fbpx
Browsing Category

କରୋନା

ମାସ୍କ ନାହିଁ କି ସାମାଜିକ ଦୂରତା ନାହିଁ: ପୂର୍ବ ମନ୍ତ୍ରୀଙ୍କ ଅନ୍ତିମ ଯାତ୍ରାରେ କରୋନା ଗାଇଡଲାଇନକୁ ଫୁ’

ଭୋପାଳ: ଦେଶର କିଛି ଅଞ୍ଚଳରେ କରୋନା ପ୍ରଭାବ କମିଥିଲେ ବି ଏବେବି ଏହା ସମ୍ପୂର୍ଣ୍ଣ ରୂପେ ଶେଷ ହୋଇନି । କିନ୍ତୁ ଲୋକମାନେ ଏହାକୁ ଗୁରୁତର ସହ ନେଉନଥିବାରୁ କରୋନା ପୁଣି ଭୟାନକ ହେଉଛି । ସେପରି ଏକ ଘଟଣା ମଧ୍ୟପ୍ରଦେଶରେ…

ବିଦେଶୀ ଟିକା କମ୍ପାନିଙ୍କ ପାଇଁ କୋହଳ ହେଲା ନିୟମ, DCGIଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ(ଓଡ଼ିଶା ଭାସ୍କର): ଏଣିକି ଭାରତରେ ବିଦେଶୀ ଟିକା ଉପଲବ୍ଧ ହେବା ପାଇଁ ରାସ୍ତା ଆହୁରି ସହଜ ହୋଇଛି । ଦେଶର ସର୍ବୋଚ୍ଚ ଔଷଧ ସଂଞ୍ଚାଳନ ସଂସ୍ଥା DCGI ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।…

ଦ୍ୱିତୀୟ ଲହରରେ ୫୯୪ ଡାକ୍ତରଙ୍କ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ରାଜ୍ୟରୁ କେତେ?

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଯୋଗୁଁ ରୋଗୀଙ୍କ ସମତେ ଅନେକ ଡାକ୍ତରଙ୍କ ମୃତ୍ୟୁ ହୋଇଛି । କରୋନାର ଦ୍ୱିତୀୟ ଲହରରେ ଦେଶରେ ଅତି କମରେ ୫୯୪ ଡାକ୍ତରଙ୍କ ମୃତ୍ୟୁ ହୋଇଛି ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ ବା…

ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଟିକାକରଣ ଆରମ୍ଭ

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଆପୋଲୋ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଥିବା ସୂଚନା…

କଟକଣା ତାଲା ଖୋଲିବ କେମିତି? ICMR ମହାନିର୍ଦ୍ଦେଶକ ରଖିଲେ ୩ ସର୍ତ୍ତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ମହାମାରୀର ଦ୍ୱିତୀୟ ତରଙ୍ଗରେ କଲବଲ ହେଉଛି ଦେଶ । ଏଥିପାଇଁ କେନ୍ଦ୍ର ସରକାରଙ୍କ ଗାଇଡ୍ ଲାଇନ୍ ସମେତ ବିଭିନ୍ନ ରାଜ୍ୟ ସରକାର ଲଗାଇଛନ୍ତି କଡ଼ା କଟକଣା । ପ୍ରାୟତଃ ସବୁ ରାଜ୍ୟ ସରକାର…

ଲକଡାଉନରେ ସରିଗଲା ରୋଗଗ୍ରସ୍ତ ପୁଅର ଔଷଧ: ସାଇକେଲରେ ତିନି ଦିନ ଧରି ୩୦୦ କିଲୋମିଟର ଯାତ୍ରା କଲେ ଯୁବକ

ମସୁର: କର୍ଣ୍ଣାଟକର ମୈସୁରରେ ଏକ ଦୁଃଖଦ ତଥା ଭାବପ୍ରବଣାତ୍ମକ ଘଟଣା ସାମନାକୁ ଆସିଛି । ଜଣେ ରୋଗ ଜର୍ଜରିତ ପୁତ୍ର ପାଇଁ ଜଣେ ମଜଦୁଦ ତଥା ଗରିବ ପିତାର ତ୍ୟାଗର କାହାଣୀ ଦେଖିବାକୁ ମିଳିଛି । କରୋନାର ଦ୍ୱିତୀୟ ଲହରରେ…

ଦେଶରେ ପୁଣି ବଢ଼ିଲା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା, ଆଜି ୩୨୦୭ ଜଣଙ୍କ ପ୍ରାଣହାନୀ

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା କମିଆସୁଥିବା ବେଳେ ଆଜି ପୁଣି ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୨୦୭ ଜଣଙ୍କ ମୃତ୍ୟୁ…

ଓଡ଼ିଶାରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ୮୩୯୯ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୧୧୦୨ ଆକ୍ରାନ୍ତ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ…

ରାଜ୍ୟରେ ରେକର୍ଡ ସୃଷ୍ଟି କଲା କରୋନା: ଆଜି ସର୍ବାଧିକ ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୮୩୧କୁ…

ରକ୍ତଦାନ ଶିବିରରୁ ସୁର ସ୍ପ୍ରେଡର ଆଶଙ୍କା ! ଆୟୋଜକ କରୋନ ପଜିଟିଭ ଚିହ୍ନଟ, କାର୍ଯ୍ୟକ୍ରମରେ ଯୋଗଦେଥିଲେ ଲୋଇସିଂହା ବିଧାୟକ

ବଲାଙ୍ଗୀର(ଓଡ଼ିଶା ଭାସ୍କର): ମୋଦି ସରକାରଙ୍କ ୭ ବର୍ଷ ପୂର୍ତ୍ତିକୁ ବିଜେପି ଦଳ ତରଫରୁ ସେବା ସପ୍ତାହ ଦିବସ ପାଳନ କରାଯାଉଛି । ମହାମାରୀ ସମୟରେ ଦେଶର ଅନ୍ୟତମ ସର୍ବ ବୃହତ ରାଜନୈତିକ ଦଳ ସେବା ପାଇଁ ଆଗେଇ ଆସିବା…