fbpx
Browsing Category

Featured

ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ ନେଇ ଜାରିହେଲା ତାଲିକା, ଜାଣନ୍ତୁ କେଉଁ ମନ୍ତ୍ରୀ କେଉଁଠି

ଭୁବନେଶ୍ୱର, ୨୪ା୧ (ଓଡିଶା ଭାସ୍କର): ଆସନ୍ତା ଜାନୁଆରୀ ୨୬ ତାରିଖରେ ରାଜ୍ୟବ୍ୟାପି ପାଳିତ ହେବାକୁ ଯାଉଛି ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ରାଜ୍ୟର କେଉଁ ସ୍ଥାନରେ କେଉଁ ମନ୍ତ୍ରୀ ପତାକା ଉତ୍ତୋଳନ କରିବେ ସେ ନେଇ…

ଦେଶରେ ଦିନକରେ ୧୫୫ ମୃତ, ୧୪ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୪ା୧: ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୫୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୩୯କୁ ବୃଦ୍ଧି…

ଆଜି ସର୍ବସାଧାରଣଙ୍କ ଦର୍ଶନ ବନ୍ଦ, କରାଯାଉଛି ସାନିଟାଇଜ୍

ପୁରୀ, ୨୪ା୧ (ଓଡିଶା ଭାସ୍କର): ଆଜି ରବିବାର ଥିବାରୁ ଶ୍ରୀମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି । ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ପରିସରକୁ ସାନିଟାଇଜ କରାଯାଉଛି । ବିନା କୋଭିଡ ରିପପୋର୍ଟରେ ଭକ୍ତ ପ୍ରଭୁଙ୍କ…

ମାଓବାଦୀମାନେ ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ: ଡିଜିପି

ଭୁବନେଶ୍ୱର, ୨୪ା୧ (ଓଡିଶା ଭାସ୍କର): ମାଓବାଦୀମାନେ ମୁଖ୍ୟସ୍ରୋତରେ ସାମିଲ ହେବାକୁ ଅନୁରୋଧ କରିଛନ୍ତି ଡିଜିପି ଅଭୟ । ସାଧାରଣତନ୍ତ୍ର ପାଳନ ନେଇ ପ୍ରସ୍ତୁତି ଅବସରରେ ଡିଜିପି ମାଓବାଦୀଙ୍କୁ ଏହି ବାର୍ତ୍ତା ଦେଇଛନ୍ତି ।…

ଆଜି ଖୋଲିବ ଭିତରକନିକା

ଭୁବନେଶ୍ୱର, ୨୪ା୧ (ଓଡିଶା ଭାସ୍କର): ଦୀର୍ଘଦିନ ବନ୍ଦ ରହିବା ପରେ ପର୍ଯ୍ୟଟକଙ୍କ ପାଇଁ ଆଜିଠାରୁ ଖୋଲିବ ଭିତରକନିକା । କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଅଭୟାରଣ୍ୟକୁ ବନ୍ଦ ରଖାଯାଇଥିଲା ।…

ରାଶିଫଳ (ରବିବାର, ୨୪ ଜାନୁଆରୀ ୨୦୨୧)

ମେଷ : ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆଜି ରାଗି ମଧ୍ୟ ପାରନ୍ତି । ମନେ ରଖନ୍ତୁ କେବଳ ଥଣ୍ଡା ମନରେ ଧୈର୍ଯ୍ୟ ରଖନ୍ତୁ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି…

୧୦ ଜିଲ୍ଲାକୁ ଘନ କୁହୁଡି ଆଶଙ୍କା

ବଲାଙ୍ଗିର,୨୩ ।୧(ଓଡିଶା ଭାସ୍କର): ଆଜିଠାରୁ ୨୫ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲାରେ ଘନ କୁହୁଡି ହୋବର ଆଶଙ୍କା ରହିଛି । ଏନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସକାଳ…