Browsing Category
କରୋନା
ଓଡିଶାରେ ପୁଣି ବଢିଲା ସଂକ୍ରମଣ: ଆଜି ୯,୫୪୧ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ପୁଣି ଉପରମୁହାଁ ହେବାରେ ଲାଗିଛିି । ଗତ ୨୪ ଘଣ୍ଟା ରାଜ୍ୟରେ ୯ ହଜାର ୫୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫ ହଜାର ୩୪୩ ଜଣ…
କରୋନା ମୃତ୍ୟୁସଂଖ୍ୟା ୩୫ ଲକ୍ଷ ୪୭ ହଜାର ଟପିଲା
ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫ ଲକ୍ଷ ୪୭ ହଜାର ୮୭୩ ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୬ ଲକ୍ଷ ୧୦…
ଆହୁରି ୭ ଦିନ ବଢିଲା ଲକ୍ଡାଉନ୍, ମେ’ ୩୧ରେ ଶେଷ ହୋଇଥାନ୍ତା ତାଲାବନ୍ଦ
ପାଣାଜୀ (ଓଡ଼ିଶା ଭାସ୍କର): ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗୋଟିଏ ପରେ ଗୋଟିଏ ରାଜ୍ୟ ଲକ୍ଡାଉନ ଅବଧିକୁ ବୃଦ୍ଧି କରିବାରେ ଲାଗିଛନ୍ତି । ଏହି ତାଲିକାରେ ଏବେ ଗୋଆ ଯୋଡ଼ି ହୋଇଯାଇଛି । ଗୋଆ ମୁଖ୍ୟମନ୍ତ୍ରୀ…
୫ ହଜାର ‘ଟୁ-ଡିଜି’ ଔଷଧର ଅର୍ଡର ଦେଲେ ଓଡ଼ିଶା ସରକାର, ଖୁବଶୀଘ୍ର ରାଜ୍ୟକୁ ମିଳିବ
ଭୁବନେଶ୍ୱର,(ଓଡ଼ିଶା ଭାସ୍କର): କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଡର ଦିଆଯାଇଛି । ୫ ହଜାର ସ୍ୟାଚେଟ୍ ଟୁ- ଡିଜି ମେଡିସିନ୍ ପାଇଁ ଅର୍ଡର ଦିଆଯାଇଛି ବୋଲି ଶନିବାର ସ୍ୱାସ୍ଥ୍ୟ…
ମାନିଲେନି କରୋନା କଟକଣା, କାନଧରି ହେଲେ ଉଠବସ୍
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାମାରୀ କରୋନା ସଂକ୍ରମଣ ବୃଦ୍ଧିକୁ ନେଇ ସାରା ଦେଶରେ କଡ଼ା କଟକଣା ବଳବତ୍ତର ରହିଛି । ଅନେକ ସ୍ଥାନରେ ଲକଡାଉନ ସହ ସପ୍ତାହନ୍ତ ଶଟଡାଉନ ଜାରି ରହିଛି । କିନ୍ତୁ ସାଧାରଣ ଜନତାଙ୍କ ଭଲ ପାଇଁ…
ବଢ଼ିଲା ଲକଡାଉନ୍, ୯ ତାରିଖ ଯାଏଁ କଟକଣା; ଜାଣନ୍ତୁ କେଉଁଠି …
ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ନେଇ ଦେଶର ବିଭିନ୍ନ ରାଜ୍ୟ ସରକାର ଗଭୀର ଚିନ୍ତାରେ ପଡ଼ିଛନ୍ତି । କେନ୍ଦ୍ର ସରକାରଙ୍କ ଗାଇଡ୍ ଲାଇନ୍ ସହିତ କେତେକ ରାଜ୍ୟ ସରକାର ମଧ୍ୟ ସ୍ଥାନୀୟ ସ୍ଥିତିକୁ ଅନୁଧ୍ୟାନ କରି କଡ଼ାକଡ଼ି…
ଉହାନ୍ ଲ୍ୟାବରୁ ହିଁ ସୃଷ୍ଟି ହୋଇଥିଲା କରୋନା ଭାଇରସ୍, ମିଳିଲା ୟୁନିକ୍ ଫିଙ୍ଗରପ୍ରିଣ୍ଟ୍, ଜାଣନ୍ତୁ ନୂଆ ଅଧ୍ୟୟନର ଦାବି…
ନୂଆଦିଲ୍ଲୀ: କରୋନା ଭାଇରସର ଉତ୍ପତ୍ତିକୁ ନେଇ ସନ୍ଦେହଘେରରେ ରହିଥିବା ଚୀନର ଅସଲ ରୂପ ଖୁବ୍ ଶୀଘ୍ର ବିଶ୍ୱ ସାମ୍ନାକୁ ଆସିବ । ମହାମାରୀ ଭୂତାଣୁର ସୃଷ୍ଟିକୁ ନେଇ ଯାଞ୍ଚ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ଆମେରିକା ଓ…
ସରକାରଙ୍କ ଅପାରଗତା ହିଁ ଦେଶରେ ଅକ୍ସିଜେନ୍ ସଙ୍କଟର ମୁଖ୍ୟ କାରଣ, କେନ୍ଦ୍ର ଉପରେ ବର୍ଷିଲେ ପ୍ରିୟଙ୍କା
ନୂଆଦିଲ୍ଲୀ: କରୋନା ଭାଇରସ୍ ସଂକ୍ରମଣର ଦ୍ୱିତୀୟ ଲହରରେ ଦେଶରେ ସୃଷ୍ଟି ହୋଇଥିବା ଅକ୍ସିଜେନ୍ ସଙ୍କଟକୁ ନେଇ କେନ୍ଦ୍ର ଉପରେ ବର୍ଷିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା । ପ୍ରିୟଙ୍କା କହିଛନ୍ତି ଯେ,…
ତୃତୀୟ ଲହରରେ ଦିଲ୍ଲୀରେ ପ୍ରତିଦିନ ସାମ୍ନାକୁ ଆସିବ ୪୫୦୦୦ କେସ ! ହାଇକୋର୍ଟକୁ ରିପୋର୍ଟ ଦେଲା ଦିଲ୍ଲୀ IIT
ନୂଆଦିଲ୍ଲୀ : କରୋନା ଭାଇରସର ଦ୍ୱିତୀୟ ଲହର ପରେ ବିଶେଷଜ୍ଞ ଦେଶରେ ତୃତୀୟ ଲହର ଆସିବା ନେଇ ଚେତାବନୀ ଦେଇ ସାରିଛନ୍ତି । ଏପରିକି ତୃତୀୟ ଲହରରେ ସ୍ଥିତି ଆହୁରି ଭୟାବହ ହୋଇପାରେ ବୋଲି ସତର୍କ କରାଇ ଦେଇଛନ୍ତି। ଏହି…
ବ୍ରିଟେନରେ ପୁଣି ଥରେ ମୁଣ୍ଡ ଟେକିଲା କରୋନା ସଂକ୍ରମଣ, ବଢିଲା ତୃତୀୟ ଲହରର ବିପଦ
ଲଣ୍ଡନ : ବ୍ରିଟେନରେ କରୋନାର ତୃତୀୟ ଲହରର ବିପଦ ଘନେଇବାରେ ଲାଗିଛି। ଶୁକ୍ରବାର ଦେଶରେ ୪୧୮୨ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ଦୁଇ ମାସରେ ଆଜିର କେସ୍ ସର୍ବାଧିକ ରହିଛି । ପୁଣି ଥରେ ସଂକ୍ରମଣ ମୁଣ୍ଡ…