Browsing Category
ସ୍ୱାସ୍ଥ୍ୟ
ଦେଶରେ ଆଜି ୩୯୨୧ ଜଣଙ୍କ ମୃତ୍ୟୁ, ୭୦ ହଜାର ପଜିଟିଭ୍
ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୯୨୧ ଜଣଙ୍କ…
ରାଜ୍ୟରେ କମୁଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ୪୩୩୯ ପଜିଟିଭ୍
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ…
ରାଜ୍ୟରେ କମୁନି ମୃତ୍ୟୁସଂଖ୍ୟା: ଆଜି କରୋନାରେ ୪୪ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ସତେ ଯେମିତି କରୋନା ଘର କରି ନେଇଛି । ଯେତେ କଟକଣା ଲାଗୁ ହେଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ଗୋଟିଏ ପଟେ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ…
ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୧୮ ଲକ୍ଷରେ ପହଞ୍ଚିଲା
ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୧୮ ହଜାର ୯୪୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୬୭ ଲକ୍ଷ ୨…
ଭାରତର ପୂର୍ବତନ ଅଲିମ୍ପିଆନ୍ ସୂରତ ସିଂ ମାଥୁରଙ୍କ ପରଲୋକ
ନୂଆଦିଲ୍ଲୀ,(ଓଡ଼ିଶା ଭାସ୍କର) : ଭାରତର ପୂର୍ବତନ ଅଲିମ୍ପିଆନ୍ ସୂରତ ସିଂ ମାଥୁରଙ୍କ ରବିବାର କରୋନାରେ ପରଲୋକ ଘଟିଛି । ସେ ଭାରତ ପାଇଁ ୧୯୫୨ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ ପଦକ ହାସଲ କରିବା ସହ ୧୯୫୨ ଅଲିମ୍ପିକ୍ରେ…
ମିଲଖା ସିଂଙ୍କ ପତ୍ନୀ ନିର୍ମଲ କୌରଙ୍କ ଜୀବନ ନେଲା କରୋନା , ମାତ୍ର ୮୫ ବର୍ଷ ବୟସରେ ଶେଷନିଶ୍ୱାସ ତ୍ୟାଗ କଲେ
ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଭାରତୀ କିମ୍ବଦନ୍ତୀ ଆଥଲେଟ୍ ମିଲଖା ସିଂ କରୋନାରେ ଆକ୍ରାନ୍ତ ହୋଇ ଧୀରେ ଧୀରେ ସୁସ୍ଥ ଅବସ୍ଥାକୁ ଫେରୁଥିବା ବେଳେ ପତ୍ନୀ ନିର୍ମଲ କୌରଙ୍କର ମୃତ୍ୟୁ ହୋଇ ଯାଇଛି । ମୃତ୍ୟୁ ବେଳକୁ…
ଓଡ଼ିଶା ଅନ୍ଲକ୍ ଗୁଜବକୁ ବିଶ୍ୱାସ କରନ୍ତୁନି: ଏସ୍ଆର୍ସି
ଭୁବନେଶ୍ୱର,(ଓଡ଼ିଶା ଭାସ୍କର) : ଚଳିତ ମାସ ୧୭ ତାରିଖ ପରେ ଅନ୍ଲକ୍ ଜାରି ହେବା ନେଇ ବିଭିନ୍ନ ସୋସିଆଲ୍ ମିଡ଼ିଆରେ ଗୁଜବ ପ୍ରଚାରିତ ହେଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ କୌଣସି ଗାଇଡ୍ଲାଇନ୍ ଜାରି ହୋଇ ନାହିଁ…
ଆଜିଠୁ ରାଜଧାନୀରେ ଆରମ୍ଭ ହେବ ଅନ୍ଲକ୍ ପ୍ରକିୟ, ସକାଳ ୧୦ ଟାରୁ ରାତି ୮ଟା ଯାଏ ଖୋଲିବ ବଜାର ଓ ମଲ୍
ନୂଆଦିଲ୍ଲୀ (ଓଡ଼ିଶା ଭାସ୍କର): ଆଜିଠୁ ଦିଲ୍ଲୀରେ ଆରମ୍ଭ ଅନ୍ଲକ୍ ପ୍ରକିୟ ହେବ । ବଜାର, ମଲ୍ ଓ ମାର୍କେଟ୍ କମ୍ପେ୍ଲକ୍ସରେ ସବୁ ଦୋକାନ ସକାଳ ୧୦ ଟାରୁ ରାତି ୮ଟା ଯାଏ ଖୋଲିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀ ସରକାର।…
କରୋନାକୁ ହରାଇଲେ କାଟ୍ରିନା, କହିଲେ କଣ ଜାଣନ୍ତୁ…
ଭୁବନେଶ୍ଵର(ଓଡ଼ିଶା ଭାସ୍କର): କାହାକୁ ଛାଡ଼ିନି କରୋନା। କଲବଲ କରିଛି ସମସ୍ତଙ୍କୁ। କି ଧନୀ କି ଗରିବ, ସମସ୍ତେ ଏହାର ସଂକ୍ରମଣରେ ଛଟପଟ ହୋଇଛନ୍ତି। ସେହିଭଳି ବଲିଉଡ୍ର ଟପ୍ ଅଭିନେତ୍ରୀ ଭିତରେ ଅନ୍ୟତମ କାଟ୍ରିନା…
କନ୍ଦାଉଛି କରୋନା, ତେଣୁ ପାଣିକୁ ଡେଇଁ ସୁଖ ସାଉଁଟୁଛନ୍ତି, ଜାଣନ୍ତୁ ସେ କିଏ…
ନୂଆଦିଲ୍ଲୀ: ଦୁଃଖ ଅସରନ୍ତି। ଗୋଟିଏ ପରେ ଗୋଟିଏ ସମସ୍ୟାରେ ଛଟପଟ ହେଉଛି ପ୍ରାଣ। ଜୀବନ ବିକଳ ହୋଇ କାନ୍ଦୁଛି। ସେହିଭଳି କନ୍ଦାଇ କନ୍ଦାଇ ମାରୁଛି ମହାମାରୀ କରୋନା। ଏଭଳି ଦୁଃଖକୁ କେମିତି ଦୂର କରିହେବ? ଏଭଳି ପ୍ରଶ୍ନ…