fbpx
Browsing Category

Featured

ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,29/11(ଓଡିଶା ଭାସ୍କର): ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ । ଲୋକ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ନିଆଗଲା କାର୍ଯ୍ୟାନୁଷ୍ଠାନ । ପାଠକ…

ରାଶିଫଳ (ରବିବାର, ନଭେମ୍ବର ୨୯/୨୦୨୦)

ମେଷ -ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।…

ଆଜି ଆଉ ୮୦୨ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୮।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

୭୫% କର୍ମଚାରୀରେ ଚାଲିବ ସରକାରୀ ଅଫିସ

ଭୁବନେଶ୍ୱର,୨୮ ।୧୧(ଓଡିଶା ଭାସ୍କର): କଟକ ଓ ଭୁବନେଶ୍ୱରରେ ୭୫% କର୍ମଚାରୀରେ ଚାଲିବ ସରକାରୀ ଅଫିସ । ଅଫିସ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନହୁଏ, ସେନେଇ ଗୁରୁତ୍ୱ ଦିଆଯିବ । ସମସ୍ତ ଷ୍ଟାଫଙ୍କୁ ନେଇ ଚାଲିବ ଜରୁରୀ…

ମଠ ମନ୍ଦିରରେ ଲାଗିଲା ୧୪୪ ଧାରା

ଜଗତସିଂହପୁର, ୨୮ ।୧୧(ଓଡିଶା ଭାସ୍କର): ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଧାର୍ମିକ ପୀଠରେ ୧୪୪ ଧାରା ଜାରି କରାଯାଇଛି । କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କରୋନା ରୋକିବାକୁ ଏହି ପଦକ୍ଷେପ ନିଆଯାଇଛି । କୌଣସି ସ୍ଥାନରେ…

ଭୁବନେଶ୍ୱରରୁ ଆଜି ପୁଣି ୪୩ ପଜିଟିଭ, ୪୬ ସୁସ୍ଥ

ଭୁବନେଶ୍ୱର,୨୮ ।୧୧(ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତାର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଆଜି ରାଜଧାନୀରୁ ମାତ୍ର ୪୩ କରୋନା…

ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ

ଭୁବନେଶ୍ୱର,୨୮ ।୧୧(ଓଡିଶା ଭାସ୍କର): ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ଏହି…