Browsing Category

କରୋନା

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୧୫ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ଯୋଦ୍ଧାଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତାର ହାତ ବଢ଼ାଇଛନ୍ତି । କୋଭିଡ୍-୧୯ରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ କରୁଣାକର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୧୫ ଲକ୍ଷ…

ଫୁସଫୁସକୁ ଆଟାକ୍ କରୁଛି ଡେଲଟା ପ୍ଲସ୍ ଭାରିଆଣ୍ଟ, ତୃତୀୟ ଲହରକୁ ନେଇ ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ: ବର୍ତ୍ତମାନ କରୋନା ଭାଇରସର ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ସାରା ଦୁନିଆରେ ଚର୍ଚ୍ଚା ଜାରି ରହିଛି । ଏହି ଭାରିଆଣ୍ଟ ଫୁସଫୁସର କୋଷିକାରେ ଅନ୍ୟ ଭାରିଆଣ୍ଟ ଅପେକ୍ଷା ଅଧିକ ମାତ୍ରାରେ ଲାଗି ରହିଥାଏ । ତେବେ…

ଦେଶରେ ମୃତ୍ୟୁସଂଖ୍ୟା ହଜାରେ ତଳେ, ପଜିଟିଭ୍ ୪୦ ହଜାର ତଳେ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…

ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଲା

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ସ୍ଥାଣୁ ଅବସ୍ଥାରେ ରହିବା ପରେ ଆଜି ତଳକୁ ଖସିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ…

ଆଜି ପୁଣି ରାଜ୍ୟରେ ୪୦ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୪୫ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୪୫ ହଜାର ୨୮୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୨୧ ଲକ୍ଷ ୮୩…

ରାଜ୍ୟର କରୋନା ଟ୍ରେଣ୍ଡକୁ ନଜରରେ ରଖି କେଉଁ ଜିଲ୍ଲାରୁ ଲକ୍‌ଡାଉନ୍‌ ହଟିବ, ଆଉ କେଉଁଠି ବଳବତ୍ତର ରହିବ: ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,(ଓଡ଼ିଶା ଭାସ୍କର): ଲକ୍‌ଡାଉନ୍‌ ପ୍ରସଙ୍ଗରେ ମନ୍ତବ୍ୟ ରଖିଛନ୍ତି ଡିଏମ୍‌ଇଟି ସିବିକେ ମହାନ୍ତି । ସେ କହିଛନ୍ତି ଯେ କିଛି ଜିଲ୍ଲାରେ ସଂକ୍ରମଣ ବଢୁଥିବା ବେଳେ ଅନ୍ୟ କିଛି ଜିଲ୍ଲାରେ କମୁଛି । ତେଣୁ କରୋନା…

ଭାରତକୁ ଝଟକା: କୋଭିସିଲ୍ଡକୁ ଗ୍ରୀନ୍ ପାସେଜ୍ ଦେଲାନି ଇୟୁ

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଟିକାକରଣ କ୍ଷେତ୍ରରେ ଭାରତ ବିଶ୍ୱରେକର୍ଡ କରିଥିବା ବେଳେ ଦୁଇଟି ଭାରତୀୟ ଟିକା ନେଇଥିବା କୋଟି କୋଟି ଭାରତୀୟଙ୍କ ପାଇଁ ନୂଆ ସମସ୍ୟା ଦେଖାଦେଇଛି । ପୂର୍ବରୁ ଭାରତୀୟ ଟିକା କୋଭାକ୍ସିନକୁ…

ଆସନ୍ତାକାଲି ସରିଯିବ ଟିକା: କେନ୍ଦ୍ରକୁ ଅତିରିକ୍ତ ୬ ଲକ୍ଷ ଡୋଜ୍ କୋଭିସିଲ୍ଡ ମାଗିଲା ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ତୃତୀୟ ଲହରର ଓ ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ତେଣୁ କରୋନା ଟିକାକରଣର ସୁପରିଚାଳନା ନେଇ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି ।…

ରାଜ୍ୟରେ କୋହଳ ହେବ ’କରୋନା’ କଟକଣା! ଜାଣନ୍ତୁ କେମିତି…

ଭୁବନେଶ୍ଵର(ଓଡ଼ିଶା ଭାସ୍କର): କମିନି ସଂକ୍ରମଣ କି ହଟନି ଆଶଙ୍କା। କିନ୍ତୁ ମିଳିପାରେ କଟକଣାରୁ ଆଶ୍ଵସ୍ତି। ଏନେଇ ସଂକେତ ପ୍ରଦାନ କରିଛନ୍ତି ଡିଏମଇଟି ସିବିକେ ମହାପାତ୍ର। ରାଜ୍ୟରେ ଗୋଟିଏ ଥରରେ ସବୁ ଅଞ୍ଚଳରେ ମହାମାରୀ…