Browsing Category

Featured

ସଂସଦରେ ଓଡିଆ ସାଂସଦ ସଙ୍ଗୀତା ସିଂହଦେଓଙ୍କୁ ଆକ୍ରମଣ

ନୂଆଦିଲ୍ଲୀ,୩ ।୩: ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓଙ୍କୁ ସଂସଦରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆକ୍ରମଣ ନେଇ ନିଜେ ମୁହଁ ଖୋଲିଛନ୍ତି ସଙ୍ଗୀତା ସିଂହଦେଓ । ବିରୋଧୀ ଦଳର ଦୁଇ ମହିଳା ଯଥା ସାଂସଦ ରମ୍ୟା ହରିଦାସ…

ରାଜ୍ୟସଭା ନିର୍ବାଚନ ପାଇଁ ନିଯୁକ୍ତି

ଭୁବନେଶ୍ୱର,୩ ।୩(ଓଡିଶା ଭାସ୍କର): ରାଜ୍ୟସଭା ନିର୍ବାଚନ ପାଇଁ ଆଜି ନିଯୁକ୍ତି ହୋଇଛନ୍ତି ରିଟର୍ଣ୍ଣିଂ ଅଫିସର ଓ ପର୍ଯ୍ୟବେକ୍ଷକ । ରିଟର୍ଣ୍ଣିଂ ତଥା ପ୍ରିଜାଇଡିଂ ଅଫିସର ଭାବେ ନିଯୁକ୍ତ ହୋଇଛନ୍ତି ଦାଶରଥି ଶତପଥୀ ।…

ବସ୍ ଓଲଟି ଜଣେ ମୃତ, ୧୮ରୁ ଅଧିକ ଆହତ

ରାଉରକେଲା,୩ ।୩(ଓଡିଶା ଭାସ୍କର): ଓଲଟିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ବସଟି ରାଉରକେଲା ବୀରମିତ୍ରପୁର ଥାନା ଲାସେ ନିକଟସ୍ଥ ୧୪୩ ନମ୍ବର ଜାତୀୟ ରାଜପଥରେ ଓଲଟି ପଡିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଭାରତ ରଦ୍ଧ କଲା ୪ଟି ଦେଶର ଭିସା

ନୂଆଦିଲ୍ଲୀ,୩ ।୩: ଚୀନରେ ବ୍ୟାପୁଥିବା ମହାମାରୀ କରୋନା ଭାଇରସ୍ ଏବେ ଭାରତ ଉପରେ ନିଜର ପ୍ରଭାବ ପକାଇବାରେ ଲାଗିଲାଣି । ରାଜଧାନୀ ଦିଲ୍ଲୀ ଓ ତେଲେଙ୍ଗାନାରେ ୨ ଜଣ ସଂକ୍ରମିତ ରୋଗୀ ଚିହ୍ନଟ ହେବା ପରେ ନୋଏଡାରେ ଜଣେ ଓ…

୧୫୦୦କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩ା୩(ଓଡ଼ିଶା ଭାସ୍କର): ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଇଛନ୍ତି । ସେଠାରେ ପହଞ୍ଚି ୧୫ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ…

ପୁଲୱାମା ଆକ୍ରମଣ ଘଟଣାରେ ଆଉ ୨ ଗିରଫ

ଶ୍ରୀନଗର,୩ ।୩: ଜମ୍ମୁ-କାଶ୍ମୀରର ପୁଲୱାମାରେ ଗତବର୍ଷ ଫେବ୍ରୁଆରୀ ୧୪ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୪ ଜଣ ଭାରତୀୟ ଯବାନ ସହିଦ ହୋଇଥିଲେ । ଯାହାକୁ ନେଇ ଦେଶବାସୀ ସ୍ତବ୍ଧ ହୋଇଯିବା ସହ ପ୍ରତିଶୋଧରେ ନିଆଁରେ…