Browsing Category

ଦେଶ ବିଦେଶ

ଅନଲାଇନ୍‌ କ୍ଲାସରେ ସହ ହୋମୱାର୍କର ଚାପ; ବିରକ୍ତ ହୋଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟରେ ଅଭିଯୋଗ କଲେ କୁନି ଝିଅ, ଭିଡିଓ ସୋସିଆଲ ମିଡ଼ିଆରେ…

ନୂଆଦିଳ୍ଲୀ (ଓଡ଼ିଶା ଭାସ୍କର): ଭାରତରେ କରୋନା ଦ୍ବିତୀୟ ଲହରୀ ଆତଙ୍କ ଖେଳାଇଛି। ଭୟର ବାତାବରଣ ମଧ୍ୟରେ ଦେଶବାସୀ ଗୃହବନ୍ଦୀ ଜୀବନ ବିତାଉଛନ୍ତି। ଏଥି ମଧ୍ୟରେ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍ ସଟ୍‌ଡାଉନ୍  ଓ ନାଇଟ୍…

କୋଟିପତି ଭିକାରୀ: ହ୍ୱିଲ ଚେୟାରରେ ବୁଲିବୁଲି ଭିକ ମାଗୁଥିବା ମହିଳାଙ୍କ ଆକାଉଣ୍ଟରୁ ମିଳିଲା ୧କୋଟି ୪୨ ଲକ୍ଷ ଟଙ୍କା, ଗିରଫ କଲା ପୁଲିସ୍

ନୂଆଦିଲ୍ଲୀ(ଓଡ଼ିଶା ଭାସ୍କର): ଜଣେ ମହିଳା ଭିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ମିଳିଲା ୧କୋଟି ୪୨ ଲକ୍ଷ ଟଙ୍କା । କେବଳ ଏତିକି ନୁହେଁ ଏହି ମହିଳା ଜଣକ ୫ଟି କୋଠାର ମାଲିକ ମଧ୍ୟ । କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ…

ଏଠାରେ ଅନ୍ତିମ ସଂସ୍କାର କରିବା ପୂର୍ବରୁ ଶବ ସହ ନାଚଗୀତ କରନ୍ତି ଲୋକେ, ଜାଣନ୍ତୁ ଏକ ଅଜବ ପରମ୍ପରା ବିଷୟରେ

ମାଡାମାସ୍କର: ଆମେ ସାଧାରଣତଃ ଖୁସି ଅବସରରେ ନାଚଗୀତ କରୁ ତଥା ମଉଜ ମଜଲିସ୍ କରୁ । ଯେମିତିକି କିଛି ଖୁସିର ମୁହୁର୍ତ୍ତ ଜନ୍ମଦିନ, ବିବାହ ସମୟରେ ଆମେ ନାଚଗୀତ କରି ଉପଭୋଗ କରୁ । ହେଲେ ଶବ ସତ୍କାର କରିବା ସମୟରେ ନାଚଗୀତ…

ସେନା ଓ ସରକାରଙ୍କ ବିରୋଧରେ କହିପାରିବନି ମିଡିଆ, ପାକିସ୍ତାନରେ ନୂଆ ନିୟମକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ: ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗର କଳଙ୍କକୁ ମୁଣ୍ଡାଇ ଆସିଥିବା ପାକିସ୍ତାନ ସରକାର ନିଜ ଦେଶରେ ପୁଣି ଏକଛତ୍ରବାଦ ଶାସନ ଚଳାଇବାକୁ ପ୍ରୟାସ କରୁଥିବା ଭଳି ଖବର ଆସିଛି । ଦେଶରେ ଜାରି ହୋଇଥିବା ଏକ…

କାଳ ହେଲା ମେ’ ମାସ: ହୋଇଛି ସର୍ବାଧିକ କରୋନା ସଂକ୍ରମିତଙ୍କ ମୃତ୍ୟୁ, ସଂଖ୍ୟା ଜାଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ: ଦେଶରେ କରୋନା ଦ୍ୱିତୀୟ ଲହରରେ ମୃତ୍ୟୁହାର ସବୁଠାରୁ ଅଧିକ ରହିଛି । ବିଭିନ୍ନ ରାଜ୍ୟରେ ଲକଡାଉନ୍ ଲାଗୁ ହୋଇଥିଲେ ସୁଦ୍ଧା ମୃତ୍ୟୁହାରରେ ଲଗାମ ଲାଗି ପାରୁନାହିଁ । ହଁ ଏହା ସତ ଯେ ନୁତନ ସଂକ୍ରମଣ ମାମଲା…

