fbpx
Browsing Category

ଦେଶ

କରୋନା ଭାଇରସ୍: ଦେଶରେ ୨୪ଘଣ୍ଟାରେ ୪୪୨ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ, ୪ା୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ୨୨,୭୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୨ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହିତ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା…

ସେପ୍ଟେମ୍ବରକୁ ଘୁଞ୍ଚିଲା ଜେଇଇ ଓ ନିଟ୍ ପରୀକ୍ଷା

ନୂଆଦିଲ୍ଲୀ,୩ ।୭: ଜେଇଇ ଓ ନିଟ୍ ପ୍ରବେଶିକା ପରୀକ୍ଷାକୁ ଘୁଞ୍ଚାଇଲେ କେନ୍ଦ୍ର ସରକାର । ଉଭୟ ପରୀକ୍ଷା ସେପ୍ଟେମ୍ବରକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ…

ଦିଲ୍ଲୀ ଏନସିଆରରେ ୪.୭ ତୀବ୍ରତାର ଭୂକମ୍ପ

ନୂଆଦିଲ୍ଲୀ,୩ ।୭: ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ବହୁବାର ଭୂକମ୍ପର ଝଟକା ଲାଗିଛି । ସେହିପରି ଆଜି ମଧ୍ୟ ଆଜି ମଧ୍ୟ ପୂଣି ଥରେ ଦିଲ୍ଲୀ ଏନସିଆରରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ…

ଜୁଲାଇ ୩୧ ଯାଏଁ ଉଡିବନି ଅନ୍ତର୍ଜାତୀୟ ବିମାନ

ନୂଆଦିଲ୍ଲୀ,୩ ।୭: କରୋନା ମହାମାରୀର ସଙ୍କଟ ସମୟରେ ସାରା ଦେଶରେ ଅନଲକ୍-୨ ଆରମ୍ଭ ହୋଇଯାଇଛି । କିନ୍ତୁ ବର୍ତ୍ତମାନ ସୁଦ୍ଧା ବି ଟଳିନି ବିପଦ । ଏନେି ଜୁଲାଇ ୩୧ ତାରିଖ ଯାଏଁ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ କଟକଣା…