Browsing Category

Featured

ରାଜ୍ୟରେ ୧୪୦୦ ଟପିଲା ମୃତ୍ୟୁ ସଂଖ୍ୟା: ଆଜି ଚାଲିଗଲା ୧୭ ଜୀବନ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ…

ରାଜ୍ୟର ୩ ଲକ୍ଷ ଛୁଇଁଲା ପଜିଟିଭ ସଂଖ୍ୟା, ଜାଣନ୍ତୁ ଆଜି କେତେ ?

ଭୁବନେଶ୍ୱର,୭।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୩୭୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

ରାଜ୍ୟରେ କମୁଛି ତାପମାତ୍ରା, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର,୭ ।୧୧(ଓଡିଶା ଭାସ୍କର): ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହିତ ହେଉଛି । ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା କମିବାରେ ଲାଗିଛି । ଉତ୍ତର ଓଡିଶାର ସର୍ବନିମ୍ନ…

ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ୱର,୭ ।୧୧(ଓଡିଶା ଭାସ୍କର): ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୫…

ଦିନକରେ ଆଉ ୫୭୭ ଜଣଙ୍କ ଜୀବନ ନେଲା କୋରୋନା

ନୂଆଦିଲ୍ଲୀ,୭।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୫ ହଜାର ୫୬୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୩୫୬ ନୂଆ…

କିପରି ବିତିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ରାଶିଫଳ(୦୭-ନଭେମ୍ବର-୨୦୨୦)

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ…

ଖୁସି ଖବର: ରାଜ୍ୟରେ ଆଜି ୧୬୪୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୬୪୧କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୬/୧୧(ଓଡିଶା ଭାସ୍କର): ଡିସେମ୍ବର୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କିଛି ରାଜ୍ୟରେ କୋଭିଡର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ଏହି…