Browsing Category

ଦେଶ

ରଜରେ ଓଡ଼ିଶା ଛୁଇଁବ ମୌସୁମୀ!

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେବେ ଆସିବ ମୌସୁମୀ? କେବେ ଛୁଇଁବ ଓଡ଼ିଶା? କେବେ ଦେବ ଶୀତଳ ଛୁଆଁ? ଏମିତି ଅନେକ କଳ୍ପନାଜଳ୍ପନା ଜାରି ରହିଛି । ତେବେ ମୌସୁମୀ ଆସିବାରେ ବିଳମ୍ବ ଘଟିଛି । କେରଳକୁ ୨-୩ ଦିନ ବିଳମ୍ବରେ…

ଗୌତମ ଗମ୍ଭୀର ଫାଉଣ୍ଡେସନକୁ ଦୋଷୀ କହିଲା ଡ୍ରଗ କଣ୍ଟ୍ରୋଲର

ନୂଆଦିଲ୍ଲୀ: କ୍ରିକେଟର ତଥା ରାଜନେତା ଗୌତମ ଗମ୍ଭୀର ଏବଂ ଆମ ଆଦମୀ ପାର୍ଟୀର ବିଧାୟକ କରୋନା ଔଷଧକୁ ଅବୈଧ ଭାବରେ କରୋନା ଔଷଧକୁ ମହଜୁଦ କରି ରଖିବା ଘଟଣାରେ ଦୋଷୀ ହୋଇଛି । ଗୌତମ ଗମ୍ଭୀରଙ୍କ ସଂସ୍ଥା ଗୌତମ ଗମ୍ଭୀର…

ଆସୁଛି ଲଘୁଚାପ! ଲଘୁଚାପ ପରେ ଓଡିଶାରେ ପହଞ୍ଚିପାରେ ମୌସୁମୀ

ନୂଆଦିଲ୍ଲୀ: ଓଡିଶାକୁ ଏହି ମାସରେ ଆସିବ ମୌସୁମୀ । କାରଣ ବାତ୍ୟା ୟଶ୍ ପୂର୍ବରୁ ଆସିଥିବା ଲଘୁଚାପ ପରେ ଆଉ ଏକ ଲଘୁଚାପ ଆସୁଛି । ଏହା ମାଧ୍ୟମରେ ଓଡିଶାରେ ମୌସୁମୀର ଆଗମନ ହୋଇପାରେ । ବଙ୍ଗୋପସାଗରରେ ଏକ ଲଘୁଚାପ…

ରାଜଧାନୀରେ ବ୍ଲାକ୍ ଫଙ୍ଗସ୍ ସଂକ୍ରମଣରେ ଗଲାଣି ୮୯ ମୁଣ୍ଡ

ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ ବ୍ଲାକ୍ ଫଙ୍ଗସ୍ ମହାମାରୀର ସଂକ୍ରମଣ ବଢ଼ିବାରେ ଲାଗିଛି । କୋଭିଡ୍ ର ଦ୍ୱିତୀୟ ଲହର ଲୋକଙ୍କୁ ହନ୍ତସନ୍ତ କରୁଥିବା ବେଳେ ବ୍ଲାକ୍ ଫଙ୍ଗସ୍ ଆଉ ଏକ ଦ୍ୱିବିଧା ହୋଇ ଠିଆ ହୋଇଛି । ଦିଲ୍ଲୀର…

ମସଜିଦରେ ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତ ଧର୍ମଗୁରୁ ଗିରଫ

ନୂଆଦିଲ୍ଲୀ: ସୀମା ଟପିଲା ବର୍ବରତା । ମସଜିଦରେ ୧୨ ବର୍ଷର ନାବାଳିକା ସହ ଦୁଷ୍କର୍ମ କରିଛନ୍ତି ଜଣେ ୪୮ ବର୍ଷୀୟ ଧର୍ମଗୁରୁ । ମସଜିଦକୁ ପାଣି ଆଣିବାକୁ ଯାଇଥିବା ସମୟରେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଜଣାପଡ଼ିଛି ।…

ଜୁନ ୨ ସୁଦ୍ଧା ୬୨୪ ଡାକ୍ତରଙ୍କ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ରାଜ୍ୟରୁ କେତେ?

