Browsing Category

Featured

ଡିସେମ୍ବରର ପ୍ରଥମଦିନରେ ଗ୍ରାହକଙ୍କୁ ବ୍ୟାଙ୍କର ବଡ ଉପହାର! ଶସ୍ତା ହେଲା EMI, ଜାଣନ୍ତୁ କେତେ?

ଡିସେମ୍ବର ମାସର ପ୍ରଥମ ଦିନରେ ଗ୍ରାହକମାନଙ୍କ ପାଇଁ ବଡ ଉପହାର ଆଣି ଦେଇଛି ସିଏସବି ବ୍ୟାଙ୍କ । ବ୍ୟାଙ୍କ ୬ ମାସର ଅବଧି ଥିବା ଋଣର ଏମସିଏଲଆରକୁ ୦.୧୦ ପ୍ରତିଶତ ହ୍ରାସ କରିଛି । ବ୍ୟାଙ୍କ ପକ୍ଷରୁ ଜାରି ହୋଇଥିବା…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦୀପ ପାଣିଗ୍ରାହୀଙ୍କ ଚିଠି, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧ ।୧୨(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଏହା ସହ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ଅଭୟଙ୍କୁ ମଧ୍ୟ ପ୍ରଦୀପ ଚିଠି…

ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୭ ଗୁରୁତର

ବିଜାପୁର, ୧ା୧୨ : ଛତିଶଗଡ଼ ସୀମାନ୍ତବର୍ତ୍ତୀ ବିଜାପୁରଠାରେ ମାଓବାଦୀମାନେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଛନ୍ତି । ପୋଲିସକୁ ଟାର୍ଗେଟ୍ କରି ମାଓବାଦୀମାନେ ଏହି କାଣ୍ଡ ଘଟାଇଥିବା ଜଣାଯାଇଛି । ମାଓବାଦୀମାନେ…

ଏହି ରାଜ୍ୟ ରେ ଜାନୁଆରୀ 1 ରୁ ଖୋଲିବ ସ୍କୁଲ୍

କରୋନା ମହାମାରୀ ଯୋଗୁ ଦେଶର ଅଧିକାଂଶ ରାଜ୍ୟରେ ସ୍କୁଲ୍ ବନ୍ଦ ରହିଛି। ଏଭଳି ସମୟରେ ଆସାମ ସରକାର ଜାନୁଆରୀ ୧ ତାରିଖରୁ ସ୍କୁଲ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଆସାମରେ ନଭେମ୍ବରରୁ ହିଁ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ…

ଜାନୁଆରୀରୁ ହୀରାକୁଦରେ ପକ୍ଷୀ ଗଣନା ଆରମ୍ଭ

ସମ୍ବଲପୁର, ୧ା୧୨ (ଓଡିଶା ଭାସ୍କର): ୨୦୨୧ ମସିହା ଜାନୁଆରୀ ମାସ ପ୍ରଥମ ସପ୍ତାହରୁ ହୀରାକୁଦ ଡ୍ୟାମର ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହେବା ନେଇ ସୂଚନା ମିଳିଛି । ପକ୍ଷୀମାନଙ୍କ ସୁରକ୍ଷା ପାଇଁ ୩୦ ଜଣ କର୍ମଚାରୀଙ୍କୁ…

ପରୀ ହତ୍ୟାକାଣ୍ଡ, ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର, ୧ା୧୨ (ଓଡିଶା ଭାସ୍କର): ନୟାଗଡ଼ ଜିଲ୍ଲାର ପରୀ ହତ୍ୟାକାଣ୍ଡକୁ ନେଇ ଚର୍ଚ୍ଚା ଥମୁନାହିଁ । ଆଜି ରାଜ୍ୟ ବିଜେପିର ଏକ ଟିମ୍ ରାଜଭବନରେ ରାଜ୍ୟପାଳଙ୍କୁ ସାକ୍ଷାତ କରି ଏହି ଘଟଣା ବାବଦରେ ଫେରାଦ ହୋଇଛନ୍ତି ।…

ରାଜ୍ୟରେ ଆଜି ପୁଣି ୫ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି ।…

ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ସଂଖ୍ୟା, ଆଜି ୩୭୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୭୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୯ ଜଣ ଓ…