fbpx
Browsing Category

Featured

ଜାନୁଆରୀରୁ ହୀରାକୁଦରେ ପକ୍ଷୀ ଗଣନା ଆରମ୍ଭ

ସମ୍ବଲପୁର, ୧ା୧୨ (ଓଡିଶା ଭାସ୍କର): ୨୦୨୧ ମସିହା ଜାନୁଆରୀ ମାସ ପ୍ରଥମ ସପ୍ତାହରୁ ହୀରାକୁଦ ଡ୍ୟାମର ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହେବା ନେଇ ସୂଚନା ମିଳିଛି । ପକ୍ଷୀମାନଙ୍କ ସୁରକ୍ଷା ପାଇଁ ୩୦ ଜଣ କର୍ମଚାରୀଙ୍କୁ…

ପରୀ ହତ୍ୟାକାଣ୍ଡ, ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର, ୧ା୧୨ (ଓଡିଶା ଭାସ୍କର): ନୟାଗଡ଼ ଜିଲ୍ଲାର ପରୀ ହତ୍ୟାକାଣ୍ଡକୁ ନେଇ ଚର୍ଚ୍ଚା ଥମୁନାହିଁ । ଆଜି ରାଜ୍ୟ ବିଜେପିର ଏକ ଟିମ୍ ରାଜଭବନରେ ରାଜ୍ୟପାଳଙ୍କୁ ସାକ୍ଷାତ କରି ଏହି ଘଟଣା ବାବଦରେ ଫେରାଦ ହୋଇଛନ୍ତି ।…

ରାଜ୍ୟରେ ଆଜି ପୁଣି ୫ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି ।…

ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ସଂଖ୍ୟା, ଆଜି ୩୭୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୭୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୯ ଜଣ ଓ…

ଭିଜିଲାନ୍ସରେ ପାଠକଙ୍କ ଡ୍ରାଇଭର, ଘରୁ ଜବତ ହୋଇଥିଲା ୨୦ ଲକ୍ଷ ଟଙ୍କା

ଭୁବନେଶ୍ୱର,୧ ।୧୨(ଓଡିଶା ଭାସ୍କର): ଆଇଏଫଏସ ଅଭୟକାନ୍ତ ପାଠକ ଗିରଫ ମାମଲାରେ ଖୋଳତାଡ ଜାରି ରହିଛି । ଏହାରି ମଧ୍ୟରେ ଆଜି ଭିଜିଲାନ୍ସ ନିକଟରେ ହାଜର ହୋଇଛନ୍ତି ଅଭୟ ପାଠକଙ୍କ ଡ୍ରାଇଭର । ପୂର୍ବରୁ ରେଡ ବେଳେ…

୧୫ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୫ ସହର

ଭୁବନେଶ୍ୱର,୧ ।୧୨(ଓଡିଶା ଭାସ୍କର): ରାଜ୍ୟରେ ଅସହ୍ୟ ଶୀତ ବଢିବାରେ ଲାଗିଛି । ରାଜ୍ୟର ୧୫ଟି ସହରର ତାବମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୮.୮ ଡିଗ୍ରୀ ସହ ସୋନପୁର ସବୁଠାରୁ ଥଣ୍ଡା ସହର ଭାବେ ରେକର୍ଡ କରାଯାଇଛି ।…

ଦେଶରେ ୯୪ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୭ ହଜାର ୬୨୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧ ହଜାର ୧୧୮ ନୂଆ…

ରାଶିଫଳ (ମଙ୍ଗଳବାର, ୧ ଡିସେମ୍ବର ୨୦୨୦ )

ମେଷ - ଆଜି ଗୋଟିଏ ଦର୍ପଣ ନିଜ କୂଳ ପୂରୋହିତଙ୍କୁ ଦାନ କରନ୍ତୁ ଶୁଭ ଖବର ମିଳିବ, ମାନ ସମ୍ମାନ,ଧନ କ୍ଷେତ୍ରରେ ଶୁଭଫଳ ମିଳିବ, କୌଣସି ଦିଗରୁ କର୍ମ ସମ୍ବନ୍ଧିୟ ଶୁଭ ଖବର ମିଳିବ, ସୁଖଶାନ୍ତି କାରକ ଦ୍ରବ୍ୟ ପ୍ରାପ୍ତି…