Browsing Category
କରୋନା
ଘାତକ ହ୍ୱାଇଟ୍ ଫଙ୍ଗସ୍, ମହିଳାଙ୍କ ଅନ୍ତଃନଳୀରେ ହୋଇଗଲା ଛିଦ୍ର
ନୂଆଦିଲ୍ଲୀ: କରୋନା ମହାମାରୀ ଆତଙ୍କ ଭିତରେ ସମ୍ପ୍ରତି ଦେଶକୁ ଘାରିଛି ଫଙ୍ଗସ୍ ଭୟ । ବ୍ଲାକ୍ ଫଙ୍ଗସ୍ ପରେ ପରେ ହ୍ୱାଇଟ୍ ଫଙ୍ଗସ୍ ପାଇଁ ବିଶେଷଜ୍ଞଙ୍କ ଚିନ୍ତା ବଢ଼ି ଯାଇଛି । ବ୍ଲାକ୍ ଫଙ୍ଗସ୍ କୁ ସରକାର ମହାମାରୀ ଘୋଷଣା…
ତୃତୀୟ ରାଜ୍ୟ ଭାବେ ଭ୍ୟାକ୍ସିନ ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇଲା ପଞ୍ଜାବ
ଚଣ୍ଡିଗଡ: ଭ୍ୟାକ୍ସିନ ଅଭାବ ପରେ ଭ୍ୟାକ୍ସିନ ସାର୍ଟିଫିକେଟରେ ଫଟୋ ଲଗାଇବା ନେଇ ରାଜନୀତି ଜୋର ଧରିଛି । ଝାଡଖଣ୍ଡ ଓ ଛତିଶଗଡ ପରେ ଏବେ ପଞ୍ଜାବ ସରକାର କୋଭିଡ୍-୧୯ ଟିକାକରଣରେ ଲୋକଙ୍କୁ ଦେଉଥିବା ସାର୍ଟିଫିକେଟରୁ…
ଦେଶରେ ଦିନକରେ ୩,୮୪୭ ଜୀବନ ନେଲା କରୋନା
ନୂଆଦିଲ୍ଲୀ: ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୫ ହଜାର ୨୩୫କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଇଛି ୩,୮୪୭ ଜଣଙ୍କ ଜୀବନ । ଦେଶରେ ଦିନକରେ ୨ ଲକ୍ଷ ୧୧ ହଜାର ୨୯୮ କୋରୋନାରେ ଆକ୍ରାନ୍ତ…
କରୋନାରେ ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ
କଟକ: ରାଜ୍ୟରେ ଏବେ କରୋନା ସଂକ୍ରମଣ ପୂର୍ବ ଅପେକ୍ଷା ହ୍ରାସ ପାଇଥିଲେ ବି ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଥିରେ ଅନେକ ରାଜନେତା ଓ ସେଲିବ୍ରିଟମାନଙ୍କ ଜୀବନ ଚାଲିଯାଇଥିବା ବେଳେ ଲକ୍ଷ ଲକ୍ଷ ଲୋକେ ଏବେ ବି…
ଓଡ଼ିଶାରୁ ଆଉ ୩୪ ଜୀବନ ନେଲା ମହାମାରୀ, ଅନୁଗୁଳରୁ ସର୍ବାଧିକ
ଭୁବନେଶ୍ବର (ଓଡ଼ିଶା ଭାସ୍କର): ଓଡ଼ିଶା କରୋନା ଗ୍ରାଫ୍ ତଳମୁହାଁ ହୋଇଥିବା ବେଳେ ରେକର୍ଡ ଭାଙ୍ଗୁଛି ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୪ ଜୀବନ ନେଲା ମହାମାରୀ କରୋନା । ରାଜ୍ୟରେ କୋଭିଡ ମୃତ୍ୟୁ…
ଓଡିଶାରେ କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟା ମଧ୍ୟରେ ୬ହଜାର ୭୩୬ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର(ଓଡିଶା ଭାସ୍କର): ୟଶ୍ ପ୍ରଭାବରେ କରୋନା ଗ୍ରାଫ୍ ତଳମୁହାଁ ହୋଇଛି । ଗତ ୨୪ ଘଣ୍ଟା ରାଜ୍ୟରେ ୬ ହଜାର ୭୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩ ହଜାର ୭୭୪ ଜଣ ଓ ସ୍ଥାନୀୟ…
ଆଜିଠୁ ସ୍ୱାଭାବିକ ହେବ ଟିକାକରଣ ପ୍ରକିୟା, ୨୭ ଓ ୨୮ରେ ପାଇଁ ସ୍ଳଟ୍ ବୁକ୍ କରିଥିଲେ ପୂର୍ବ ଧାର୍ଯ୍ୟ ସମୟ ଓ ସ୍ଥାନ ଅନୁଯାୟୀ ନେବେ ଟିକା
ଭୁବନେଶ୍ୱର (ଓଡ଼ିଶା ଭାସ୍କର): ବାତ୍ୟା ପାଇଁ ବୁଧବାର ଦିନ ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ଟିକାକରଣ ବନ୍ଦ ରହିଥିବା ବେଳେ ଗୁରୁବାର ଓ ଶୁକ୍ରବାର ସ୍ୱାଭାବିକ ଭାବେ ଟିକାଦାନ କାର୍ଯ୍ୟ ହେବ । ବିଏମ୍ସି ପକ୍ଷରୁ ଏହି…
ଝାରପଡ଼ା ଜେଲରେ ସ୍ଥିତି ଅଣଆୟତ, ପୁଣି ୨୧ କଏଦୀ କରୋନା ପଜିଟିଭ
ଭୁବନେଶ୍ବର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପମୁହାଁ ଥିବା ବେଳେ ମୃତକଙ୍କ ସଂଖ୍ୟାକୁ ନେଇ ମଧ୍ୟ ଚିନ୍ତା ବଢ଼ିବାରେ ଲାଗିଛି । ଏହି ସମୟରେ ବିଭିନ୍ନ ଜେଲ ରେ ମଧ୍ୟ କରୋନା ମହାମାରୀ କାୟା ବିସ୍ତାର…
କରୋନା ମୃତ୍ୟୁସଂଖ୍ୟା ୩୫ ଲକ୍ଷ ୧୧ ହଜାର ଟପିଲା
ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫ ଲକ୍ଷ ୧୧ ହଜାର ୭୩୯ ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୯୦ ଲକ୍ଷ ୬୭…
କରୋନା ପରେ ଚିନ୍ତା ବଢ଼ାଉଛି ଫଙ୍ଗସ୍ : ଦେଶରେ ୧୧ ହଜାରରୁ ଉର୍ଦ୍ଧ୍ବ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ, ଗୁଜୁରାଟରେ ସର୍ବାଧିକ…
ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଭାରତରେ ୧୧,୭୧୭ରେ ପହଞ୍ଚିଲା ବ୍ଲାକ ଫଙ୍ଗସ ରୋଗୀଙ୍କ ସଂଖ୍ୟା । ସରକାରୀ ତଥ୍ୟ ଅନୁଯାୟୀ ଗୁଜୁରାଟ, ମହାରାଷ୍ଟ୍ର ଏବଂ ଆନ୍ଧ୍ର୍ରଦେଶରେ ମ୍ୟୁକରମାଇକୋସିସ୍ କିମ୍ବା ବ୍ଲାକ୍ ଫଙ୍ଗସ୍ …