fbpx
Browsing Category

Featured

ଏପରି କିଛି ଲକ୍ଷଣ ଆପଣଙ୍କଠାରେ ଦେଖା ଯାଉଛି କି, ତେବେ ଜାଣି ନିଅନ୍ତୁ ଆପଣଙ୍କ ସ୍ୱାସ୍ଥ୍ୟ ବିଷୟରେ

ସୁସ୍ଥ ରହିବାକୁ କିଏ ବା ନ ଚାହେଁ, ଏଥିପାଇଁ ଉପଯୁକ୍ତ ଖାଦ୍ୟପେୟ ସହ ଶରୀରର ଯତ୍ନ ନେବା ନିହାତି ଦରକାର । ଅଧିକାଂଶ ଲୋକ ରୋଗ ହେବା ପରେ ଚିକିତ୍ସା ପାଇଁ ଡାକ୍ତରଙ୍କ ପରାମର୍ଶ ନେଇଥାନ୍ତି । କିନ୍ତୁ କଣ ଆପଣ ଜାଣନ୍ତି…

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ମୂଲ୍ୟ, ଜାଣନ୍ତୁ କେଉଁଠି କେତେ ରହିଛି ଦାମ୍ ?

ନୂଆଦିଲ୍ଲୀ ,୬।୧: ଦୀର୍ଘ ଦିନର ବ୍ୟବଧାନ ପରେ ଆଜି ପୁଣି ଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବୃଦ୍ଧି ପାଇଛି । ତୈଳ ବିତରଣ କମ୍ପାନୀ ମଧ୍ୟରୁ ଅଗ୍ରଣୀ କମ୍ପାନୀ ଇଣ୍ଡିଆନ୍ ଅଏଲ ଅନୁସାରେ ବୁଧବାର ଦିଲ୍ଲୀରେ ପେଟ୍ରୋଲ…

ରାଜ୍ୟରେ ଆଜି ୨୩୧ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଶୂନ୍

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): ରାଜ୍ୟରେ ୬ ମାସ ପରେ କରୋନା ମୃତ୍ୟୁ ସଂଖ୍ୟା ଶୂନ୍ ରହିଛି । ୨୪ ଘଣ୍ଟା ମଧ୍ୟରେ କୌଣସି କୋଭିଡ ମୃତ୍ୟୁ ହୋଇନି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଲିଙ୍ଗରାଜ ଦର୍ଶନ: ବୟସସୀମା ନେଇ ହଟିଲା କଟକଣା

ଭୁବନେଶ୍ୱର, ୬ା୧ (ଓଡିଶା ଭାସ୍କର): ଏଣିକି ସର୍ବସାଧାରଣ କରିପାରିବେ ଲିଙ୍ଗରାଜଙ୍କ ଦର୍ଶନ । ଲିଙ୍ଗରାଜଙ୍କ ଦର୍ଶନ ପାଇଁ ପୂର୍ବରୁ ବୟସସୀମା ନେଇ ଲଗାଯାଇଥିବା ପ୍ରତିବନ୍ଧକକୁ ଉଠାଇ ଦିଆଯାଇଛି । ଏଣିକି ସବୁ ବୟସର ଲୋକ…

ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ଟିକା ବାଧ୍ୟତାମୂଳକ ନୁହେଁ: ଡିଏମଇଟି

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): କେନ୍ଦ୍ର ସୂଚନା ଅନୁସାରେ ଆଗାମୀ ୧୦ ଦିନ ଭିତରେ ଓଡିଶାରେ ପହଞ୍ଚିବ ଟିକା । ଏନେଇ ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି ଯେ, ‘ଟିକା ପହଞ୍ଚିବା…