fbpx
Browsing Category

Featured

ବିଧାନସଭାରେ ଶପଥ ନେଲେ ୨ ନୂଆ ବିଧାୟକ

ଭୁବନେଶ୍ୱର,୧୮ ।୧୧(ଓଡିଶା ଭାସ୍କର): ବିଧାନସଭାରେ ଆଜି ଶପଥ ନେଇଛନ୍ତି ନବନିର୍ବାଚିତ ୨ ବିଜେଡି ବିଧାୟକ । ବାଲେଶ୍ୱର ସଦର ବିଧାୟକ ସ୍ୱରୂପ ଦାସ ଓ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଶପଥ ନେଇଛନ୍ତି । ବାଚସ୍ପତି…

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ପୁଣି ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ତାଳଚେର,୧୮ ।୧୧(ଓଡିଶା ଭାସ୍କର): ଭିଜିଲାନ୍ସ ଜାଲରେ ଫସିଲେ ତାଳଚେର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଳଚେର ଆରଡି ବିଭାଗର ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି…

ରାଜ୍ୟରେ ଆଜି ୮୬୮ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୮।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୮୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

ଦୁର୍ଘଟଣାରେ ଚାଲିଗଲା ୧୦ ଜୀବନ, ୧୫ ଗୁରୁତର

ଗୁଜୁରାଟ,୧୮ ।୧୧: ଗୁଜୁରାଟର ଭଦୋଦରାସ୍ଥିତ ୱାଘୋଡିଆ ହାଇୱେ କ୍ରସିଂରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି । ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୫ ଜଣ…

୨୪ ଘଣ୍ଟାରେ ଚାଲିଗଲା ୪୭୪ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୧୮।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୦ ହଜାର ୯୯୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮ ହଜାର ୬୧୭ ନୂଆ…

ଚଳିତବର୍ଷରେ ଦଶମ ଓ +୨ ପରୀକ୍ଷାକୁ ନେଇ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ? ଜାଣନ୍ତୁ

ଭୁବନେଶ୍ୱର,୧୮ ।୧୧(ଓଡିଶା ଭାସ୍କର): ଚଳିତ ଶିକ୍ଷାବର୍ଷରେ ମାଟ୍ରିକ ଓ +୨ ପରୀକ୍ଷାକୁ ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ଚଳିତବର୍ଷ ଶିକ୍ଷାବର୍ଷରେ…