭାଗ…

ସମଗ୍ର ଶିକ୍ଷା ନୀତି ୨.୦କୁ କ୍ୟାବିନେଟ୍ ମଞ୍ଜୁରୀ, ସମସ୍ତ ସରକାରୀ ବିଦ୍ୟାଳୟରେ ହେବ ପ୍ଲେ ସ୍କୁଲ

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ୍ ବୈଠକରେ ବୁଧବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥିରେ ସମଗ୍ର ଶିକ୍ଷା ନୀତି ୨.୦ ଲାଗୁ କରିବା ଏବଂ ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟର କାର୍ଯ୍ୟକାଳ ଦୁଇ ବର୍ଷ…

ସଂସଦ ବାହାରେ ସାଂସଦଙ୍କ କଳି: କୃଷି ବିଲକୁ ନେଇ ହରସିମରତ-ରବନୀତ ମୁହାଁମୁହିଁ

ନୂଆଦିଲ୍ଲୀ: ବୁଧବାର ସଂସଦ ବାହାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା । ଦୁଇ ସାଂସଦ ପରସ୍ପର ସହିତ ଯୁକ୍ତି କରୁଥିବାର ନଜର ଆସିଥିଲେ । ଶିରୋମଣୀ ଅକାଳି ଦଳ ସାଂସଦ ହରସିମରତ କୌର ବାଦଲ ଓ କଂଗ୍ରେସ ସାଂସଦ ରବନୀତ…

ଆମେରିକା ରକ୍ଷା ବିଭାଗ ପେଣ୍ଟାଗନ ନିକଟରେ ଗୁଳିମାଡ଼, ପେଣ୍ଟାଗନ ଅଧିକାରୀଙ୍କୁ ଛୁରୀ ମାରି ହତ୍ୟା

ନୂଆଦିଲ୍ଲୀ: ଆମେରିକା ରକ୍ଷା ବିଭାଗ ମୁଖ୍ୟାଳୟ ପେଣ୍ଟାଗନର ପ୍ରବେଶ ପଥ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ଏହି ସମୟରେ ପେଣ୍ଟାଗନ ପୋଲିସ ଅଫିସରଙ୍କୁ ଛୁରୀ ମାରି ହତ୍ୟା କରାଯାଇଛି । ହତ୍ୟାକାରୀ…

ଦେଶର ସବୁଠୁ ଧନୀ ଗାଁ: ୧୭ଟି ବ୍ୟାଙ୍କରେ ଡିପୋଜିଟ୍ ଅଛି ୫ହଜାର କୋଟି

ଗୁଜୁରାଟ: ଭାରତରେ ଏମିତି ଏକ ଗାଁ ରହିଛି । ଯାହାକୁ ଦେଶର ସବୁଠାରୁ ଧନୀ ଗାଁ ବୋଲି କୁହାଯାଇଥାଏ । ଏଠାରେ ପ୍ରତି ଘର ଦେଖିବାକୁ ଏକଦମ୍ ମହଲ ପରି । ଖାଲି ସେତିକି ନୂହେଁ ବ୍ୟାଙ୍କ୍ ପାଇଁ ଏହି ଗାଁ ବେଶ୍…

ଶ୍ରଦ୍ଧାଳୁଙ୍କ ପାଇଁ ୨୦୨୩ ଡିସେମ୍ବର ସୁନ୍ଧା ଖୋଲିଯିବ ଅଯୋଧ୍ୟାରେ ନିର୍ମାଣଧୀନ ରାମ ମନ୍ଦିର

ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମାଣଧୀନ ଭବ୍ୟ ରାମ ମନ୍ଦିର ୨୦୨୩ ଡିସେମ୍ବର ସୁ୍ଦ୍ଧା ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଯିବ । ଭାରତ ସମେତ ସମଗ୍ର ଦୁନିଆର ଶ୍ରଦ୍ଧାଳୁ ରାମଲଲାଙ୍କ ଦର୍ଶନ କରି ପାରିବେ । ରାମ ମନ୍ଦିର ଟ୍ରଷ୍ଟ…

ସେମିରେ ଝୁଣ୍ଟିଲେ ଭାରତୀୟ ମହିଳା; ଶୁକ୍ରବାର ବ୍ରିଟେନ ବିପକ୍ଷରେ ବ୍ରୋଞ୍ଜ ଲଢେଇ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିବାରୁ ମାତ୍ର ଗୋଟିଏ ପାଦ ପଛରେ ଝୁଣ୍ଟିଛି ଭାରତୀୟ ମହିଳା ହକି ଦଳ । ବୁଧବାର ଅନୁଷ୍ଠିତ ସେମିରେ ଭାରତୀୟ ମହିଳା ଦଳ ଆର୍ଜେଣ୍ଟିନା ନିକଟରୁ ୨-୧ରେ ପରାଜିତ ହୋଇଛି ।…

ଟୋକିଓ ଅଲିମ୍ପିକ୍ସ: ୩ ପଦକ ଜିତି ସାରିଛି ଭାରତ, ଚତୁର୍ଥ ସୁନିଶ୍ଚିତ, ଭାଙ୍ଗିପାରେ ଲଣ୍ଡନ ଅଲିମ୍ପିକ୍ସର ରେକର୍ଡ

ନୂଆଦିଲ୍ଲୀ : ଜାପାନର ରାଜଧାନୀ ଟୋକିଓରେ ଖେଳାଯାଉଥିବା ଟୋକିଓ ଅଲିମ୍ପିକ୍ସ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି । କ୍ରୀଡା ମହାକୁମ୍ଭ ଆରମ୍ଭ ହେବା ପୂର୍ବରୁ ଆଶା କରାଯାଉଥିଲା ଭାରତ ଅଲିମ୍ପିକ ଇତିହାସରେ ସବୁଠୁ ଉନ୍ନତ…