Browsing Category
Featured
ପୋଲିସ ଏନକାଉଣ୍ଟରରେ ୨ ମାଓବାଦୀ ମୃତ
ଛତିଶଗଡ଼: ଛତିଶଗଡ଼ରେ ପୋଲିସ ଏନକାଉଣ୍ଟରରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ସୁକମା କହ୍ନାଇଗୁଡ଼ାରେ ପୋଲିସ-ମାଓବାଦୀଙ୍କ ଧ୍ୟରେ ଗୁଳି ବିନିମୟ ହୋଇଛି । ଏନକାଉଣ୍ଟରରେ କୋଣ୍ଟା ଏରିଆ କମାଣ୍ଡର କୱାସି ହୁଙ୍ଗାର ମୃତ୍ୟୁ…
ଉଦ୍ଧବ ଠାକେରଙ୍କ ଉପରେ ବିବାଦୀୟ ବୟାନ ଦେଇ ଫସିଲେ କେନ୍ଦ୍ରମନ୍ତ୍ରୀ, ଗିରଫ କରିବାକୁ ନିର୍ଦ୍ଦେଶ ଦେଲା ପୋଲିସ
ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ବିଷୟରେ ଅପମାନଜନକ ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ । ଯାହାକୁ ନେଇ ଏବେ ରାଜନୀତି ତୀବ୍ର ହେବାରେ ଲାଗିଛି ଓ ଶିବସେନା…
ନେଲ୍ ପଲିସ୍ ଲଗାଇଲେ ମହିଳାଙ୍କ ଆଙ୍ଗୁଠି କାଟିବ ତାଲିବାନ୍, ଜିନ୍ସ ପିନ୍ଧିଲେ…
କାବୁଲ: ଆଫଗାନିସ୍ତାନରୁ ପ୍ରତିଦିନ ତାଲିବାନର ଅତ୍ୟାଚାର ଖବର ସାମ୍ନାକୁ ଆସୁଛି । ନିଜକୁ ‘ପରିବର୍ତ୍ତନ’ କହୁଥିବା ତାଲିବାନ୍ ପୁରୁଣା ମାନସିକତାରେ ପୀଡିତ ଥିବା ବେଳେ ସେମାନେ ଆଫଗାନ ଲୋକଙ୍କୁ ହଇରାଣ କରୁଛନ୍ତି ।…
ରାଜ୍ୟରୁ ପୁଣି ୬୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍…
ସମୁଦ୍ରରେ ଦେଖାଗଲା ପିଙ୍କ୍ ଡଲଫିନ୍, ସାମ୍ନାକୁ ଆସିଲା ଭିଡିଓ
ସମୁଦ୍ରରେ ଆପଣ ଡଲଫିନ୍ ତ ନିଶ୍ଚିତ ଦେଖିଥିବେ, କିନ୍ତୁ କେବେ ପିଙ୍କ୍ ଡଲଫିନ୍ ଦେଖିଛନ୍ତି କି? ନିକଟରେ ଏକ ଭିଡିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି, ଯେଉଁଠାରେ ଅତି ଦୁର୍ଲଭ ପିଙ୍କ୍ ଡଲଫିନ୍ କୁ…
ରାଜ୍ୟରେ ପୁଣି ୬୨୫ ପଜିଟିଭ୍ ଚିହ୍ନଟ, ଆଜି ୮୦ ଶିଶୁ ସଂକ୍ରମିତ
ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି…
ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭଦ୍ରକ(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ସୁପରଭାଇଜର । ସିଡିପିଓ କାର୍ଯ୍ୟାଳୟର ସୁପରଭାଇଜରଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି । ସୁପରଭାଇଜର ମଲ୍ଲିଲତା ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା । ଆୟ ବହିର୍ଭୂତ…
୪୮ଟି ଖଣି ଲିଜ୍ ଟେଣ୍ଡର ବାତିଲ କଲେ ଜିଲ୍ଲାପାଳ
ମାଲକାନଗିରି(ଓଡ଼ିଶା ଭାସ୍କର): ମାଲକାନଗିରି ଲଘୁ ଖଣିଜ ବିବାଦ ମାମଲାରେ ବାତିଲ ହୋଇଛି ଖଣି ଲିଜ୍ ଟେଣ୍ଡର । ସମସ୍ତ ୪୮ଟି ଖଣି ଲିଜ୍ ଟେଣ୍ଡରକୁ ବାତିଲ କରିଛନ୍ତି ଜିଲ୍ଲାପାଳ । ସରକାରଙ୍କ ନିର୍ଦ୍ଦେଶକ୍ରମେ ଟେଣ୍ଡର…
ଆସନ୍ତା ପାଞ୍ଚ ଦିନ ଦୋକାନ ବଜାର ବନ୍ଦ ପାଇଁ ବଣିକ ସଂଘର ନିଷ୍ପତି
ହିଞ୍ଜିଳିକାଟୁ (ଭାସ୍କର ନ୍ୟୁଜ୍): ଦେଶରେ ତଥା ରାଜ୍ୟରେ କ୍ରମାଗତ ଭାବରେ ବଢିଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମଙ୍ଗଳବାର ଠାରୁ ୫ଦିନ ପାଇଁ ଦୋକାନ ବଜାର ବନ୍ଦ ରଖିବା ପାଇଁ ହିଞ୍ଜିଳିକାଟୁ ଲକ୍ଷ୍ମୀ…
ଆଫଗାନିସ୍ତାନ ସଙ୍କଟ: ୨୬ରେ ସବର୍ଦଳୀୟ ବେଠୖକ ଡାକିଲେ ମୋଦି
ନୂଆଦିଲ୍ଲୀ: ଆଫଗାନିସ୍ତାନ ସଙ୍କଟ ମଧ୍ୟରେ ସର୍ବଦଳୀୟ ବୈଠକ ଡାକିବାକୁ ନିଷ୍ପତ୍ତି ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର । ୨୬ ଅଗଷ୍ଟ ସକାଳେ…