Browsing Category

ସ୍ୱାସ୍ଥ୍ୟ

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ସତର୍କ କଲେ କେନ୍ଦ୍ର ସରକାର: କରୋନା ସ୍ଥିତି ଅନୁଧ୍ୟାନ ପରେ ଲକ୍‌ଡାଉନ୍‌ କଟକଣା କୋହଳ କର, ୫ ସୂତ୍ରୀ…

ନୂଆଦିଲ୍ଲୀ,(ଓଡ଼ିଶା ଭାସ୍କର): କରୋନା ସଂକ୍ରମଣ ହାର ଦିନକୁ ଦିନ କମ୍‌ ହେଉଥିବାରୁ ପର୍ଯ୍ୟାୟକ୍ରମେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରୁଛନ୍ତି ବିଭିନ୍ନ ରାଜ୍ୟ । ହେଲେ ଏହି ଅନଲକ୍‌ ପ୍ରକ୍ରିୟାକୁ ନେଇ ଶନିବାର ରାଜ୍ୟ ଓ…

୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର ଆସିବା ନିଶ୍ଚିତ : ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,(ଓଡ଼ିଶା ଭାସ୍କର): ମହାମାରୀ କରୋନା ସଂକ୍ରମଣର ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ନୂଆଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆର‌୍ୟୁବିଜ୍ଞାନ ସଂସ୍ଥାନ (ଏମ୍ସ) ମୁଖ୍ୟ ଡା. ରଣଦୀପ…

କରୋନାର ଡେଲ୍ଟା ଭାରିଆଣ୍ଟ ବଢାଇଲା ଚିନ୍ତା, ଦେଶରେ ୬ଟି ଡେଲ୍ଟା ପ୍ଲସ୍‌ ଭୂତାଣୁ ଚିହ୍ନଟ

ନୂଆଦିଲ୍ଲୀ/ଭୁବନେଶ୍ୱର, (ଓଡ଼ିଶା ଭାସ୍କର): କରୋନା ଭାରିଏଣ୍ଟ ଡେଲ୍ଟା ପ୍ଲସ୍‌କୁ ନେଇ ଏବେ ସମଗ୍ର ଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନାର ଦ୍ୱିତୀୟ ଲହର ସାମାନ୍ୟ ଥମିଥିବା ବେଳେ ପୁଣି ଥରେ କରୋନାର ନୂଆ…

ଆରପାରିରେ ତପୁ ମିଶ୍ର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଉ ନାହାନ୍ତି ଓଡ଼ିଶାର ଅନ୍ୟତମ ଖ୍ୟାତାନାମା କଣ୍ଠଶିଳ୍ପୀ ତପୁ ମିଶ୍ର। କରୋନା ସହ ଗତ ମେ ମାସରୁ ସଂଘର୍ଷ କରି କରି ଶନିବାର ରାତି ୧୧ଟା ୧୫ ବେଳକୁ ସେ ସବୁଦିନ ପାଇଁ ଆଖି ବୁଜିଦେଲେ।…

୨୦୦ ବେଡର କୋଭିଡ ହସ୍ପିଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଏହାର ମୁକାବିଲା ପାଇଁ ଆଂଶିକ ଲକଡାଉନ୍ ଜାରି ହୋଇଛି । ଏହାରି ମଧ୍ୟରେ ଭବାନୀପାଟଣାରେ ୨୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ…

ଖୁସି ଖବର: ଓଡ଼ିଶାରୁ ଆଜି ୫ ହଜାର ୨୮୧ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୫ ହଜାର ୨୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା…

ଲକଡାଉନକୁ ସମ୍ପୂର୍ଣ୍ଣ ରୂପେ ହଟାଇଲେ ତେଲଙ୍ଗାନା ସରକାର

ହାଇଦ୍ରାବାଦ: ଅନେକ ଦିନର ବ୍ୟବଧାନ ପରେ ଲକଡାଉନକୁ ସମ୍ପୂର୍ଣ୍ଣ ରୂପେ ହଟାଇଛନ୍ତି ତେଲେଙ୍ଗାନା ସରକାର | କୋଭିଡର ଦ୍ଵିତୀୟ ଲହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ହୋଇଥିବା ବେଳେ ଏହାକୁ ନଜରରେ ରଖି ତେଲେଙ୍ଗାନା…

ସାବରମତୀ ନଦୀରେ କରୋନା ଭାଇରସ୍ ଚିହ୍ନଟ ପରେ ମିଳିଲା ଅନେକ ସଂଖ୍ୟାରେ ମୃତ ମାଛ, ଲୋକେ ଭୟଭୀତ

ଅହମଦାବାଦ୍: ସାବରମତୀ ନଦୀର ପାଣିରେ କିଛି ଦିନ ହେବ କରୋନା ଭାଇରସ୍ ଚିହ୍ନଟ ହେବା ପରେ ନଦୀରେ ମୃତ ମାଛଙ୍କ ସଂଖ୍ରା ବଢ଼ିଚାଲିଛି । ଯାହାପରେ ଲୋକ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଛି । ହେଲେ ମାଛ ମାନଙ୍କ ମରିବାର…

ଆଗାମୀ ୬ରୁ ୮ ସପ୍ତାହ ମଧ୍ୟରେ ଆସିପାରେ କରୋନାର ତୃତୀୟ ଲହର: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ : କରୋନାର ଦ୍ୱିତୀୟ ଲହରର ପ୍ରକୋପ ଏବେବି ଜାରି ରହିଥିବା ବେଳେ ତୃତୀୟ ଲହରକୁ ନେଇ ଆତଙ୍କ ସୃଷ୍ଟି ହୋଇଛି । ଦେଶରେ ଆଗାମୀ ୬ରୁ ୮ ସପ୍ତାହ ମଧ୍ୟରେ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଏନେଇ ଏମ୍ସ…

ଦେଶରେ କମୁଛି କରୋନାର ପ୍ରଭାବ: ଆଜି ୧୬୪୭ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…