Browsing Category

Featured

ପିଏନବି ଏଟିଏମରୁ ଲୁଟ ଘଟଣାର ପର୍ଦ୍ଦାଫାସ୍

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର):ଭୁବନେଶ୍ୱର ପଟିଆ ସ୍ଥିତ ପିଏନବି ବ୍ୟାଙ୍କରୁ ଲୁଟ୍ ଘଟଣାର ପର୍ଦ୍ଦାଫାସ୍ ହୋଇଛି । ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଏନେଇ ସୂଚନା ଦେଇଛନ୍ତି ।…

ରାଜ୍ୟରେ ଆଜି ୧୫ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ…

ରାଜ୍ୟର ୩୦ ଜିଲ୍ଲାରୁ ୧୪୯୪ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୬।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୪୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

ଶାଶୁଙ୍କ ଅଭିଯୋଗ ପରେ ବର୍ଷାଙ୍କ ପାଲଟା ଅଭିଯୋଗ

କଟକ,୬ ।୧୧(ଓଡିଶା ଭାସ୍କର): ବଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ଅନୁଭବ ମହାନ୍ତିଙ୍କ ମଧ୍ୟରେ ବିବାଦ ଜାରି ରହିଛି । ଏହାରି ମଧ୍ୟରେ ଅନୁଭବଙ୍କ ମା’ ବର୍ଷାଙ୍କୁ ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି । ପୁରୀଘାଟ ଥାନାରେ…

ଅନୁଭବ-ବର୍ଷା ବିବାଦ: ଥାନାକୁ ଗଲେ ଅନୁଭବଙ୍କ ମା’

କଟକ,୬ ।୧୧(ଓଡିଶା ଭାସ୍କର): ଅଭିନେତ୍ରୀ ବର୍ଷାଙ୍କୁ ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି ଅନୁଭବଙ୍କ ମା’ । ପୁରୀଘାଟ ଥାନାରେ ଅନୁଭବଙ୍କ ମା’ ଲିଖିତ ଅଭିଯୋଗ କରିଛନ୍ତି । ଘର ମରାମତି ପାଇଁ ୧୦ ଦିନ ବର୍ଷା ଘର ଛାଡିବା…

ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ବଦଳାଇଲେ ଗଣଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ରାଜ୍ୟରେ ନଭେମ୍ବରରେ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ ହୋଇଛି । ଡିସେମ୍ବରରେ କୋରୋନାର ଦ୍ୱିତୀୟ ଲହରି ଆଶଙ୍କା ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ…

ଦିନକରେ ୬୭୦ ଜୀବନ ନେଲା ମହାମାରୀ କୋରୋନା

ନୂଆଦିଲ୍ଲୀ,୬।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୪ ହଜାର ୯୮୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୬୩୮ ନୂଆ…

ଦିଲ୍ଲୀକୁ ମାତ ଦେଇ ଆଇପିଏଲ୍ ଫାଇନାଲରେ ମୁମ୍ବାଇ

ଦୁବାଇ ,୫ା୧୧: ଭାରତୀୟ ପେସ୍ ବୋଲର ଯଶପ୍ରିତ ବୁମରା ଓ ଅନ୍ୟତମ ପେସ୍ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କ ଶାଣିତ ବୋଲିଂ ବଳରେ ଚାରିଥର ଚାମ୍ପିଅନ ତଥା ଗତ ବର୍ଷର ଟାଇଟଲ ବିଜେତା ମୁମ୍ବାଇ ଇଣ୍ଡିଆନ୍ସ ଗୁରୁବାର ଦିନ ଏଠାରେ…