fbpx
Browsing Category

Featured

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି…

ରାଜ୍ୟରେ ଆଜି ୧୦୧୮ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୩।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୦୧୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

ଓଡିଶାକୁ କେନ୍ଦ୍ରର ବନ୍ୟା ସହାୟତା, ଜାଣନ୍ତୁ କେତେ?

ନୂଆଦିଲ୍ଲୀ,୧୩ ।୧୧: ଓଡିଶା ସମେତ ୬ଟି ରାଜ୍ୟକୁ ସହାୟତା ରାଶି ଘୋଷଣା କରିଛି କେନ୍ଦ୍ର । ବାତ୍ୟା ‘ଅମ୍ପାନ’, ନିସର୍ଗ ସହ ବାତ୍ୟା ଓ ଭସ୍ଖଳନ ପାଇଁ ସହାୟତା ରାଶି ଘୋଷଣା ହୋଇଛି । ୬ ରାଜ୍ୟକୁ କେନ୍ଦ୍ରର ୪୩୮୧.୮୮…

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୮ ହଜାର ୬୬୮କୁ ବୃଦ୍ଧି

ନୂଆଦିଲ୍ଲୀ,୧୩।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୮ ହଜାର ୬୬୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୮୭୯ ନୂଆ…

ଓଡିଶା ଫେରିଲେ ବିରଜୁ

ସୁନ୍ଦରଗଡ,୧୩ ।୧୧(ଓଡିଶା ଭାସ୍କର):୨୫ ବର୍ଷ ପରେ ଓଡିଶାକୁ ଫେରିଲେ ବିରଜୁ କୁଲୁ । ପାକିସ୍ତାନ ଜେଲରେ ବନ୍ଦୀ ଥିଲେ ସୁନ୍ଦରଗଡର ବିରଜୁ । ଲାହୋର ଜେଲରୁ ମୁକ୍ତିପରେ ଘରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସୁନ୍ଦରଗଡ…

ରାଶିଫଳ (ଶୁକ୍ରବାର, ୧୩ ନଭେମ୍ବର ୨୦୨୦)

ମେଷ - ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।…

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୬୪ ଆକ୍ରାନ୍ତ

ଭୁବନେଶ୍ୱର,୧୨/୧୧(ଓଡିଶା ଭାସ୍କର): ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୬୪ ଆକ୍ରାନ୍ତ । କୋରୋନାରୁ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୨ ଲକ୍ଷ ୯୩ ହଜାର ୭୪୧କୁ ବୃଦ୍ଧି ପାଇଛି ।ଖୋର୍ଦ୍ଧାରୁ ସର୍ବାଧିକ ୧୬୧ ଓ ଅନୁଗୁଳରୁ…

୧୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର,୧୨/୧୧(ଓଡିଶା ଭାସ୍କର): ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ୧୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।କୃଷି ଉତ୍ପାଦନ ଓ ପଶୁପାଳନ ମାର୍କେଟିଂ ଅଧିନିୟମକୁ ମଞ୍ଜୁରୀ ମିଳିଛି। କୋଭିଡ ମହାମାରୀରେ କୃଷକଙ୍କୁ…