fbpx
Browsing Category

Featured

୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୨୬ ।୧୧(ଓଡିଶା ଭାସ୍କର) :ନୟାଗଡ ପରୀ ହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭାରେ ହୋହଲ୍ଲା ହୋଇଛି । ଗୃହରେ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଛନ୍ତି । ଏହା ସହ କୃଷି ମନ୍ତ୍ରୀଙ୍କ ଇସ୍ତଫା ଦାବିରେ…

୨୪ ଘଣ୍ଟାରେ କରୋନା ନେଲା ୫୨୪ ଜୀବନ

ନୂଆଦିଲ୍ଲୀ,୨୬।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୫ ହଜାର ୨୨୩ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୪୮୯ ନୂଆ…

କାଳିଆର ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬/୧୧(ଓଡିଶା ଭାସ୍କର) : କଟକ ବଡମେଡିକାଲରେ ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ ନେଇ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ…

ରାଜ୍ୟରେ ଭାରତ ବନ୍ଦର ପ୍ରଭାବ

ଭୁବନେଶ୍ବର, ୨୬/୧୧(ଓଡିଶା ଭାସ୍କର) : ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ଦେଶବ୍ୟାପୀ ଚକ ଅଖ ବନ୍ଦ ଡାକରା…

ରାଶିଫଳ (ଗୁରୁବାର, ନଭେମ୍ବର ୨୬/୨୦୨୦ )

ମେଷ -ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚିତ୍ । ବୃଷ -ଆଜି ଆପଣ ସବୁ ଚିନ୍ତା…

ଆଜି ଆଉ ୭୨୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୫।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ଏନ ଆର ଇ ଜି ଏସ କାମରେ ମେସିନ ବ୍ୟବହାର କରୁଛନ୍ତି ଠିକାଦାର।

ମାଲକାନଗିରି: ରାଜସ୍ବ ବିଭାଗର ଆଖିରେ ଧୂଳି ଦେଇ ବେଆଇନ ଭାବେ ମାଟି କାଟୁଥିଲେ ଠିକାଦାର, ଏନଆରଇଜିଏସ ରାସ୍ତା କାମରେ ବ୍ୟବହାର କରୁଥିଲେ ମୁରୁମ ମାଟି, ସବୁ ଜାଣିଶୁଣି କିନ୍ତୁ ନିରବ ଥିଲା ବ୍ଲକ ପ୍ରଶାସନ। ଖବର ପାଇ…