Browsing Category

Featured

କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ରାଶିଫଳ(୨୬-ଅକ୍ଟୋବର-ସୋମବାର-୨୦୨୦)

ମେଷ - ଆଜି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ ।ମନର ସରସତା ଉଭେଇ ଯାଇପାରେ । ଗୃହ ସମସ୍ୟା, ଗାଡିମୋଟର ସମ୍ପର୍କୀୟ ପ୍ରତିବନ୍ଧକ ଲାଗି ରହିବ ।…

ଖୁସି ଖବର: ରାଜ୍ୟରେ ଆଜି ୨୦୧୭ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୫ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୦୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ କରୋନା

ନୂଆଦିଲ୍ଲୀ, ୨୫ ।୧୦: ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟରେ ଲେଖିଛନ୍ତି ଯେ ସେ ସୁସ୍ଥ ଅନୁଭବ…

ପୁଣି ଭୁବନେଶ୍ୱରୁ ବାହାରିଲେ ୧୨୨ ପଜିଟିଭ୍

ଭୁବନେଶ୍ୱର,୨୫ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ…

ସିଂହଦ୍ବାର ସମ୍ମୁଖରେ ଜାରି ହେବ ୧୪୪

ପୁରୀ, ୨୫ ।୧୦(ଓଡିଶା ଭାସ୍କର) : କୋଭିଡ କଟକଣା ନେଇ ସିଂହଦ୍ବାର ସମ୍ମୁଖରେ ଜାରି ହେବ ୧୪୪ ଧାରା । ଶ୍ରୀକ୍ଷେତ୍ରରେ ୨୭ରେ ବିନା ଶ୍ରଦ୍ଧାଳୁରେ ଶ୍ରୀମନ୍ଦିର ସମ୍ମୁଖରେ ହେବ ଗୋଷାଣୀ ମେଳଣ । ମହାଦୀପ ଉଠିବା ପରେ ଗୋଟିଏ…

୨୯ରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର,୨୫ ।୧୦(ଓଡିଶା ଭାସ୍କର): ନିକଟରେ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଡିପ୍ରେସନ ଦୁର୍ବଳ ହୋଇଥିବା ବେଳେ ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ-କେନ୍ଦ୍ରୀୟ…