fbpx
Browsing Category

Featured

ଗ୍ୟାସ୍ ଲିକ୍ ଘଟଣାରେ ଆଉ ଜଣେ ନିଲମ୍ବିତ

ରାଉରକେଲା,୭ ।୧(ଓଡିଶା ଭାସ୍କର): ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ ହୋଇ ୪ ମୃତ ଘଟଣାରେ ଆଜି ଆଉ ଜଣେ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି । ସେଫ୍ଟି ବିଭାଗ ଆସିଷ୍ଟାଣ୍ଟ ମ୍ୟାନେଜର ସ୍ମୃତିରଞ୍ଜନ…

ଖୋର୍ଦ୍ଧାରେ କୁକୁଡା ମଡକ

ଖୋର୍ଦ୍ଧା,୭ ।୧(ଓଡିଶା ଭାସ୍କର): ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଜୋରସୋରରେ ବ୍ୟାପିଚାଲିଛି । ଏହାରି ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବଡବେରଣ ଗାଁର ଏକ ଫାର୍ମରେ କୁକୁଡା ମଡକ ଦେଖିବାକୁ ମିଳିଛି । ୩ ଦିନ…

ଟ୍ରମ୍ପ ସମର୍ଥକଙ୍କ ହଙ୍ଗାମା: ୪ ମୃତ

ୱାଶିଂଟନ୍,୭ ।୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ନେଇ ବଡ ଧରଣର ହିଂସା ହୋଇଛି । ଆମେରିକୀୟ ସଂସଦର ବୈଠକ ବେଳେ ଏହି ହିଂସା ହୋଇଥିବା ବେଳେ ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ହ୍ୱାଇଟ୍ ହାଉସ୍ ଓ କ୍ୟାପିଟାଲ…

ଦିନକରେ ଚାଲିଗଲା ୨୨୨ଜଣଙ୍କ ଜୀବନ

ନୂଆଦିଲ୍ଲୀ, ୭।୧: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦେଶରେ ୧ ଲକ୍ଷ ୫୦ ହଜାର ୩୩୬ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୨୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ…

ରାଶିଫଳ ( ଗୁରୁବାର, ୭ ଜାନୁଆରୀ ୨୦୨୧)

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚିବା କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ…

ଏହି ଜିଲ୍ଲା ତଳେ ରହିଛି ୩,୦୦୦ ଟନ୍ ସୁନା

ଉତ୍ତରପ୍ରଦେଶର ସୋନଭଦ୍ର ଜିଲ୍ଲାରେ ୩ ହଜାର ଟନ୍ ସୁନା ମିଳିଛି । ଏହି ସୁନା ମାଟି ତଳେ ଦବି ରହିଥିବା ଜଣାପଡିଛି । ରାଜ୍ୟର ଖଣିଜ ବିଭାଗ ଏହାର ସନ୍ଧାନ କରିଛି । ଖୁବଶୀଘ୍ର ମାଟି ତଳୁ ସୁନା ବାହାର କରିବାକୁ କାମ ଆରମ୍ଭ…

ଟିକାକରଣ ପାଇଁ ଓଡିଶା ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): ରାଜ୍ୟରେ କୋଭିଡ ସ୍ଥିତିର ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ । ଟିକାକାରଣକୁ ସଫଳ ଭାବେ କାର୍ଯ୍ୟକାରୀ କରିବାକୁ ଓଡିଶା ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ…