Browsing Category

କରୋନା

ନର୍ସଙ୍କ ପାଇଁ ମଲାୟାଲାମ୍ ବ୍ୟାନ୍ କରିବା ପରେ ବଢ଼ିଲା ବିବାଦ, ଜାଣନ୍ତୁ କଣ କଲେ ଦିଲ୍ଲୀ ସରକାର…

ନୂଆଦିଲ୍ଲୀ: ଏଣିକି କେବଳ ହିନ୍ଦୀ କିମ୍ବା ଇଂରାଜୀରେ କଥାବାର୍ତ୍ତା କର । ମଲୟାଲାମ କହିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଗୋବିନ୍ଦ ବଲ୍ଲଭ ପନ୍ତ ଇନଷ୍ଟିଚ୍ୟୁଟ୍ ଅଫ୍ ପୋଷ୍ଟ ଗ୍ରାଜୁଏଟ୍ ମେଡିକାଲ୍ ଏଜୁକେସନ୍ ଆଣ୍ଡ୍…

ଦେଶରେ କରୋନା ସଂକ୍ରମଣ ନିମ୍ନମୁଖୀ: ଆଜି ୨୬୭୭ ଜଣଙ୍କ ମୃତ୍ୟୁ, ୧.୧୪ ଲକ୍ଷ ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୬୭୭ ଜଣଙ୍କ…

କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର, (ଓଡିଶା ଭାସ୍କର): ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ପିଜିଟିଭ୍ ରିପୋର୍ଟ ଆସିବା ପରେ ସେ ରାଜଧାନୀ ଭୁବନେଶ୍ୱରର ସମ୍…

ହସ୍ପିଟାଲରେ ଭର୍ତ୍ତିହେଲେ ଅଭିନେତା ଦିଲ୍ଲୀପ କୁମାର

ମୁମ୍ବାଇ: ହିନ୍ଦୀ ଫିଲ୍ମ ଜଗତର ଭେଟରାନ ଅଭିନେତା ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଦିଲ୍ଲୀପଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।…

ଓଡ଼ିଶାରେ ହଟିବ ଲକଡାଉନ୍? ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଇ ପାରନ୍ତି ସରକାର

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କ୍ରମଶଃ କମିବାରେ ଲାଗିଛି । ଅପରପକ୍ଷେ ସରକାର ଟିକାକରଣକୁ ଜୋରଦାର କରିବାରେ ଲାଗିଛନ୍ତି । ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ୍ ଜାରି ରହିଛି । ତେବେ…

ଆସିଲା ୨ଲକ୍ଷରୁ ଅଧିକ ‘କୋଭିସିଲ୍ଡ’ ଟିକା, ୧୮-୪୪ବର୍ଗ ପାଇଁ ଦୂର ହେଲା ଟିକା ସଂକଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶାକୁ ଆସିଛି ଆଉ ୨ଲକ୍ଷ ୨୭ ହଜାର ୭୫୦ ଡୋଜ୍‌ କୋଭିସିଲ୍ଡ ଟିକା । ଶନିବାର ପୁନେସ୍ଥିତ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆରୁ ସ୍ୱତନ୍ତ୍ର ବିମାନ ଯୋଗେ ଏହି ଟିକା ଆସି…

ଆଜି ଓଡ଼ିଶାରୁ ୪୨ ଜଣ କରୋନାରେ ପ୍ରାଣ ହରାଇଲେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା…

ବଢ଼ିବାରେ ଲାଗିଛି କରୋନା: ଆଜି ରାଜ୍ୟରୁ ଚିହ୍ନଟ ହେଲେ ୭୦୦୨ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ…

୩୭.୩୫ ଲକ୍ଷରେ ପହଞ୍ଚିଲା ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୭ ଲକ୍ଷ ୩୫ ହଜାର ୯୯୦ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୩୭ ଲକ୍ଷ ୧୧…

ସୋମବାରଠୁ ଦିଲ୍ଲୀରେ ଆରମ୍ଭ ହେବ ଅନ୍‌ଲକ୍‌ ପ୍ରକ୍ରିୟା: ଗଢ଼ିବ ମେଟ୍ରୋ, ଯୁଗ୍ମ-ଅଯୁଗ୍ମ ଆଧାରରେ ଖୋଲିବ ବଜାର ଓ ମଲ୍

ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର) : କରୋନା ଭାଇରସ୍‌  ସଂକ୍ରମଣ ପ୍ରତିହତ କରିବା ଲାଗି ଏପ୍ରିଲ୍‌ ୧୯ ତାରିଖରୁ ଦିଲ୍ଲୀରେ ଜାରି ହୋଇଥିବା ‘ଲକ୍‌ଡାଉନ୍‌’କୁ ସୋମବାରଠାରୁ କୋହଳ କରାଯିବ । ତେବେ ଅନ୍ୟ କେତେକ କଟକଣା ଜାରି…