Browsing Category
Featured
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ୬୯
ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ଲଗାତାର ୬୦ ଅତିକ୍ରମ କରୁଥିବା ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ…
ରାଜ୍ୟରେ ପୁଣି ଚିହ୍ନଟ ହେଲେ ୮୫୩ କରୋନା ସଂକ୍ରମିତ
ଭୁବନେଶ୍ୱର(ଓଡିଶା ଭାସ୍କର): ପୁଣି ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ଲଗାତର ୬ ଦିନ ଧରି ଦୈନିକ ସଂକ୍ରମଣ ହଜାରେ ଉପରେ ରହିଥିଲା । ଏବେ ତିନିଦିନ ହେଲା ହଜାରେ ତଳକୁ ସଂକ୍ରମଣ ଖସିଛି । ଗତକାଲି…
ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପ୍ରଥମ ପର୍ଯ୍ୟାୟ ତଦନ୍ତ ସାରି କଟକ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍
କଟକ (ଭାସ୍କର ନ୍ୟୁଜ୍) : ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି ରହିଛି । ଶନିବାର ଏହାର ପ୍ରଥମ ପର୍ଯ୍ୟାୟ ତଦନ୍ତ ସାରି କଟକ…
ରାଶିଫଳ(ରବିବାର,୨୨ ଅଗଷ୍ଟ, ୨୦୨୧)
ମେଷ - ପୂର୍ବ ସ୍ଥିତିରେ ସୁଧାର ଆସିବ, କୌଣସି ସହାୟତା ମିଳିବ, କିନ୍ତୁ ଅଭାବ ଲାଗିରହିବ, ପାରାଙ୍କୁ ଖାଇବାକୁ ଦିଅନ୍ତୁ, ସମୟ ଏବଂ ପରିସ୍ଥିତି ଆପଣଙ୍କର ବିପକ୍ଷରେ ଯିବ, ଦାୟିତ୍ବ ବଢିବ,ପାରିବାରିକ…
ଅନୁଭବ-ବର୍ଷା ବିବାଦ: ଶେଷ ହେଲା କାଉନ୍ସେଲିଂ, ୨୭ରେ ମାମଲାର ଶୁଣାଣି
ଭୁବନେଶ୍ୱର ( ଭାସ୍କର ନ୍ୟୁଜ୍) : ବର୍ଷା ଓ ଅନୁଭବଙ୍କ ବିବାହ ବିଚ୍ଛେଦ ମାମଲାରେ କାଉନ୍ସେଲିଂ ଶେଷ ହୋଇଥିବା ବେଳେ ଆସନ୍ତା ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । କାଉନ୍ସେଲିଂ ରିପୋର୍ଟ ଆଧାରରେ ମାମଲାର…
ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀ ଓ ଡିଏଫଓଙ୍କ ହୋଇପାରେ ଲାଇ ଡିଟେକସନ୍ ଟେଷ୍ଟ
ପାରଳାଖେମୁଣ୍ଡି (ଭାସ୍କର ନ୍ୟୁଜ୍): ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି ରହିଛି । ଏହି କ୍ରମରେ ପାରଳାଖେମୁଣ୍ଡି ଡିଏଫଓ…
ଆଜି ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ରଙ୍କ ଜନ୍ମ ଓ ଗହ୍ମାପୂର୍ଣ୍ଣିମା ନୀତି: ଦୁଇ ଭାଇଙ୍କୁ ରାଖୀ ବାନ୍ଧିବେ ମା’ ସୁଭଦ୍ରା
ପୁରୀ (ଭାସ୍କର ନ୍ୟୁଜ୍): ଆଜି ପବିତ୍ର ଗହ୍ମା ପୂର୍ଣ୍ଣିମା ଅର୍ଥାତ୍ ରାକ୍ଷୀ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି ଓ ଗହ୍ମାପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେବ। ଦେବୀ ସୁଭଦ୍ରା ଦୁଇ ଭାଇଙ୍କୁ…
ଆହୁରି ଶକ୍ତିଶାଳୀ ହେବେ ଆତଙ୍କୀ: ତାଲିବାନ୍ରେ ମିଶିଲେ ହଶମତ୍ ଘନି
ଆଫଗାନିସ୍ତାନ: ନିଜ ଜୀବନକୁ ବଞ୍ଚାଇବା ପାଇଁ ତାଲିବାନଙ୍କ କବଳରୁ ଖସି ଆବୁଧାବିରେ ଆତ୍ମଗୋପନ କରିଥିବା ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସାନ ଭାଇ ହଶମତ ଘନି ଅହମଜଇ ତାଲିବାନଙ୍କ ସହ ହାତ…
ପୂର୍ବ ଉପକୂଳରେ ହାଇଆଲର୍ଟ: ମାଡ଼ିଆସୁଛି ସାମୁଦ୍ରିକ ଝଡ଼ ‘ହେନେରୀ’!
ୱାସିଂଟନ : ସାମୁଦ୍ରିକ ଝଡ ହେନେରୀକୁ ନେଇ ଚେତାବନୀ ଦେଇଛନ୍ତି ମେଟୋଲୋଜି ବିଭାଗ । ଏହାର ଗତିବିଧି ଉପରେ ତୀକ୍ଷ୍ଣ ଦୃଷ୍ଟି ଦିଆଯାଇଛି ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଏନେଇ ଆମେରିକାର ପୂର୍ବ ଉପକୂଳରେ…
ଆଜି ରାକ୍ଷୀ ପୂର୍ଣ୍ଣିମା: ଭାଇ-ଭଉଣୀଙ୍କ ସ୍ନେହର ବନ୍ଧନକୁ ଦୃଢ କରେ ରାକ୍ଷୀ
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): ଆଜି ପବିତ୍ର ଗହ୍ମା ପୂର୍ଣ୍ଣିମା ଅର୍ଥାତ୍ ରାକ୍ଷୀ ପୂର୍ଣ୍ଣିମା । ଭାଇ ଭଉଣୀର ସ୍ନେହ ବନ୍ଧନକୁ ଦୃଢ କରିଥାଏ ରେଶମୀ ଡୋରି ରାକ୍ଷୀ । ଏହାର ମହତ୍ତ୍ୱ ଅନେକ ରହିଥିବା ବେଳେ ରାକ୍ଷୀ…