fbpx
Browsing Category

କରୋନା

ଦିନକରେ ୪ ହଜାର ୧୨୦ ମୃତ

ନୂଆଦିଲ୍ଲୀ, ୧୩।୫ : ଦେଶରେ କରୋନା ମୃତକ ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୨୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୫୮ ହଜାର ୩୧୭କୁ…

ଓଡିଶାରେ ୧୯ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩ ।୫(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୩ ଲକ୍ଷ ୪୪ ହଜାର ପାର

ନୂଆଦିଲ୍ଲୀ, ୧୩ ।୫ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୩ ଲକ୍ଷ ୪୪ ହଜାର ୭୪୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ…

ଓଡିଶାରେ ଆଜି ୧୦,୬୪୯ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୨ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ରାଜ୍ୟରେ ସଂକ୍ରମଣ ସଂଖ୍ୟା ପୁଣି ୧୦ ହଜାର ଟପିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୦ ହଜାର ୬୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…

କରୋନାରେ ସଂକ୍ରମିତ ହୋଇଥିଲେ ଖାଆନ୍ତୁ ଏହି ଖାଦ୍ୟ

ସାରା ଦେଶରେ କରୋନା ମହାମାରୀ ବଢିବଢି ଚାଲିଛି । ଏହି ସମୟରେ ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦେବା ପାଇଁ କରୋନା ବାଧ୍ୟ କରିଛି । ଯଦି ଆପଣ କରୋନାରେ ସଂକ୍ରମିତ ହୋଇଛନ୍ତି, ତେବେ ଏହି ଖାଦ୍ୟ ଉପରେ ବିଶେଷ ଧ୍ୟାନ ଦିଅନ୍ତୁ…

କେନ୍ଦ୍ରକୁ ୨୫ ଲକ୍ଷ ଟିକା ମାଗିଲେ ନବକିଶୋର

ଭୁବନେଶ୍ୱର,୧୨ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ଟିକାକରଣକୁ ଗୁରୁତ୍ଵ ଦିଆଯାଇଛି । ଏହାରି ମଧ୍ୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନଙ୍କ ସହ ଆଲୋଚନା କରିଛନ୍ତି…

ଖୁସି ଖବର : ଓଡ଼ିଶାରେ ଆଜି ୮୫୪୭ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୨।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮୫୪୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…

ଡରାଉଛି ବ୍ଲାକ ଫଙ୍ଗସ୍

ନୂଆଦିଲ୍ଲୀ, ୧୨/୦୫: ଦେଶରେ କରୋନାକୁ ନେଇ ଚିନ୍ତା ଜାରି ଥିବାବେଳେ ଏବେ ପୁଣି ବ୍ଲାକ ଫଙ୍ଗସ୍, ବେଡି ଉପରେ କୋରଡା ସଦୃଶ ଭଳି ମନେ ହେଉଛି । ବ୍ଲାକ ଫଙ୍ଗସ ଯୋଗୁଁ ଅନେକ ଲୋକେ ମୃତ୍ୟୁ ମୁଖରେ ପଡୁଛନ୍ତି । କରୋନା ଲକ୍ଷଣ…

‘କରୋନାକୁ ହାଲକାରେ ନିଅନ୍ତୁ ନାହିଁ..’, ଦିଲ୍ଲୀର ଗର୍ଭବତୀ ମହିଳାଙ୍କ ଶେଷ ଭିଡିଓ ଭାଇରାଲ୍

ନୂଆଦିଲ୍ଲୀ,୧୨ ।୫: କରୋନାକୁ ନେଇ ସବୁଆଡେ ହାହାକାର ସୃଷ୍ଟି ହୋଇଛି । ଅନେକ ଲୋକଙ୍କର କରୋନା ଯୋଗୁଁ ମୃତ୍ୟୁ ହେଉଥିବା ବେଳେ ଆଜି ବି କିଛି ଲୋକ ଲୋକେ ଏହାକୁ ହାଲକାରେ ନେଉଛନ୍ତି । ଏହାରି ମଧ୍ୟରେ ଦିଲ୍ଲୀରେ ଜଣେ…

ଭୁଲରେ ମହିଳାଙ୍କୁ ଫାଇଜର୍ ଟିକାର ୬ ଡୋଜ୍ ଦେଇ ଦେଲେ ନର୍ସ, ଆଉ ତାପରେ….

ଇଟାଲୀ, ୧୧/୦୫ (ଓଡିଶା ଭାସ୍କର) : କରୋନା ମହାମାରୀ ପାଇଁ ସାରା ବିଶ୍ୱରେ ଏବେ ଟିକାକରଣକୁ ଅଧିକ ପ୍ରାଧାନ୍ୟ ଦିଆଯାଉଛି । ପ୍ରତିଟି ନାଗରିକ ଏବେ ଟିକାକରଣ ପ୍ରକ୍ରିୟାରେ ଭାଗ ନେଉଛନ୍ତି । ଏହି ପରିପ୍ରେକ୍ଷୀରେ ଇଟାଲୀର…