ନକ୍ସଲ କମାଣ୍ଡରରୁ କଂଗ୍ରେସ ବିଧାୟିକା ପର୍ଯ୍ୟନ୍ତ ସାଥୀକ୍କାଙ୍କ ଯାତ୍ରା, ଜାଣନ୍ତୁ ଗରିବଙ୍କ ଦୁଃଖ ଦୂର କରିବାକୁ କିପରି ଥିଲା ତାଙ୍କ ସଂଘର୍ଷ

ତେଲେଙ୍ଗାନା: ନକ୍ସଲ କମାଣ୍ଡରରୁ କଂଗ୍ରେସ ନେତା ସାଜିଥିବା ଦନସାରୀ ଅନୁସୂୟା ତଥା ସାଥୀକ୍କା ଆଜି ସାରା ଦେଶର ନାଗରିକଙ୍କ ପାଇଁ ଉଦାହରଣ ପାଲଟିଛନ୍ତି । ଦିନ ଥିଲା ସେ ମାଓ ବୋର୍ଡରରେ ଜଣେ ନକ୍ସଲ କମାଣ୍ଡର ହିସାବରେ…

କରୋନା ପଜିଟିଭ ମା’ କୋଳରୁ ଜନ୍ମ ନେଇ ମୃତ୍ୟୁକୁ ହରାଇଲା ନବଜାତ ଶିଶୁ, କିନ୍ତୁ…

ଗୁଜରାଟ: ଦେଶରେ କରୋନାର ଦ୍ୱିତୀୟ ଲହର କମିବାରେ ଲାଗିଥିବା ବେଳେ ଏଭଳି କିଛି ମାମଲା ସାମ୍ନାକୁ ଆସୁଛି, ଯାହା ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଉଛି । କରୋନାରେ ବୟସ୍କ ଓ ଯୁବପିଢିମାନଙ୍କର ମୃତ୍ୟୁ ହୋଇଥିବା ବେଳେ କରୋନା…

୭ ବର୍ଷର ବାଳକ ସାଜିଲା ହିରୋ: ନଦୀର ସ୍ରୋତରେ ଭାସିଯାଉଥିବା ବାପା ଓ ଭଉଣୀଙ୍କୁ ବଞ୍ଚାଇବା ପାଇଁ ୧ ଘଣ୍ଟା ଧରି ପହଁରିଲା

ୱାଶିଂଟନ: ଜଣେ ୭ ବର୍ଷର ବାଳକ ନିଜର ସାହସିକତାର ପ୍ରମାଣ ଦେଇଛନ୍ତି । ସେ ନିଜର ବାପା ଓ ଭଉଣୀଙ୍କୁ ଉଦ୍ଧାର କରିବା ପାଇଁ ୧ ଘଣ୍ଟା ପାଇଁ ପାଣିରେ ପହଁରିଥିଲେ । ଷ୍ଟିଭେନ୍ ପାଉଷ୍ଟ ନାମକ ଜଣେ ବ୍ୟକ୍ତି ନିଜର ଦୁଇ…

ମାତ୍ର ୨୨ ଦିନରେ ଗୋଟିଏ ପରିବାରର ୬ ଜଣଙ୍କ ମୁଣ୍ଡନେଲା କରୋନା

ନୂଆଦିଲ୍ଲୀ: ଦୁଇବର୍ଷ ହେଲା ବିଶ୍ୱରେ ନିଜର କାୟା ମେଲାଇ ଚାଲିଛି ମହାମାରୀ କରୋନା । ପିଲାଠୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଏହି ମହାମାରୀ କରୋନା ଭାଇରସ୍ କବଳରେ ଛଟପଟ ହେଉଛନ୍ତି ଏବଂ ଗୋଟିଏ ପରେ ଗୋଟିଏ ପ୍ରାଣ ନେଲାଣି…

କୋଭିଡର ଆର୍ଥିକ ପ୍ରଭାବ: ରୋଜଗାର ହରାଇଲେ ଏକ କୋଟି ଲୋକ, ୯୭ % ପରିବାରଙ୍କ ଆୟ ହ୍ରାସ

ନୂଆଦିଲ୍ଲୀ : କୋଭିଡ୍‌-୧୯ ମହାମାରୀର ଦ୍ୱିତୀୟ ଲହର ଦେଶକୁ ତଳିତଳାନ୍ତ କରିବା ସହ ଲୋକଙ୍କ ରୋଜଗାର ଉପରେ ଜୋରଦାର ପ୍ରହାର କରିଛି । ଦ୍ୱିତୀୟ ଲହର କାରଣରୁ ଦେଶରେ ଏକ କୋଟିରୁ ଅଧିକ ଲୋକଙ୍କୁ ଚାକିରି ହରାଇବାକୁ ପଡିଛି…