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଯୋଗୁଁ ରୋଗୀଙ୍କ ସମତେ ଅନେକ ଡାକ୍ତରଙ୍କ ମୃତ୍ୟୁ ହୋଇଛି । କରୋନାର ଦ୍ୱିତୀୟ ଲହରରେ ଜୁନ ୨ ସୁଦ୍ଧା ଦେଶରେ ୬୨୪ ଡାକ୍ତରଙ୍କ ମୃତ୍ୟୁ ହୋଇଛି ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ ବା…

ଆଲଫା ଭାରିଆଣ୍ଟ ତୁଳନାରେ ଡେଲଟା ଭାରିଆଣ୍ଟ ୪୦ରୁ ୫୦ ପ୍ରତିଶତ ଅଧିକ ସଂକ୍ରାମକ, ଅଧ୍ୟୟନରୁ ହେଲା ଖୁଲାସା

ନୂଆଦିଲ୍ଲୀ : ଭାରତରେ ମିଳିଥିବା କରୋନା ଭାରିଆଣ୍ଟର ନାମକରଣ ବିଶ୍ୱ ସ୍ତରରେ କରାଯାଇଛି । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଡେଲଟା ରଖାଯାଇଛି । ମେ' ୧୨ ତାରିଖରେ ଭାରତୀୟ ଭାରିଆଣ୍ଟ ବି.୧.୬୧୭କୁ ଠାବ…

ବିଗ୍-ବି ସେଆର୍ କଲେ ପତ୍ନୀ ଜୟାଙ୍କ ସହ ବିବାହ ବେଳର ଫଟୋ, ଫ୍ୟାନ୍ ଜଣାଉଛନ୍ତି ଶୁଭେଚ୍ଛା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚଳଚ୍ଚିତ୍ର ଜଗତର ବେତାଜ୍ ବାଦଶାହ ଓ କିମ୍ବଦନ୍ତୀ ଅଭିନେତା ଅମିତାଭ ବଚ୍ଚନଙ୍କ ପରିଚୟ ଦେବା ଆବଶ୍ୟକ ପଡ଼େନା । ଏହି ମହାନ ଅଭିନେତା ଆଜି ସୋସିଆଲ୍ ମିଡିଆରେ ବେଶ୍ ଚର୍ଚ୍ଚାରେ ରହିଛନ୍ତି ।…

ନୀତି ଆୟୋଗର SDG ରିପୋର୍ଟ: ଟପରେ କେରଳ, ୧୯ ସ୍ଥାନରେ ଓଡିଶା

ନୂଆଦିଲ୍ଲୀ: ନୀତି ଆୟୋଗର ବିକାଶ ସୂଚକାଙ୍କ ୨୦୨୦-୨୧ ରିପୋର୍ଟ ପ୍ରକାଶ ପାଇଛି । ଦିଲ୍ଲୀରେ ଏହି ରିପୋର୍ଟକୁ ଉନ୍ମୋଚନ କରିଛନ୍ତି ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର । ୨୮ଟି ରାଜ୍ୟର ତାଲିକାରେ ପ୍ରଥମ ସ୍ଥାନରେ…

ବାବା ରାମଦେବଙ୍କୁ ସମନ ଜାରି କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ପୁଣି ଅଡୁଆରେ ଯୋଗଗୁରୁ ବାବା ରାମଦେବ । ଗୁରୁବାର ଦିଲ୍ଲୀ ହାଇକୋର୍ଟ ଯୋଗଗୁରୁ ବାବା ରାମଦେବଙ୍କୁ ସମନ ଜାରି କରାଯାଇଛି । ଦିଲ୍ଲୀ ମେଡିକାଲ୍ ଆସୋସିଏସନ୍ ବା ଡିଏମଏ ପକ୍ଷରୁ ଦାୟର କରାଯାଇଥିବା ଏକ ମାମଲା…