fbpx
Browsing Category

କରୋନା

କୋଭିଡ଼୍‌-୧୯ ଟେଷ୍ଟ କଲେ ମିଳିବ ପିଜା, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର) : ସିଡ୍‌ନୀରେ ଥିବା ଏକ ପିଜା ଦୋକାନ କୋଭିଡ଼୍‌ ପରୀକ୍ଷା କରିବାକୁ ଯାଇ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଥିବା ଲୋକଙ୍କୁ ମାଗଣାରେ ପିଜା ପ୍ରଦାନ କରୁଛି । ସିଡନୀରେ ଥିବା ଏହି ପିଜା…

ବ୍ଲାକ୍ ଫଙ୍ଗସ୍ ମୁକାବିଲା ପାଇଁ ରାଜ୍ୟମାନଙ୍କୁ ପଠାଗଲା ଅତିରିକ୍ତ ୨ ଲକ୍ଷ ଡୋଜ୍ ଭ୍ୟାକ୍ସିନ୍

ନୂଆଦିଲ୍ଲୀ: ବ୍ଲାକ ଫଙ୍ଗସ୍ ରୋଗୀଙ୍କ ପାଇଁ ସମସ୍ତ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଓ କେନ୍ଦ୍ରୀୟ ସଂସ୍ଥାମାନଙ୍କୁ ଅତିରିକ୍ତ ୨ ଲକ୍ଷ ଡୋଜ୍ ଭ୍ୟାକ୍ସିନ୍ ପଠାଯାଇଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସାର ଓ ରସାୟନ…

ଗର୍ଭବତୀମାନେ କେବେ କରୋନା ଟିକା ନେବା ଉଚିତ୍, ଜାଣନ୍ତୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡଲାଇନ୍

ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ବିଶ୍ୱର ସବୁଠାରୁ ଅଧିକ ଟିକାକରଣ ଦେଶ ମଧ୍ୟରେ ଭାରତ ପ୍ରଥମ ସ୍ଥାନ ଅଧିକାର କରିଛି । ଏହାରି ମଧ୍ୟରେ ଗର୍ଭବତୀ ମହିଳାଙ୍କ ଟିକାକରଣକୁ ନେଇ…

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୧୫ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ଯୋଦ୍ଧାଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତାର ହାତ ବଢ଼ାଇଛନ୍ତି । କୋଭିଡ୍-୧୯ରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ କରୁଣାକର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୧୫ ଲକ୍ଷ…

ଫୁସଫୁସକୁ ଆଟାକ୍ କରୁଛି ଡେଲଟା ପ୍ଲସ୍ ଭାରିଆଣ୍ଟ, ତୃତୀୟ ଲହରକୁ ନେଇ ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ: ବର୍ତ୍ତମାନ କରୋନା ଭାଇରସର ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ସାରା ଦୁନିଆରେ ଚର୍ଚ୍ଚା ଜାରି ରହିଛି । ଏହି ଭାରିଆଣ୍ଟ ଫୁସଫୁସର କୋଷିକାରେ ଅନ୍ୟ ଭାରିଆଣ୍ଟ ଅପେକ୍ଷା ଅଧିକ ମାତ୍ରାରେ ଲାଗି ରହିଥାଏ । ତେବେ…

ଦେଶରେ ମୃତ୍ୟୁସଂଖ୍ୟା ହଜାରେ ତଳେ, ପଜିଟିଭ୍ ୪୦ ହଜାର ତଳେ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…

ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଲା

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ସ୍ଥାଣୁ ଅବସ୍ଥାରେ ରହିବା ପରେ ଆଜି ତଳକୁ ଖସିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ…

ଆଜି ପୁଣି ରାଜ୍ୟରେ ୪୦ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୪୫ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୪୫ ହଜାର ୨୮୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୨୧ ଲକ୍ଷ ୮୩…

ରାଜ୍ୟର କରୋନା ଟ୍ରେଣ୍ଡକୁ ନଜରରେ ରଖି କେଉଁ ଜିଲ୍ଲାରୁ ଲକ୍‌ଡାଉନ୍‌ ହଟିବ, ଆଉ କେଉଁଠି ବଳବତ୍ତର ରହିବ: ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,(ଓଡ଼ିଶା ଭାସ୍କର): ଲକ୍‌ଡାଉନ୍‌ ପ୍ରସଙ୍ଗରେ ମନ୍ତବ୍ୟ ରଖିଛନ୍ତି ଡିଏମ୍‌ଇଟି ସିବିକେ ମହାନ୍ତି । ସେ କହିଛନ୍ତି ଯେ କିଛି ଜିଲ୍ଲାରେ ସଂକ୍ରମଣ ବଢୁଥିବା ବେଳେ ଅନ୍ୟ କିଛି ଜିଲ୍ଲାରେ କମୁଛି । ତେଣୁ କରୋନା…