Browsing Category
କରୋନା
କରୋନା ମୃତ୍ୟୁସଂଖ୍ୟା ୩୪ ଲକ୍ଷ ୬୮ ହଜାର ଟପିଲା
ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୪ ଲକ୍ଷ ୬୮ ହଜାର ୪୧ ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୭୦ ଲକ୍ଷ ୨୯…
ଭ୍ୟାକ୍ସିନ ନେବା ପରେ ସିଗାରେଟ୍ ମନା, ଧୂମ୍ରପାନ କଲେ ଶରୀରରେ ଦେଖାଦେବ ଅନେକ ସମସ୍ୟା
ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): କୋଭିଡ଼୍-୧୯ର ଦ୍ୱିତୀୟ ଚରଣ ଉପରେ ଅଙ୍କୁଶ ଲଗାଇବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଜାରି ହୋଇଥିବା ନିର୍ଦ୍ଦେଶାନୁସାରେ ୧ ମେ ରୁ ୧୮ ବର୍ଷରୁ ଉଦ୍ଧ୍ୱର୍ ପିଲା ଓ ଲୋକମାନଙ୍କୁ କରୋନା…
ଖୁସି ଖବର : ଓଡ଼ିଶାରେ ଆଜି ୧୦, ୬୦୧ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୦ ହଜାର ୬୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…
ଭୁବନେଶ୍ୱରରୁ ୧,୦୭୬ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ଆଜି ୧,୦୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୮…
ଦେଶରେ ପ୍ରାୟ ୯ ହଜାର ବ୍ଲାକ୍ ଫଙ୍ଗସ୍ ଆକ୍ରାନ୍ତ ଚିହ୍ନଟ, କେନ୍ଦ୍ରମନ୍ତ୍ରୀ ଦେଲେ ତାଲିକା
ନୂଆଦିଲ୍ଲୀ: ମହାମାରୀ କରୋନାର କାୟା ବିସ୍ତାର ଓ ପ୍ରକୋପ କମିନାହିଁ । ଏହି ଭୂତାଣୁର ଦ୍ୱିତୀୟ ତରଙ୍ଗରେ ଦେଶ କଲବଲ ହୋଇପଡ଼ିଛି । ଏଭଳି ସ୍ଥିତିରେ ଆଉ ଏକ ମହାମାରୀ ବ୍ୟାପିବାରେ ଲାଗିଛି । ବ୍ଲାକ୍ ଫଙ୍ଗସ୍ ପାଇଁ ସମଗ୍ର…
ଡିଆରଡିଓ ପ୍ରସ୍ତୁତ କଲା ଆଣ୍ଟି ବଡି ଟେଷ୍ଟିଂ କିଟ୍ ‘ଡିପ୍କୋଭାନ୍’, ଜୁନ୍ ମାସରେ ବଜାରରକୁ ଆସିବ ଏହି କିଟ୍
ନୂଆଦିଲ୍ଲୀ, ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଥିବା ବେଳେ କରୋନା ପରୀକ୍ଷା ବିଳମ୍ବିତ ନେଇ ଅନେକ ଅଭିଯୋଗ ହେଉଛି । ଏପରି ସ୍ଥିତିର ମୁକାବିଲା ପାଇଁ ଭାରତୀୟ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ…
ଉପକାରାଗାରେ ଫୁଟିଲା କରୋନା ବୋମା, ୮୩ ଜଣ ଅନ୍ତେବାସୀ କରୋନା ପଜିଟିଭ
ପଦ୍ମପୁର ୨୨/୦୫ : ଝାରପଡା ଜେଲ ପରେ ପଦ୍ମପୁର ଉପକାରାଗାରେ ଫୁଟିଲା କରୋନା ବୋମା । ଗୋଟିଏ ଦିନରେ ୮୩ ଜଣ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ହୋଇଥିବା ଅନ୍ତେବାସୀଙ୍କ ମଧ୍ୟରୁ ୫ ଜଣଙ୍କୁ…
ଟିକାକରଣ ବୃଦ୍ଧି ପାଇଁ ମୋଦୀଙ୍କୁ ବାଟ ବତାଇଲେ କେଜ୍ରିୱାଲ୍
ମେ ମାସରେ ଦିଲ୍ଲୀକୁ ମିଳିଛି ମାତ୍ର ୧୬ ଲକ୍ଷ ଡୋଜ୍
ଆଉ ନାହାନ୍ତି ଯୁବ ସମାଜସେବୀ ସମ୍ବିତ୍ ନନ୍ଦ
କଟକ(ଓଡ଼ିଶା ଭାସ୍କର): ସବୁ ଉଦ୍ୟମ ବିଫଳ ହେଲା । ଶେଷରେ ଆଖିବୁଜି ଦେଲେ ସମ୍ବିତ୍ । ଲଙ୍ଗ୍ସ ସଂକ୍ରମଣ ହୋଇ କଟକର ଏକ ମେଡିକାଲ୍ ରେ ସେ ଭର୍ତ୍ତି ହୋଇଥିଲେ । ଏପରିକି ତାଙ୍କୁ ଉଚ୍ଚତମ ଚିକିତ୍ସା ସେବା ଯୋଗାଇ ଦେବାକୁ…
ମୋ’ ପୁଅର ଜୀବନ ରକ୍ଷାକର… ଗୁହାରୀ କଲେ ପୂର୍ବତନ ବିଧାୟକ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁଅ ପଡ଼ିଛି ଡାକ୍ତରଖାନା ବେଡ୍ ରେ । ଲଙ୍ଗ୍ସ ସଂକ୍ରମଣ ଜନିତ ସମସ୍ୟା ଯୋଗୁଁ ତାଙ୍କର ଶ୍ୱାସକ୍ରିୟାରେ ଉପୁ୍ଜିଛି ଗଭୀର ସମସ୍ୟା । ଶରୀରକୁ ଆବଶ୍ୟକ ଅମ୍ଳଜାନର ପ୍ରାକୃତିକ ପ୍ରକ୍ରିୟାରେ…